ପ୍ରାଣୀସମ୍ପଦର ଅଭିବୃଦ୍ଧି ପାଇଁ ପ୍ରୟାସ, ପ୍ରଥମଥର ନିଆଗଲା ଏମିତି… ଦାରିଙ୍ଗବାଡ଼ି,୧୧ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳର ମତ୍ସ୍ୟ ଓ ପ୍ରାଣୀସମ୍ପଦର ଅଭିବୃଦ୍ଧି ପାଇଁ ପ୍ରଥମଥର ପାଇଁ ବଡ଼ ପଦକ୍ଷେପ ନିଆଯାଇଛି। ଏହି ଚାଷ କରି ପ୍ରତିପୋଷଣ ହେଉଥିବା ଚାଷୀଙ୍କୁ ପ୍ରୋତ୍ସାହନ କରାଯିବା ସହ ଏହି ଚାଷ ପ୍ରତି ଆଗ୍ରହ…