ଆଜି ଭାରତ ଆସିବେ ଫୁଟବଲ୍ ମହାରଥୀ ଲିଓନେଲ୍ ମେସି, ଯୋଗ ଦେବେ ପ୍ରଧାନମନ୍ତ୍ରୀଙ୍କ ସମେତ ଏ ସମସ୍ତ ଷ୍ଟାର କୋଲକାତା,୧୨ା୧୨: ଫୁଟବଲ୍ର ମହାରଥୀ ତଥା ବିଶ୍ୱକପ୍ ବିଜେତା ଅଧିନାୟକ ଲିଓନେଲ ମେସି ଶୁକ୍ରବାର ଭୋର୍ ୧:୩୦ରେ ଭାରତରେ ପହଞ୍ଚିବା ସହ ତାଙ୍କର ତିନି ଦିନିଆ ‘GOAT ଟୁର୍’ ଆରମ୍ଭ ହେବ। ଏହା ତାଙ୍କର ଦ୍ୱିତୀୟ ଭାରତ ଗସ୍ତ। ଡିସେମ୍ବର ୧୩ରୁ...