Local News

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ…

2 years ago

ଗଞ୍ଜେଇ ଚାଲାଣ କରୁଥିଲେ, ୩ ଆଇଆର୍‌ବି ଯବାନଙ୍କୁ ବହିଷ୍କୃତ କଲେ ବୌଦ୍ଧ ଏସ୍‌ପି, ଗିରଫ ପରେ କୋର୍ଟଚାଲାଣ

ବୌଦ୍ଧ,୧୨।୪(ଅଜିତ କୁମାର ବାରିକ): ବୌଦ୍ଧ ଜିଲାର ମନମୁଣ୍ଡା ଥାନାରେ ମାଓବାଦୀ ଅପରେଶନ ପାଇଁ ବାରାକ୍‌ରେ ଆଇଆର୍‌ବି ଯବାନମାନେ ନିୟୋଜିତ ଥିଲେ। କିନ୍ତୁ ବାରାକରେ ଗଞ୍ଜେଇ ରଖି ଯବାନମାନେ…

2 years ago

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ହାଣିଲେ, ରାସ୍ତାରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବଲାଙ୍ଗିର,୧୨।୪(ସୁନୀଲ କୁମାର ମହାନ୍ତି): ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଟାଙ୍ଗିଆରେ ହାଣି ବିଭତ୍ସ ହତ୍ୟା। ବଲାଙ୍ଗୀର ଜିଲା ଚିମିନିଭାଟି ପଡ଼ା ପ୍ରାଥମିକ ସ୍କୁଲ ନିକଟ ଜନଗହଳି ରାସ୍ତାରେ ଜଣେ…

2 years ago

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି ଘଣ୍ଟା…

2 years ago

ଥୁଆମୂଳ ରାମପୁର ଥାନା ଘେରାଉ କରି ପୋଲିସ ଉପରେ ପଥର ମାଡ଼ ଘଟଣା: ୧୨ ଜଣଙ୍କୁ ବାନ୍ଧିଲାଣି ପୋଲିସ

ଥୁଆମୂଳ ରାମପୁର,୮।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଳକ ଅଧିନରେ ଥିବା ଡୁମେରପଦର ଗ୍ରାମର ଲୋକମାନେ ଗତ ୪ତାରିଖରେ ମୋଟରସାଇକେଲ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ଯୁବକଙ୍କ…

2 years ago

୩ ବିଦ୍ୟାଳୟକୁ ସମ୍ମାନିତ କଲେ ଗୋଷ୍ଠୀ ଶିକ୍ଷାଧିକାରୀ

ଜି.ଉଦୟଗିରି,୮ା୪ (ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଠାରେ ନୂଆ ବିଦ୍ୟାର୍ଥୀ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆ…

2 years ago

ଉନ୍ନତିକରଣ କାର୍ଯ୍ୟରେ ବାଟମାରଣା ଅଭିଯୋଗ, ତାଳସର ପଞ୍ଚାୟତରେ ଅଭିଯୋଗ କଲେ ହଂସତୁଳୀ ଗ୍ରାମବାସୀ

ବେଗୁନିଆପଡା,୮।୪( ସୁଶାନ୍ତ କୁମାର ପଟ୍ଟନାୟକ): ଗ୍ରାମରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗ। ସରକାରଙ୍କ ଟଙ୍କା ସଠିକ ଭାବେ ବିନିଯୋଗ ହୋଇ ନ ଥିବା ନେଇ ଅଭିଯୋଗ…

2 years ago

ଖମଣସାହି ପଞ୍ଚୁଦଣ୍ଡରେ ଯୋଗଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ)- ଦଣ୍ଡନାଚ ପାଇଁ ଗଞ୍ଜାମ ଜିଲା ଉତ୍ସବ ମୁଖର ହୋଇପଡ଼ିଛି। ବିଭିନ୍ନ ସ୍ଥାନରେ ଦଣ୍ଡ ଆୟୋଜନ ହେଉଥିବା ବେଳେ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଉଛନ୍ତି। ଏହି…

2 years ago

ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି ସରକାର, ସମୂହ ଛୁଟିରେ ଗଲେ ବେଗୁନିଆପଡ଼ାବ୍ଲକ ଯୋଗାଣ ସହାୟକ

ବେଗୁନିଆପଡା,୫।୪(ସୁଶାନ୍ତ କୁମାର ପଟ୍ଟନାୟକ): ଯୋଗାଣ ସହାୟକମାନଙ୍କ ଦାବିକୁ ସରକାର କର୍ଣ୍ଣପାତ କରୁ ନ ଥିବା ଅଭିଯୋଗରେ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ଶନିବାରଠାରୁ ବେଗୁନିଆପଡ଼ା ବ୍ଳକର ସମସ୍ତ…

2 years ago

ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଟ୍ରେନ୍‌ ଆଗକୁ ଡେଇଁଲେ ଯୁବକ 

ଖୋର୍ଦ୍ଧା,୫।୪(ପ୍ରଭାତ ପାଣିଗ୍ରାହୀ): ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ  ମୁଁ ଆଜି ସୁଇସାଇଡ୍‌ କରୁଛି। ଏମିତି ଏକ ଭିଡିଓ ସୋସିଆଲ ମିଡିଆରେ…

2 years ago

ନାବାଳିକାଙ୍କୁ ଅପହରଣ ପରେ କରିଥିଲେ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ, ୫।୪(ରାକେଶ କୁମାର ରାଉତ)-ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ…

2 years ago

କ୍ଷତିପୂରଣ ଦାବିରେ ୮ ଘଣ୍ଟା ଧରି ରାସ୍ତାରେ ବସିଛନ୍ତି ପରିବାର, ଥାନା ଘେରାଉ ପରେ ପୋଲିସକୁ ପଥର ମାଡ଼

ଥୁଆମୁଳ ରାମପୁର,୪।୪(ଦୁର୍ଗା କୀର୍ତ୍ତି): ଦୁର୍ଘଟଣାରେ ମୃତ୍ୟୁ ଘଟିବା ପରେ କ୍ଷତିପୂରଣ ଦାବିରେ ଥୁଆମୂଳ ରାମପୁର ଥାନା ଘେରିବା ସହ ରାସ୍ତା ଅବରୋଧ କରିଛନ୍ତି ପରିବାରଲୋକେ। ଶୁକ୍ରବାର ଅପରାହ୍ନ…

2 years ago