ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ… ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା ସାମ୍ନାକୁ ଆସିଛି। ଜୀବିତ ଥାଇ ମଧ୍ୟ ସରକାରୀ କାଗଜପତ୍ରରେ ‘ମୃତ’ ସାଜିଥିବା ସାବିତ୍ରୀ…