Tag Archives: Local News

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସାଧାରଣ ଲୋକଙ୍କ ପାଇଁ ‘ମରଣଯନ୍ତା’ ପାଲଟିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ ଉପରେ ଥିବା…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର ଟାଣୁଆ ଯୁବ ନେତା ସୁରେଶ ରେଡ୍ଡିଙ୍କୁ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି ରାୟଗଡ଼ା ସ୍ଥିତ ସିଆରପିଏଫ ଚତୁର୍ଥ ବାଟାଲିୟନର ପି. ଭୁବନେଶ୍ୱରନ (୫୮)। ତାଙ୍କ ଘର…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା ବଦଳରେ ହାତ ବାନ୍ଧି ବସିଛନ୍ତି ବୋଲି କଟାପାଲି ଏବଂ ବରଗାଁ ଗ୍ରାମର ଲୋକେ…

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ ଭୟଙ୍କର ଅସ୍ଥିରତା ଦେଖାଦେଇଛି। ଏହି ଯୁଦ୍ଧ ଯୋଗୁ ବିଶ୍ୱର ପ୍ରାୟ ୯୫ଟି ଦେଶରେ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ ହୋଇଛି। ଗୁରୁବାର ଅତି ନିଷ୍ଠା ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୀଠରେ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି। କଲୋନୀ ସାହି ଓ ନିକଟସ୍ଥ ନବଜ୍ୟୋତି ହଷ୍ଟେଲ ପରିସରରେ ବାଘ ବୁଲୁଥିବା ନେଇ…

କୋକସରାରେ କାଳବୈଶାଖୀର ତାଣ୍ଡବ: କୁଆପଥର ମାଡ଼ରେ ଉଜୁଡ଼ିଗଲା ଚାଷ, ଭାଙ୍ଗିଲା ଘର

କୋକସରା, ୧୮।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ଅଞ୍ଚଳରେ ଗତକାଲି ଅପରାହ୍ନରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁଁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଖବର ମିଳିଛି। ବିଶେଷ…

ଗାଇଗୁହାଳ ଛକ ନିକଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌ ଚାଳକଙ୍କୁ ପିଟିଦେଲା ହାଇଓ୍ବା, କାନ୍ଦବୋବାଳିରେ ଫାଟୁଛି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗାଇଗୁହାଳ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ଘଟିବା ପରେ ସ୍ଥାନୀୟ…

ଚାଲିଗଲେ ‘ଗଛର ମଣିଷ’ ବିଶୁ ଭାଇ: କଥା ହେଉ ହେଉ ଟଳିପଡ଼ିଲେ, ଗଞ୍ଜାମ ସହରରେ ଶୋକର ଛାୟା

ଗଞ୍ଜାମ (ବିଦ୍ୟାଧର ସାହୁ): ଏମିତି ବି ଆସେ ମୃତ୍ୟୁ! ନିଜ ଦାଣ୍ଡ ପିଣ୍ଡାରେ ବସି ଗଛ ଲଗାଇବା ଓ ଅଞ୍ଚଳର ଉନ୍ନତି ପାଇଁ ଚର୍ଚ୍ଚା କରୁଥିବା ବେଳେ ହଠାତ୍ ଚାଲିଗଲା ଜୀବନ। ଗଞ୍ଜାମ ସହରର ପ୍ରତିଷ୍ଠିତ ବ୍ୟବସାୟୀ ତଥା ପରିବେଶ ପ୍ରେମୀ…

ମନ୍ଦିର ପୂଜାକୁ ନେଇ ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ବିବାଦ: ଶାନ୍ତି କମିଟି ବୈଠକ ବିଫଳ, ୭୫ ଜଣଙ୍କ ନାମରେ ମାମଲା ରୁଜୁ

ଭଞ୍ଜନଗର,୧୮।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ତାରସିଂ ଥାନା ଅନ୍ତର୍ଗତ ପେଟାପଦର ଗ୍ରାମରେ ଗ୍ରାମଦେବତୀଙ୍କ ପୂଜାକୁ ନେଇ ଦୀର୍ଘ ବର୍ଷର ବିବାଦ ଏବେ ଉଗ୍ର ରୂପ ଧାରଣ କରିଛି। ସବର୍ଣ୍ଣ ଓ ଅସବର୍ଣ୍ଣ ଗୋଷ୍ଠୀ ମଧ୍ୟରେ ଲାଗିରହିଥିବା ଏହି ବିବାଦର ସମାଧାନ ପାଇଁ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମର ରୁଦ୍ର ପ୍ରସାଦ ବରାଡ଼ (୨୭)। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri