Tag Archives: Local News

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର ପଞ୍ଚାୟତଗୁଡ଼ିକରେ କାର୍ଯ୍ୟରତ ପାଖାପାଖି ୨୩୦ ଜଣ ଯୋଗାଣ ସହାୟକ ମଧ୍ୟ ଏହି ଆନ୍ଦୋଳନରେ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର ଠାରୁ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ସୁରକ୍ଷା ଦୃଷ୍ଟିରୁ ଏହି…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଗତ ୨୪ ତାରିଖରେ ସମ୍ପୃକ୍ତ ନାବାଳିକା ଜଣକ କେନ୍ଦୁଝର ଜିଲା ମୁଖ୍ୟ…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଅନୁଧ୍ୟାନ କରିଛନ୍ତି। ବିଧାୟକ ନାୟକ ବିଭିନ୍ନ ୱାର୍ଡ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍‌ ଓ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍…

କର୍ଲାପାଟ ପୋଲିସକୁ ବଡ଼ ସଫଳତା: ନାକରୁଣ୍ଡି ସଶସ୍ତ୍ର ଡକାୟତି ମାମଲାରେ ୪ ଗିରଫ, ବନ୍ଧୁକ ଓ ଟଙ୍କା ଜବତ

ଥୁଆମୂଳ ରାମପୁର,୨୬।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ ନାକରୁଣ୍ଡି ଗ୍ରାମପଞ୍ଚାୟତର ଆମଝୋଲା ଗ୍ରାମରେ ଘଟିଥିବା ଚାଞ୍ଚଲ୍ୟକର ସଶସ୍ତ୍ର ଡକାୟତି ଘଟଣାର ପର୍ଦ୍ଦାଫାଶ କରିବାରେ କର୍ଲାପାଟ ପୋଲିସ ସଫଳ ହୋଇଛି। ଏହି ମାମଲାରେ ସମ୍ପୃକ୍ତ ୪ ଜଣ ଅଭିଯୁକ୍ତଙ୍କୁ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ରାଜ୍ୟର କୃଷକମାନଙ୍କୁ ପ୍ରାଥମିକ କୃଷି ସମବାୟ ସମିତି…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ ରଖି ସମ୍ପୃକ୍ତ ଜିଲା ପ୍ରଶାସନ ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମିଳିଥିବା…

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ ସ୍ଥିତିକୁ ଦୃଷ୍ଟିରେ ରଖି ୬ ଜିଲାରେ ଆଉ ଗୋଟିଏ ଦିନ ଛୁଟି ବୃଦ୍ଧି…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ ତୁହା ବର୍ଷା ହେବା ଯୋଗୁ ଲୋକେ ଘରୁ ବାହାରି ପାରୁନାହାନ୍ତି। ନଦୀଗୁଡ଼ିକର ଜଳସ୍ତର…

ଦିଗପହଣ୍ଡିରେ ଲଗାଣ ବର୍ଷା: ବୃଦ୍ଧି ପାଉଛି ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ,ସଜାଗ ରହିଛି…

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଗତ ୪ ଦିନ ହେବ ଦିଗପହଣ୍ଡି ଅଞ୍ଚଳରେ ତୁହାକୁ ତୁହା ପ୍ରବଳ ବର୍ଷା ଲାଗିରହିଛି। ଏହାର ପ୍ରଭାବରେ ଦିଗପହଣ୍ଡି ବ୍ଲକ୍‌ସ୍ଥିତ ଘୋଡ଼ାହାଡ଼ ଡ୍ୟାମ୍‌ର ଜଳପତ୍ତନ କ୍ରମାଗତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?