ଦ୍ଵିତୀୟ ଦିନରେ ଦାରିଙ୍ଗବାଡି ପୋଲିସର ମଦ ଧରପଗଡ଼ ଅଭିଯାନ, ସାବଡ଼ ହେଉଛନ୍ତି ଚୋରା ମଦ ବ୍ୟବସାୟୀ ଦାରିଙ୍ଗବାଡି,୧୮ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ପକ୍ଷରୁ ଦ୍ଵିତୀୟ ଦିନରେ ମଧ୍ୟ ଚୋରାମଦ ଧରପଗଡ଼ ଜୋରଦାର କରାଯାଇଛି । ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ନେତୃତ୍ୱରେ ଅବକାରୀ ବିଭାଗ ଏବଂ ପୋଲିସ ସୁରକ୍ଷା ବାହିନୀର ମିଳିତ ଉକ୍ତ...