ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ। ଏହି ଅଜବ ଦୃଶ୍ୟ ଦେଖି ବ୍ୟକ୍ତି ଜଣକ ଆଶ୍ଚର୍ଯ୍ୟ ହୋଇଗଲେ ଏବଂ ତୁରନ୍ତ…