ଜୁନାଗଡ଼ ରୋଡ୍ରୁ ହାଓ୍ବଡା ଇସ୍ପାତ ଏକ୍ସପ୍ରେସ୍ର ଶୁଭାରମ୍ଭ କଲେ ଏମ୍ପି: ୨୨ରୁ ଗଡ଼ିବ ଟ୍ରେନ୍…
ଜୁନାଗଡ଼,୧୯।୨(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ)- ପଶ୍ଚିମ ଓଡ଼ିଶାରେ ରେଳ ସଂଯୋଗକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ହାଓ୍ବଡା-ଟିଟଲାଗଡ଼-ହାଓଡ଼ା ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ୍ ପର୍ଯ୍ୟନ୍ତ ସମ୍ପ୍ରସାରିତ ହୋଇଛି। ଏହି ସମ୍ପ୍ରସାରଣ ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲାର ଜନସାଧାରଣଙ୍କ…
ବାଇକ୍ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…
ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ କଟକ ଜିଲା ଟାଙ୍ଗୀ ଗ୍ରାମର…
ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ
ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର ପୂର୍ବରୁ ଏନ୍ଏସି ଯୁବ ସଭାପତି ଥିଲେ। ଏହାପରେ ଏବେ ଯୁବ ଓ ଛାତ୍ର…
ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ
ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି। ଗଞ୍ଜାମ ଜିଲା(ପୂର୍ବ) କଂଗ୍ରେସ କମିଟି ସଭାପତି ରଶ୍ମି ରଞ୍ଜନ ପଟ୍ଟନାୟକଙ୍କ ସୁପାରିଶ କ୍ରମେ…
ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF
ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି କରିବା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।…
ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…
ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି ପଡ଼ିଥିବା ଜଣାପଡିଛି । ଖବର ପାଇ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତି, ରେଞ୍ଜର…
ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ
ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ ତ୍ରିପାଠୀ ଓ ସୁବାଷ ସେଠୀଙ୍କ ଟିମ୍ ବାଜିମାତ ମାରିଛନ୍ତି। ଅଭିମନ୍ୟୁ ଜାଲିଙ୍କୁ ହରାଇ…
ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି
ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ ଆଦିବାସୀ ସଂପ୍ରଦାୟ ଅନ୍ଧାରରେ ରହୁଛନ୍ତି । ଗାଁରେ ଭୁତ ବୁଲିଛି କହି ରାୟଗଡା…
ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…
ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍ଭାବନା…
ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…
ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ଉକ୍ତ ସ୍ଥାନରେ ଏକ ପାଠାଗାର କିମ୍ବା ସର୍ବସାଧାରଣଙ୍କ ସୁବିଧାରେ…
ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…
ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗୀର ଟାଉନ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୨…
ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…
କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା ଲଗାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ …
Archives


