Tag Archives: Local News

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ ଆର.ଆଇ. ସର୍କଲର ଧାନଘର ଗ୍ରାମରେ ଏକ ବ୍ୟତିକ୍ରମ ଘଟଣା ସାମ୍ନାକୁ ଆସିଛି। ଗ୍ରାମର…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ଜନଶୁଣାଣି ସମୟରେ ବଡ଼ଡୁମ୍ବୁଳା ପଞ୍ଚାୟତର କ୍ଷେତପୋଖରୀ ନିର୍ମାଣରେ…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର ବିଳମ୍ବିତ ରାତିରେ ସିରିଜ୍ ଚୋରି ହୋଇଥିବା ଜଣାପଡ଼ିଛି। ଗୋଟିଏ ରାତିରେ ଏଭଳି ଏକାଧିକ…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ ଗ୍ରାମକୁ ଫେରାଇ ଆଣିବା ପାଇଁ ଲକ୍ଷାଧିକ ଟଙ୍କା ଆବଶ୍ୟକ ହେଉଥିବାରୁ ଅର୍ଥାଭାବ ବାଧକ…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ ଜଣେ ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ,…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା ପ୍ରଚଳନ ଦାବିରେ ବରଗଡ଼ ଏମପି ପ୍ରଦୀପ ପୁରୋହିତ ଗୁରୁବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ ଚାଲାଣ ବିରୋଧରେ ଏକ ବଡ଼ଧରଣର ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ୟ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି ମାସର ବ୍ୟବଧାନ ପରେ ପୁଣିଥରେ ଏହି ଅଞ୍ଚଳରେ ହାତୀ ଆତଙ୍କ ବ୍ୟାପିଯାଇଥିବାରୁ ସାଧାରଣରେ…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ ସାଜିଛି ‘ବିନ୍ଦୁମିନା ସେବା ଫାଉଣ୍ଡେଶନ’। ବ୍ଲକରେ କ୍ରମାଗତ ଦୁଇ ଦିନ ଧରି ଯଥାକ୍ରମେ…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର ନାଁ ନେଉନାହିଁ। ଏବର୍ଷର ବନ୍ୟାରେ ବ୍ଲକର ୪୦ଟି ଗ୍ରାମର ୩୧ ହଜାରରୁ ଉର୍ଦ୍ଧ୍ୱ…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମହାନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ…

ସାନ ମାଈଁ-ଭଣଜାଙ୍କ ପ୍ରେମ ସମ୍ପର୍କ ଧରାପଡ଼ିବାରୁ ଡବର୍ଲ ମର୍ଡର, ଦୋଷୀଙ୍କୁ ଆଜୀବନ କାରାଦଣ୍ଡରେ…

ବ୍ରହ୍ମପୁର,୨୯ା୭(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଜରଡ଼ା ଥାନା ଅଞ୍ଚଳରେ ୨୦୨୪ରେ ମା’ ଓ ୭ ବର୍ଷୀୟ ପୁଅଙ୍କୁ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। ଓପିଆଇଡି କୋର୍ଟ ଜଜ୍‌ ସଙ୍ଗୀତା ପାଣି ଏହି ମାମଲାର ୨ ଅଭିଯୁକ୍ତ ତଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?