ଓଡ଼ିଶାରେ ଲିଥିୟମ, ଖୋଜୁଛି ଜିଓଲୋଜିକାଲ ସର୍ଭେ ଅଫ୍ ଇଣ୍ଡିଆ ନୟାଗଡ଼,୧୯ା୧: ନୟାଗଡ଼ ଜିଲାର ମାଟି ତଳେ ଲିଥିୟମ ଥିବା ସଙ୍କେତ ମିଳିଥିବାରୁ ଜିଓଲୋଜିକାଲି ସର୍ଭେ ଅଫ୍ ଇଣ୍ଡିଆ ପକ୍ଷରୁ ଡ୍ରୋନ୍ ଜରିଆରେ ଖୋଜା ଅଭିଯାନ ଆରମ୍ଭ ହୋଇଛି। ଏପରି ପ୍ରାକୃତିକ ସମ୍ପଦ ଖୋଜିବା ପାଇଁ ନୂଆ ଟେକ୍ନୋଲୋଜି ବ୍ୟବହାର କରାଯାଇ...