ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ନେଇ ରାଗିଗଲେ ଆଇନମନ୍ତ୍ରୀ, କହିଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୫ା୧: ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରବଳ ରାଗି ଯାଇଛନ୍ତି। ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ବୁଧବାର ବୈଠକ ବସିବ। ଏଥିରେ ନିଶ୍ଚିତ ନିର୍ଯାସ ବାହାରିବ। ୩ ଦିନ ହେଲା ଠାକୁରଙ୍କ ନୀତିକାନ୍ତି...
ଲିଙ୍ଗରାଜ ମନ୍ଦିରରେ ଭିଡିଓ କରି ବିବାଦରେ ଶିଳ୍ପା ସେଟ୍ଟୀ
ଭୁବନେଶ୍ୱର,୨୯।୧୦(ବନ୍ଦନା ସେଠୀ): ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଉଠାଇ ବିବାଦରେ ଫସିଛନ୍ତି ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ସୋମବାର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଭୁବନେଶ୍ୱର ଆସିଥିବା ଶିଳ୍ପା ଲିଙ୍ଗରାଜ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ତେବେ ସେ ମନ୍ଦିର ଭିତରେ...
ଲିଙ୍ଗରାଜ ପୀଠରେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ତ୍ୱରିତ ନ୍ୟାୟ
ଭୁବନେଶ୍ୱର,୧୮।୩: ଶ୍ରୀଲିଙ୍ଗରାଜ ମନ୍ଦିର ନିକଟରେ ଜଣେ ବିଦେଶିନୀଙ୍କୁ ଅସଦାଚରଣ ମାମଲାରେ ମାତ୍ର ୨୮ ଦିନରେ ଦୋଷୀ କୁଣ୍ଡୁ ମହାପାତ୍ରକୁ ସଜା ଦେଇଛନ୍ତି କୋର୍ଟ। ଅଭିଯୋଗର ମାତ୍ର ୪ ଦିନ ଭିତରେ ଚାର୍ଜସିଟ୍ ଦାଖଲ ହୋଇଥିଲା ବେଳେ ମାତ୍ର ୨୮ ଦିନରେ...
ଆଜି ଜାଗର: ଚଳଚଞ୍ଚଳ ଏକାମ୍ରକ୍ଷେତ୍ର
ଭୁବନେଶ୍ୱର,୮।୩(ଶର୍ମିଷ୍ଠା ପାଣିଗ୍ରାହୀ): ଜାଗର ଯାତ୍ରା ପାଇଁ ଚଳଚଞ୍ଚଳ ରାଜଧାନୀର ସମସ୍ତ ଶୈବପୀଠ। ଶିବଙ୍କ ମନ୍ତ୍ରଧ୍ୱନିରେ ଶୁକ୍ରବାର ଏକାମ୍ରକ୍ଷେତ୍ର କମ୍ପି ଉଠିବ। ପ୍ରଭୁ ଶ୍ରୀଲିଙ୍ଗରାଜଙ୍କଠୁ ନେଇ କପିଳେଶ୍ୱର, ମେଘେଶ୍ୱର, ମୁକ୍ତେଶ୍ୱର, କେଦାରଗୌରୀ, ବ୍ରହ୍ମେଶ୍ୱର, ଭାସ୍କରେଶ୍ୱର ଭଳି ଅନେକ ଶୈବପୀଠରେ ଶିବଙ୍କ ଆରାଧାନରେ...
ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ ମହାଦୀପ
ଭୁବନେଶ୍ୱର,୨ା୩(ଅସମାପିକା ସାହୁ): ଲିଙ୍ଗରାଜ ମହାପ୍ରଭୁଙ୍କ ଚଳିତ ବର୍ଷ ପ୍ରସିଦ୍ଧ ମହାଶିବରାତ୍ରି ଅବସରରେ ଖୋର୍ଦ୍ଧା ଜିଲାପାଳ ଚଞ୍ଚଳ ରଣାଙ୍କ ଅଧ୍ୟକ୍ଷତାରେ ଏକ ସମନ୍ବୟ କମିଟି ବୈଠକ ସର୍କିଟ ହାଉସ୍ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସେବାୟତ, ମନ୍ଦିର ପ୍ରଶାସନ, ବିଭିନ୍ନ ସ୍ବେଚ୍ଛାସେବୀ...
Archives
