ଆଗାମୀ ୫ ଦିନ ବର୍ଷା, ବଜ୍ରପାତ ଭୟ; ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର,୧ା୮(ଅନୁରାଧା ମହାରଣା)- ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବର୍ଷା ଜାରି ରହିଛି। ଶୁକ୍ରବାର ପୁରୀରେ ସର୍ବାଧିକ ୨୭.୧ ମିମି ଓ ଭବାନୀପାଟଣାରେ ୧୪.୮ ମିମି ବର୍ଷା ହୋଇଛି। ଏହାବ୍ୟତୀତ ରାଜ୍ୟର କାଁଭାଁ କିଛି ଅଞ୍ଚଳରେ ବର୍ଷା ହୋଇଛି। ତେବେ ଆଞ୍ଚଳିକ...
‘ଆମ ପରି ଦୁଃଖ ଆଉ କିଏ ନ ଭୋଗୁ’; ବିଡେକାରେ ଆରମ୍ଭ ହେଲା…
ଭଞ୍ଜନଗର,୧।୮(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଜଳ ସେଚନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା)ରେ ଶୁକ୍ରବାର ମୃତଦେହ ସଂରକ୍ଷଣ ବ୍ୟବସ୍ଥାର ଶୁଭାରମ୍ଭ ହୋଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ...
ଅଙ୍ଗନଓ୍ବାଡି କର୍ମୀଙ୍କ ଘର ଆଗରେ ଉଲଗ୍ନ ହୋଇ ଅସଦାଚରଣ ସହ ହତ୍ୟା ଧମକ, ଦିଗପହଣ୍ଡି ଥାନାରେ…
ଦିଗପହଣ୍ଡି,୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରେ ସ୍ବାମୀଙ୍କ ଅନୁପସ୍ଥିତିରେ ଜଣେ ଅଙ୍ଗନୱାଡ଼ି କର୍ମୀଙ୍କୁ ଗ୍ରାମର ସନ୍ତୋଷ କୁମାର ବିଷୋୟୀ ଅସଦାଚରଣ କରିବା ସହ ହତ୍ୟା ଧମକ ଦେଇଥିବା ଅଭିଯୋଗ ହୋଇଛି। ଅଙ୍ଗନୱାଡ଼ି କର୍ମୀଙ୍କ...
ଦିଗପହଣ୍ଡିରେ ଶ୍ରୀ ଶ୍ରୀ ବଡ ମା’ଙ୍କ ଜନ୍ମ ମହୋତ୍ସବ ଅନୁଷ୍ଠିତ
ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ପରମ ପ୍ରେମମୟ ଠାକୁର ଶ୍ରୀ ଅନୁକୂଳ ଚନ୍ଦ୍ରଙ୍କ ସହଧର୍ମଣି ଶ୍ରୀ ଶ୍ରୀ ବଡ ମା’ଙ୍କ ୧୩୨ ତମ ଜନ୍ମ ମହୋତ୍ସବ ବୁଧବାର ଦିଗପହଣ୍ଡି ସତସଙ୍ଗ କେନ୍ଦ୍ରଠାରେ ଅନୁଷ୍ଠିତ ହୋଇଯାଇଛି। ସହ ପ୍ରତିଋତ୍ୱିକ ବୃନ୍ଦାବନ ପ୍ରଧାନଙ୍କ ପୌରହିତ୍ୟରେ...
ଦିଗପହଣ୍ଡିରେ ଉଦ୍ଘାଟିତ ହେଲା ନୂଆ ଦେୱାନି କୋର୍ଟ
ଦିଗପହଣ୍ଡି,୨୯।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ନୂଆ ଦେୱାନି କୋର୍ଟ(ସିଭିଲ ଜଜ ସିନିୟର୍ ଡିଭିଜନ) ମଙ୍ଗଳବାର ଉଦ୍ଘାଟିତ ହୋଇଛି। ସ୍ଥାନୀୟ ପୁରୁଣା କୋର୍ଟ ପରିସରରେ ଥିବା ଅସ୍ଥାୟୀ କୋଠାରେ ଏହି କୋର୍ଟ କାର୍ଯ୍ୟ କରିବ। ଓଡିଶା ହାଇକୋର୍ଟ...
ପ୍ରେମିକା ମା’ଙ୍କଠାରୁ ମାଡ଼ ଖାଇବା ପରଠାରୁ ନିଖୋଜ ଥିଲେ ନାବାଳକ, ଗଛରୁ ଝୁଲନ୍ତା ମୃତଦେହ ଠାବ, ଘରଲୋକେ…
ଥୁଆମୂଳ ରାମପୁର,୨୬।୭(ଦୁର୍ଗା କୀର୍ତ୍ତି): ପ୍ରେମିକାଙ୍କ ସହ ଗପୁଥିଲେ। ହଠାତ ସେଠାରେ ତାଙ୍କ ମା’ ପହଞ୍ଚିବା ପରେ ନାବାଳକଙ୍କୁ ମାରପିଟ ସହ ଗାଳିଗୁଲଜ କରିଥିଲେ। ଏହାପରଠାରୁ ନାବାଳକଜଣଙ୍କ ନିଖୋଜ ହୋଇଯାଇଥିଲେ। ଘର ଲୋକେ ଥାନାରେ ଆଶ୍ରା ନେବା ପରେ ଶନିବାର ତାଙ୍କ...
ବିନା ଦରଖାସ୍ତରେ ଛୁଟିରେ ଥିଲେ, ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷୟିତ୍ରୀ
ଗୋପାଳପୁର,୨୬।୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧୀନସ୍ଥ ବିକ୍ରମପୁର ଗ୍ରାମଠାରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀଙ୍କୁ ରଙ୍ଗେଈଲୁଣ୍ଡା ବିଇଓ ଚାକିରି ରୁ ନିଲମ୍ବିତ କରାଯାଇଛି ନେଇ ସୂଚନା ମିଳିଛି। ପ୍ରଧାନଶିକ୍ଷୟିତ୍ରୀ ଜଣଙ୍କ ହେଲେ ଦମୟନ୍ତୀ କହଁର ବୋଲି...
ବରଗଡ଼ ପୋଲିସର ବଡ଼ ଆକ୍ସନ: ୧୯୭୦ ବୋତଲ କଫ ସିରପ ସହ ନିଶାବଟିକା ଜବତ, ୩ଜଣଙ୍କୁ ବାନ୍ଧିଲା…
ବରଗଡ଼, ୨୬।୭(ପ୍ରେମାନନ୍ଦ ଖମାରୀ) – ବରଗଡ଼ ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର କରିଛି। ଶନିବାର ସକାଳେ ବରଗଡ଼ ଟାଉନ ଥାନା ପୋଲିସ ବରଗଡ଼ ସହରରୁ ୧୯୭୦ ବୋତଲ କଫ ସିରପ ଏବଂ ୧ହଜାର ନିଶା ବଟିକା ଜବତ...
ଗୋପାଳପୁର କଂଗ୍ରେସ ପକ୍ଷରୁ ବିକ୍ଷୋଭ, କୁଶପୁତ୍ତଳିକା ଦାହ
ଗୋପାଳପୁର,୨୫।୭(ନବୀନ ରାଜ ଆଚାରୀ): କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଦେଶଦ୍ରୋହୀ ଓ କଂଗ୍ରେସ ଦଳକୁ ବଳତ୍କାରୀ ଦଳ ବୋଲି ବିବୃତି ଦେଇଥିବା ରାଜ୍ୟ ଭାଜପା ଯୁବମୋର୍ଚ୍ଚାର ଅଭିଳାଷ ପଣ୍ଡାଙ୍କୁ ଗିରଫ କରିବା ଦାବି ଜୋର...
ଜମିବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ଘଟଣା: ପୋଲିସର ଏକତରଫା ଗିରଫଦାରୀକୁ ଚାଷୀ ମୁଲିଆ ସୁରକ୍ଷା ସମିତିର ବିରୋଧ
ଦାରିଙ୍ଗବାଡି, ୨୪।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ରାମ୍ବୁଲି ଏବଂ ମିଞ୍ଜାପାଙ୍କା ଗ୍ରାମବାସୀଙ୍କ ମଧ୍ୟରେ ଜମିବାଡ଼ିକୁ କେନ୍ଦ୍ର କରି ଉଭୟ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଏଥିରେ ଉଭୟ ଗୋଷ୍ଠୀ ପକ୍ଷରୁ ଆହତ...
ପରିତ୍ୟକ୍ତ ଅବସ୍ଥାରେ ଅଧାପନ୍ତରିଆ ଅଙ୍ଗନୱାଡି କେନ୍ଦ୍ର, ଛୋଟ ଶିଶୁମାନେ…
ବୁଗୁଡ଼ା,୨୪ା୭(କାଳିଚରଣ ଦାଶ)-ବୁଗୁଡ଼ା ଏନଏସି ଅନ୍ତର୍ଗତ ୫ନଂ ୱାର୍ଡରେ ଜନସଂଖ୍ୟା ଅନୁସାରେ ଅଙ୍ଗନୱାଡି କେନ୍ଦ୍ର ନାହିଁ। ଏଠାରେ ମାତ୍ର ଗୋଟିଏ ରହିଛି। ଏହି କେନ୍ଦ୍ରଟି ଅସଂପୂର୍ଣ୍ଣ ଥିବାରୁ କେନ୍ଦ୍ର ୬ନଂ ୱାର୍ଡରେ ଚାଲୁଛି। ୫ ନଂ. ୱାର୍ଡରେ ଅଙ୍ଗନୱାଡି କେନ୍ଦ୍ର ପାଇଁ...
ବୁଗୁଡ଼ାରେ ଚାଲିଥିଲା ଚୋରା ମଦ କାରବାର: ଚଢାଉରେ ୫ହଜାର ଲିଟର ପୋଚ, ୨ଶହ ଲିଟର ଦେଶୀମଦ ଜବତ
ବୁଗୁଡା,୨୪ା୭(କାଳିଚରଣ ଦାଶ): ବୁଗୁଡ଼ା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ଓ ପୋଲିସର ମିଳିତ ଚଢ଼ାଉ କରାଯାଇ ପ୍ରଚୁର ପରିମାଣର ପୋଚ ଓ ଦେଶୀମଦ ସହ ପ୍ରସ୍ତୁତିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ଜବତ କରାଯାଇଥିବା ଜଣାପଡ଼ିଛିି। ପ୍ରକାଶ ଯେ, ବୁଗୁଡ଼ା ଅଞ୍ଚଳରେ...
Archives


