ସ୍ବାମୀଙ୍କ ସହ ଜେଲ୍ ଗଲେ ସହଦେବ ହତ୍ୟାଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା ଭୁବନେଶ୍ୱର,୧୦ା୧: ବ୍ରାଉନଗୁଗାର ବିକ୍ରି ଏବଂ ରସୁଲଗଡ଼ ବ୍ରିଜ୍ ଉପରେ ସହଦେବ ନାୟକଙ୍କୁ ହତ୍ୟା କରିବା ଘଟଣାର ମାଷ୍ଟରମାଇଣ୍ଡ୍ ଲିପିକା ନାୟକଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ବାନ୍ଧିଛି। ସ୍ବାମୀ ଲକ୍ଷ୍ମୀଧର ନାୟକଙ୍କ ସହ ମିଶି ସେ ଏହି ଅପରାଧ ଘଟାଇଥିଲେ। ବର୍ତ୍ତମାନ...