Tag Archives: Local News

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ କୁମାରଙ୍କ ପ୍ରସ୍ତାବକ୍ରମେ ସାଂସଦ ଆଞ୍ଚଳିକ ଉନ୍ନୟନ ପାଣ୍ଠି (MPLADS) ୨୦୨୫-୨୬ ଯୋଜନାରୁ ୧୦…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ – ୨୦୨୬ କାର୍ଯ୍ୟକ୍ରମ ଜାରି ରହିଛି। ଏହି ପ୍ରକ୍ରିୟା ଅଧୀନରେ ବୁଥ୍ ସ୍ତରୀୟ…

ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦) ଏକ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଛନ୍ତି। ମିଳିଥିବା ସୂଚନା ମୁତାବକ, କିଶୋର…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ ନେତା ଆଜାଦ ଓରଫ ଡନା କେଶବ ରାଓ। ଆଜି ଏକ ସ୍ୱତନ୍ତ୍ର କୋର୍ଟର…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି ଚାକିରିରୁ ବହିଷ୍କୃତ ହୋଇଥିବା ଜଣେ କନିଷ୍ଠ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ ସ୍ଥାନୀୟ ଅଞ୍ଚଳରେ…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର ପାଣିଗ୍ରାହୀ। ମଙ୍ଗଳବାର ଭୁବନେଶ୍ୱରସ୍ଥିତ ବିଧାନସଭା ଭବନରେ ଅନୁଷ୍ଠିତ ‘Committee on Papers Laid…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ ପିଏମ୍ ଜିସିଡି ହାଇସ୍କୁଲ ପଡ଼ିଆରେ ଆୟୋଜିତ ଜିଲାସ୍ତରୀୟ ଉତ୍ସବରେ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣୀ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ହାଇସ୍କୁଲ ମିନିଷ୍ଟାଡିୟମରେ ଦ୍ୱି-ଦିବସୀୟ ଫୁଟବଲ ଟୁର୍ନାମେଣ୍ଟ ଶନିବାର ଆନୁଷ୍ଠାନିକ ଭାବେ ଉଦଘାଟିତ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ ସଭାରେ ଅବସରପ୍ରାପ୍ତ କଲେଜ ଅଧ୍ୟକ୍ଷ କୃତିବାସ ବିଶ୍ୱାଳ ମୁଖ୍ୟ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ ପରିଣତ ହୋଇଛି। କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅକରୁଆ ପଞ୍ଚାୟତର ବଡ଼ସାହିଠାରୁ କେନ୍ଦୁଗୁଡ଼ାକୁ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର ସମସ୍ତ ସରକାରୀ ହେଡ଼କ୍ୱାଟର୍ସ କାର୍ଯ୍ୟାଳୟରେ ବିଭିନ୍ନ ଅଧିକାରୀମାନେ ଜାତୀୟ ପତାକା ଉତ୍ତୋଳନ କରିବା…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳର ୭୫ ବର୍ଷୀୟ ନୀଳକଣ୍ଠ ଦାସ। ସୂଚନା ଅନୁସାରେ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?