ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର! ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ ଅନୁଯାୟୀ, ଭାରତ ସରକାର ଏହାର ତୈଳ ଏବଂ ଗ୍ୟାସ କମ୍ପାନୀଗୁଡ଼ିକୁ ରୁଷିଆରୁ LNG…