ଓଲଟିଗଲା ବାଜି, ୪୦ ବର୍ଷ ପୁରୁଣା ବାମ ଗଡ଼କୁ ଭାଙ୍ଗିଲା ଭାଜପା ତିରୁଭାନନ୍ତପୁରମ,୧୩।୧୨: କେରଳର ନଗର ନିଗମ ନିର୍ବାଚନରେ ତିରୁଭାନନ୍ତପୁରମ ନଗର ନିଗମରେ ଭାରତୀୟ ଜନତା ପାର୍ଟି (ଭାଜପା) ଏକ ଐତିହାସିକ ବିଜୟ ହାସଲ କରିଛି। ଚାରି ଦଶନ୍ଧି ଧରି ବାମ ଗଣତାନ୍ତ୍ରିକ ମୋର୍ଚ୍ଚା (ଏଲଡିଏଫ)ର ଗଡ଼ ଥିବା ତିରୁଭାନନ୍ତପୁରମରେ ଭାଜପା ଗେରୁଆ...