ଭୁବନେଶ୍ୱରର ସାଲିଆ ସାହିରେ ବିପୁଳ ପରିମାଣର ଦେଶୀ ମଦ ଜବତ, ୯ ଗିରଫ ଭୁବନେଶ୍ୱର,୧୪ା୩: ଶୁକ୍ରବାର ଅବକାରୀ ବିଭାଗ ଅଧିକାରୀମାନେ ଭୁବନେଶ୍ୱରର ସାଲିଆ ସାହିରେ ବେଆଇନ ଦେଶୀ ମଦ ଆଡ୍ଡାକୁ ଟାର୍ଗେଟ କରି ଚଢାଉ କରିଛନ୍ତି। ଏକ ସୂଚନା ପାଇ, ଟିମ୍ ଶୁକ୍ରବାର ଭୋରରୁ ସେହି ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇ ବିପୁଳ ପରିମାଣର...