ସରକାରୀ ଜମିରେ ବେଆଇନ ଭାବେ ଗୃହ ନିର୍ମାଣ, ମୋହନା ତହସିଲ କାର୍ଯ୍ୟାଳୟକୁ ଘେରିଲେ ପଞ୍ଚାୟତବାସୀ
ମୋହନା,୨୦।୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ କର୍ଚ୍ଚବାଡି ଗ୍ରାମ ପଞ୍ଚାୟତର ଶୁଖିଲା ଆମ୍ବ ଛକରେ ଜୋର୍ ଜବରଦସ୍ତ ଭାବେ ବାସଗୃହ ନିର୍ମାଣକୁ ନେଇ ମୋହନା ତହସିଲଦାରଙ୍କୁ ଘେରାଉ କରାଯାଇଛି। ମଙ୍ଗଳବାର ଦିନ ୧୨ଟା ସମୟରେ ମୋହନା ବ୍ଲକ ଅନ୍ତର୍ଗତ କର୍ଚ୍ଚବାଡି…
ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲା ଏଆଇଟିୟୁସି ଓ ଏଆଇୟୁଟିୟୁସି
ବଲାଙ୍ଗୀର,୨୦।୫(ସୁନିଲ ମହାନ୍ତି): ୧୦ଟି କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ଓ ସ୍ବାଧୀନ ଫେଡେରେଶନ ଆହ୍ବାନରେ ଦେଶ ବ୍ୟାପି ବିକ୍ଷୋଭ କରାଯାଉଛି। ଏହି ଅବସରରେ ମଙ୍ଗଳବାର ଏଆଇଟିୟୁସି ଓ ଏଆଇୟୁଟିୟୁସି ବଲାଙ୍ଗୀର ଜିଲା ପକ୍ଷରୁ କୋଶଳ କଳା ମଣ୍ଡଳ ପଡିଆରୁ ଏକ ରାଲି ବାହାରି…
ଆମେରିକା ଯିବ ବ୍ରହ୍ମପୁରର ମସଲା ଏବଂ ଇଥାନଲ ନମୁନା
ବ୍ରହ୍ମପୁର,୨୦ା୫(ଅଶୋକ କୁମାର ସାହୁ): ଆସନ୍ତା ୨୯ ତାରିଖରେ ଆମେରିକାର ଡଲାସ ସହରରେ ଅନ୍ତର୍ଜାତୀୟ ଜୁନିକର୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସେଠାରେ ଗଞ୍ଜାମ ଜିଲା ବ୍ରହ୍ମପୁର ମେଡିକାଲ କ୍ୟାମ୍ପସ ସରକାରୀ ଉଚ୍ଚ ବିଦ୍ୟାଳୟର ୩ ଛାତ୍ର ଯୋଗଦେଇ ନିଜ ଔଦ୍ୟୋଗିକ ପ୍ରତିଭା ପ୍ରଦର୍ଶନ…
ଭଞ୍ଜନଗରରେ ତ୍ରିରଙ୍ଗା ଶୋଭାଯାତ୍ରା,ସାମିଲ ହେଲେ ସବୁ ବର୍ଗର ଲୋକେ
ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଗୁରୁବାର ଭାରତୀୟ ଯବାନଙ୍କ ପରାକ୍ରମକୁ ଦର୍ଶାଇ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଉଁଶଲୁଣ୍ଡି ବାଇପାସ ଛକରୁ ବାଇକ ଶୋଭାଯାତ୍ରା ବାହାରି ଭଞ୍ଜନଗର ସହର ପରିକ୍ରମା କରିବା ପରେ…
ସହି ପାରିଲେନି ସ୍ତ୍ରୀଙ୍କ ମୃତ୍ୟୁ, ଜଳଖିଆରେ ପୁଅ ଝିଅଙ୍କୁ ବିଷ ଦେଇ ଆତ୍ମହତ୍ୟା କଲେ ବାପା
ଗଜପତି,୧୪ା୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ଓଡିଆ ପାରଳା ସାହିରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅଝିଅଙ୍କୁ ବିଷ ଦେଇ ବାପା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ୮ ବର୍ଷୀୟ ପୁଅ ବିଜୟାନନ୍ଦଙ୍କ ପାରଳାଖେମୁଣ୍ଡି ମେଡିକାଲରେ ଓ ୧୨ବର୍ଷୀୟା ଝିଅ ପ୍ରିୟଦର୍ଶିନୀ…
ଦାରୁଦିଅଁଙ୍କୁ ଅସମ୍ମାନ: ବୈତରଣୀ ନଦୀକୂଳରେ ପକାଇ ପଳାଇଲେ
ପାଟଣା,୧୪ା୫(ବୀରକିଶୋର ଦାଶ): ପୁଣି ଦାରୁଦିଅଁଙ୍କୁ ଅସମ୍ମାନ କରାଯାଇଛି। ଜଗତର ନାଥ ଜଗନ୍ନାଥଙ୍କୁ ଅଲୋଡ଼ାଭାବେ ନଦୀକୂଳରେ ପକାଇ ଦିଆଯାଇଛି। ଏଭଳି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗା ପଞ୍ଚାୟତ ତ୍ରିବିନ୍ଧା ବୈତରଣୀ ନଦୀକୂଳରେ ଦେଖିବାକୁ ମିଳିଛି। ବୁଧବାର ସକାଳେ ଅଞ୍ଚଳର…
ଛାତିରେ ଯନ୍ତ୍ରଣା ହେଉଥିଲା, ଡାକ୍ତରଖାନା ବଦଳରେ ଗୁଣି ଗାରେଡିକୁ ଭରସା; ଗର୍ଭସ୍ଥ ଶିଶୁ ସହ ମହିଳା ମୃତ
ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ ଉପାନ୍ତ ଅଞ୍ଚଳ ରୁଢ଼ଇପଡା ଗ୍ରାମର ରଞ୍ଜନ ବେଣ୍ଟ କାରଙ୍କ ସ୍ତ୍ରୀ ଭବାନୀ ନାଏକ (୨୦)ଙ୍କର ମଙ୍ଗଳବାର ସାରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଡାକ୍ତର…
ଜଙ୍ଗଲରେ ପ୍ରସ୍ତୁତ ହେଉଥିଲା ଦେଶୀ ମଦ: ଅତର୍କିତ ଚଢ଼ାଉ କରି ମଦ ପୋଚ୍ ଜବତ, ୪ଜଣଙ୍କ ନାମରେ ମାମଲା
ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ପ୍ରସ୍ତୁତ ହେଉଥିଲା ଅପମିଶ୍ରିତ ଦେଶୀ ମଦ। ପାଟ୍ରୋଲିଂ କରୁଥିବା ବେଳେ ଅତର୍କିତ ଚଢ଼ାଉ କରିଥିଲା ଦିଗପହଣ୍ଡି ପୋଲିସ। ଘଟଣାରେ ୮ ଶହ ଲିଟର ମହୁଆ ପୋଚ ଜବତ ହୋଇଥିବା ବେଳେ ୪ଜଣଙ୍କ ନାମରେ ମାମଲା ରୁଜୁ ହୋଇଛି।…
ପୁରୁଷୋତ୍ତମପୁରରେ ରାସ୍ତା ନିର୍ମାଣକୁ ନେଇ ଦୁଇ ବିଭାଗ ମଧ୍ୟରେ ରହୁନି ତାଳମେଳ,ଲୋକେ ହନ୍ତସନ୍ତ
ପୁରୁଷୋତ୍ତମପୁର,୧୪।୫ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିରେ ପୂର୍ତ୍ତବିଭାଗ (ପିଡବ୍ଲୁଡି) ଓ ଜନସ୍ବାସ୍ଥ୍ୟ ବିଭାଗ(ପିଏଚ୍ଡି) ମଧ୍ୟରେ ସାମଞ୍ଜସ୍ୟ ଅଭାବରୁ ଏକପ୍ରକାରର ବିବାଦୀୟ ପରିସ୍ଥିତି ଉପୁଜିଛି। ଫଳରେ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ଦୀର୍ଘଦିନ ଧରି ସହର ମଧ୍ୟଦେଇ କବିସୂର୍ଯ୍ୟନଗର-ହୁମ୍ମାକୁ ସଂଯୋଗ କରୁଥିବା…
ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଲୋକକଳା ସ୍ଥାନିତ, ଖୁସିବ୍ୟକ୍ତ କରୁଛନ୍ତି ଭକ୍ତ
ଗଞ୍ଜାମ,୬।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପାଳିବନ୍ଧ ଗ୍ରାମରେ ମା’ ବୁଢ଼ୀ ଠାକୁରାଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଚାଲିଛି । ଏହି ଉପଲକ୍ଷେ ମଙ୍ଗଳବାର ଋଷୁକୂଲ୍ୟା ନଦୀ ଘାଟରେ ପହଞ୍ଚି ମା’ ଗଙ୍ଗାଦେବୀଙ୍କୁ ପୂଜାର୍ଚ୍ଚନା କରିବା ପରେ…
କାଲି ୪ଟାରେ ଓଡ଼ିଶାର ଏସବୁ ସ୍ଥାନରେ ବାଜିବ ସାଇରନ୍, ଜାଣନ୍ତୁ କ’ଣ କହିଲେ ଅଗ୍ନିଶମ ଡିଜି?
ଭୁବନେଶ୍ୱର,୬।୫: ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବାଆତଙ୍କବାଦୀ ଆକ୍ରମଣ ପରଠାରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ପହଲଗାମ ଆକ୍ରମଣର ପ୍ରତିଶୋଧ ନିଶ୍ଚିତ ଭାବରେ ନିଆଯିବ। ଏହି ପରିପ୍ରେକ୍ଷୀରେ ମେ’ ୭ରେ ଦେଶର…
ବିଷାକ୍ତ ବଣ ଛତୁ ଖାଇ ଅଚେତ ହୋଇଗଲେ, ଜଣେ ଗୁରୁତର
ମୋହନା,୫।୫(ମନ୍ମଥ ମିଶ୍ର): ବିଷାକ୍ତ ଛତୁ ଖାଇ ଜଣେ ଗୁରୁତର। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜ଼ିଲା ଅଡବା ଥାନା ପାଣିଗଣ୍ଡା ଗ୍ରାମରେ। ସୂଚନାନୁଯାୟୀ, ସୋମବାର ସକାଳ ୧୦ଟାରେ ପାଣିଗଣ୍ଡା ଗ୍ରାମର ସୁବାସ ଦଣ୍ଡସେନା ଜଙ୍ଗଲକୁ ଯାଇ ଛତୁ ଆଣି…

