ସ୍ନାନପୂର୍ଣ୍ଣିମାରେ ପୁରୀକୁ ଜଗିବେ ୭୦ ପ୍ଲାଟୁନ୍ ଫୋର୍ସ ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା ନେଇ ସୁରକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ଆଇଜିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସୁରକ୍ଷା ବୈଠକରେ ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରା କିପରି ଶୃଙ୍ଖଳିତ ବ୍ୟବସ୍ଥା ମଧ୍ୟରେ ସମ୍ପନ୍ନ ହେବ ସେନେଇ ଆଲୋଚନା ହୋଇଥିଲା। ତେବେ...