Tag Archives: Local News

ବୁଦାମୂଳେ ପଡ଼ିଛି ମଲା ଗୋରୁର କଟାଗୋଡ଼

ଭଞ୍ଜନଗର,୨୯ା୪(ବାବୁଲା ପ୍ରଧାନ): ତାରସିଂ ଥାନା ଅନ୍ତର୍ଗତ ବଦାଙ୍ଗୀରେ ସୋମବାର ଏକ ମଲା ଗୋରୁର କଟାଗୋଡ଼ ବୁଦାମୂଳେ ପକାଇ ଅନ୍ୟ ଅଂଶକୁ କିଏ ନେଇଯାଇଥିବାରୁ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ମଲା ଗୋରୁଟିକୁ କେହି ଖାଇବା ଉଦ୍ଦେଶ୍ୟରେ ନେଇଥିବା ଆଶଂକା କରାଯାଉଛି। ଏହି…

୧ରୁ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା, ରାମେଶ୍ୱର ଘାଟରୁ ଆସିଲା ପାଣିଭାର

ଗଞ୍ଜାମ,୨୯।୪(ବିଦ୍ୟାଧର ସାହୁ): ଆସନ୍ତା ୧ରୁ ଆରମ୍ଭ ହେବ ମା’ ଶୀତଳା ଠାକୁରାଣୀଙ୍କ ଯାତ୍ରା l ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଲାଣି ସମଗ୍ର କାଇଁଚପୁର ଅଞ୍ଚଳ l ଏକ ମାସ ପୂର୍ବରୁ ଏହାର ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି l ପୂର୍ବରୁ ଗ୍ରାମର…

ବାହାଘରରେ ଯୋଗ ଦେବାକୁ ଯାଉଥିଲେ, ହାଇଓ୍ବା ସହ ଧକ୍କାରେ ଚାଲିଗଲା ୪ ବର୍ଷ ପୁଅର ଜୀବନ; ମା’ବାପାଙ୍କ ସହ ୩ ଗୁରୁତର

ବଲାଙ୍ଗୀର,୨୭।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼-ଘସିଆନ-ଲରମ୍ଭା ରାସ୍ତାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇଓ୍ବାକୁ ପଛପଟୁ ଏକ ବାଇକ ଧକ୍କା ଦେବା ଫଳରେ ବାଇକରେ ବସିଥିବା ଜଣେ ବାଳକଙ୍କ ମୃତ୍ୟୁ ହୋଇଛି। ମୃତ ବାଳକ ହେଉଛନ୍ତି…

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ ଶତ୍ରୁତାରୁ ସେମାନଙ୍କୁ ପିଟିପିଟି ହତ୍ୟା କରିବା ପରେ ଜାଳି ଦେବାକୁ ଚେଷ୍ଟା କରାଯାଇଥିବା…

ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୋରୁ ମୃତ

ଧୂଷୁରୀ, ୨୭।୪( ଦୀପ୍ତି ରଞ୍ଜନ ନାୟକ ): ଭଦ୍ରକ ଜିଲାର ଧୂଷୁରୀ ଥାନା ଅଧୀନ ଅସୁରାଳିଠାରେ ଶନିବାର ଭୋର ୪ଟାରେ ଗୋରୁ ବୋଝେଇ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଉକ୍ତ ଭ୍ୟାନରେ ପ୍ରାୟ ୪୦ ଗୋରୁ ଥିଲାବେଳେ…

ଖଣି ଖନନ ଯୋଜନା ବିରୋଧରେ ବିଜାଲି ଗ୍ରାମରେ ପ୍ରତିବାଦ ସଭା: ଜିଲା ପ୍ରଶାସନ, ବ୍ଲକ ପ୍ରଶାସନକୁ ଟାର୍ଗେଟ୍‌

ଦାରିଙ୍ଗବାଡ଼ି,୨୬ା୪ (ଅରୁଣ ସାହୁ): ଆମକୁ ଖଣି ନୁହଁ ଜଳ, ଜଙ୍ଗଲ ଓ ପରିବେଶ ଦରକାର, ଆମ ପାଇଁ ଜୀବନ ଓ ଜୀବିକା ମୂଲ୍ୟବାନ। ଏଠି ଖଣି ଖନନ ହେଲେ କେବଳ ବିଜାଲି ନୁହେଁ, ସାରା ହାତୀମୁଣ୍ଡା ଗ୍ରାମ ପଞ୍ଚାୟତ ସମେତ ପଡୋଶୀ…

ପୁଷ୍ପାଳନ ସେବକଙ୍କୁ ଚେତାବନୀ: ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ହେବେ ବାସନ୍ଦ

ପୁରୀ,୨୬।୪: ସୁଆର ମହାସୁଆର ପରେ ପୁଷ୍ପାଳକ ସେବକଙ୍କୁ ମିଳିଛି ବାସନ୍ଦ ଚେତାବନୀ। ଦୀଘା ଜଗନ୍ନାଥ ମନ୍ଦିର ଆରତୀ, ପୂଜାରେ ଯୋଗଦେଲେ ସେମାନଙ୍କୁ ନିଯୋଗ ବିରୋଧୀ କାର୍ଯ୍ୟ ଅଭିହିତ କରାଯାଇ ବାସନ୍ଦ କରାଯିବ। ଏନେଇ ଶ୍ରୀମନ୍ଦିର ପୁଷ୍ପାଳକ ନିଯୋଗ ସଂପାଦକଙ୍କ ଦସ୍ତଖତରେ ନିର୍ଦ୍ଦେଶ…

କାମୁଡ଼ିଦେଲା ପୋଷା କୁକୁର, ଦୁଇ ପରିବାର ଭିତରେ ମାର୍‌ପିଟ୍‌ ହୋଇ ୫ ଆହତ

ଖଲ୍ଲିକୋଟ,୨୫।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଓଡ଼ିଆ ଆଲପୁର ଗ୍ରାମରେ ପୋଷା କୁକୁର କାମୁଡିବାକୁ ନେଇ ଦୁଇ ପରିବାର ମଧ୍ୟରେ ମାରପିଟ ହୋଇ ଉଭୟ ପରିବାର ର ୫ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା…

ସାଙ୍ଗ ହୋଇ ଖେଳୁଥିଲେ, ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ବାସୁଦେବପୁର,୨୪।୪ (କାଳିପଦ ରାୟ): ପୋଖରୀରେ ବୁଡ଼ିଗଲେ ଦୁଇଭଉଣୀ। ଉଦ୍ଧାର କରାଯାଇ ମେଡିକାଲ ଅଣାଯାଇଥିଲେ ହେଁ ବଞ୍ଚାଯାଇପାରି ନ ଥିଲା। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦମଳ ଦିହ ସାହିରେ ଏଭଳି ଅଭାନୀୟ ଘଟଣା ଦେଖିବାକୁ ମିଳିଛି। ମୃତକଦ୍ୱୟ…

ଏମିତି ବି ଆସେ ମୃତ୍ୟୁ! ମା’ ବିଦ୍ୟୁତ ସଂସ୍ପର୍ଶରେ ଆସିବା ଦେଖି ଧାଇଁ ଯାଇଥିଲେ ପୁଅ, ଏକାଠି ଚାଲିଗଲା ଦୁହିଁଙ୍କ ଜୀବନ

ଭବାନୀପାଟଣା,୨୨।୪( ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌.ରାମପୁର ଥାନା ଅନ୍ତର୍ଗତ ସାଇ ଦଲଙ୍ଗା ଗ୍ରାମ ପଞ୍ଚାୟତର ଟୁର୍ଚି (ଡଙ୍ଗର ପଡ଼ା)ରୁ ମଙ୍ଗଳବାର ସକାଳୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ ଆଘାତରେ ଜଣେ ମା’ପୁଅ ଙ୍କ ଏକାଠି ମୃତ୍ୟୁ…

କଟକରେ ଭୟଙ୍କର ଦୁର୍ଘଟଣା: ପିସିଆର୍‌ ଭ୍ୟାନ୍‌କୁ ଚାପିଦେଲା ହାଇଓ୍ବା, ଚାଲିଗଲା ୨ ପୋଲିସ କର୍ମଚାରୀଙ୍କ ଜୀବନ

କଟକ ସଦର,୨୨।୪(ସୁଶାନ୍ତ କୁମାର ଜେନା): କଟକ-ପରାଦୀପ ରାସ୍ତାର ଗତିରାଉତପାଟଣାରେ ମଙ୍ଗଳବାର ଭୋର୍‌ ସମୟରେ ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍‌ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ହାଇଓ୍ବା ଓଲଟି…

କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ

ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪ ରୁ ୫ ଜଣ ନେତା ଦଳକୁ ବୁଡ଼ାଇଦେବେ ବୋଲି ସେ କହିଛନ୍ତି। ଅମରେଶ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?