Tag Archives: Local News

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର ଧାନ ଚାଷ ପାଇଁ ସାର କିଣାରେ ଶୋଷଣର ସମ୍ମୁଖୀନ ହେବାକୁ ପଡୁଛି ବୋଲି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ବାଇକ ଆରୋହୀଙ୍କ ନାମ ମଳୟ ଚଲାନ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨ ଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧ ମସିହାର ଏକ ଲାଞ୍ଚ ମାମଲାରେ ମଙ୍ଗଳବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ ଲୋକେ ନାନାଦି ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଦୁର୍ଘଟଣାରେ ଜୀବନ ଯାଉଛି। ଏହି…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି କ୍ଷେତ୍ରରେ କିଭଳି ଉତ୍ପାଦନ ବୃଦ୍ଧି ପାଇବ ସେ ଉପରେ ଆଲୋଚନା ହୋଇଥିଲା। ବୈଜ୍ଞାନିକ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ ସେବା ଏବେବି ସ୍ବପ୍ନରେ ରହିଯାଇଛି । ଅନ୍ୟପଟେ ୧୩୦ ବର୍ଷ ବିତି ଯାଇଥିଲେ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ଘଟଣାରେ ସମ୍ପୃକ୍ତ ପଦ୍ମ ନାୟକଙ୍କୁ ତଦନ୍ତକାରୀ ଅଧିକାରୀ ଦିଗପହଣ୍ଡି ଥାନା…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦୀର୍ଘ ୧୩ ଦିନ ଧରି ବ୍ରହ୍ମପୁର  MKCG ମେଡିକାଲରେ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା ଡିଷ୍ଟ୍ରିକ୍ଟ ଆଣ୍ଡ ସେଶନ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।  ତାଙ୍କର ଜାମିନ ଆବେଦନ ନଂ…

୪୫ତମ ବାର୍ଷିକ ଉତ୍ସବ ପାଳିଲା କେସିଙ୍ଗା ମହାବିଦ୍ୟାଳୟ, ଛାତ୍ରୀଛାତ୍ରମାନଙ୍କୁ କର୍ମଯୋଗୀ ହେବାକୁ…

କେସିଙ୍ଗା, ୧୫।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ୪୫ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ଶନିବାର ଅନୁଷ୍ଠିତ ଏହି ଉତ୍ସବରେ ଅଧ୍ୟକ୍ଷ ସୁଶାନ୍ତ କୁମାର ପାଢ଼ୀ ସଭାପତିତ୍ୱ କରି ମହାବିଦ୍ୟାଳୟର ସାମଗ୍ରିକ ବିକାଶ ସନ୍ତୋଷଜନକ ବୋଲି କହିଥିବାବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri