ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଓଡ଼ିଶାରେ ତିନି ବର୍ଷ ଯାଏ ଖୋଲିବନି ନୂଆ ମଦ ଦୋକାନ
ଭୁବନେଶ୍ବର,୫।୧୦: ଭୁବନେଶ୍ୱରରେ ‘ଜୀବନ ଜିନ୍ଦାବାଦ-୨.୦’ର ଶୁଭାରମ୍ଭ ହୋଇଛି । ଏହି ଅବସରରେ ରାଜ୍ୟରୁ ନିଶା ମୂଳପୋଛ ପାଇଁ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଖୋଲାଯିବନି କୌଣସି ନୂଆ ମଦ ଦୋକାନ । ମୁଖ୍ୟମନ୍ତ୍ରୀ ମୋହନ…

