ଭୂମିହୀନ ବୋଲି ମିଳିଥିବା ଜାଗା ଜବରଦଖଲ ଅଧୀନରେ, ଏବେ ଘର ନିର୍ମାଣକୁ ନେଇ ଦ୍ୱନ୍ଦ୍ୱରେ ଅନ୍ତୋଦୟ ହିତାଧିକାରୀ
ଖଜୁରୀପଡ଼ା,୧୨।୧୧(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ଖଜୁରୀପଡ଼ା ପଞ୍ଚାୟତର ଚାରିପଡା ଗ୍ରାମରେ ରହୁଥିବା ଭୂମିହୀନ ବିଧବା ମହିଳା ଗୋଲାପ ରଣାକୁ ଆର୍ଥିକ ବର୍ଷ ୨୦୨୫-୨୬ରେ ଅନ୍ତୋଦ୍ୟାୟ ଗୃହ ଯୋଜନାରେ ସାମିଲ କରି ଘର ନିର୍ମାଣ କରିବା ପାଇଁ ସମିତି ପକ୍ଷରୁ କାର୍ଯ୍ୟାଦେଶ…
ଜଙ୍ଗଲରେ ଝୁଲୁଛି ଅଜଣା ଯୁବତୀଙ୍କ ମୃତଦେହ, ପହଞ୍ଚିଲା ବାଲିଗୁଡ଼ା ପୋଲିସ
ବାଲିଗୁଡା, ୧୨।୧୧:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ବୁଡ୍ରୁକିଆ ପଞ୍ଚାୟତର ଡପାସାହି ନିକଟସ୍ଥ ଏକ ଜଙ୍ଗଲ ମଧ୍ୟରେ ଅଜଣା ଯୁବତୀର ଝୁଲନ୍ତା ମୃତଦେହ ଜବତ କରିଛି ବାଲିଗୁଡ଼ା ପୋଲିସ l ଘଟଣାରୁ ପ୍ରକାଶ ଯେ, ଉକ୍ତ ଗ୍ରାମର କିଛି…
ଓପନ୍ ନ୍ୟାସନାଲ ତାଇକୋଣ୍ଡ ଚାମ୍ପିୟାନଶିପ: ୨୪ ସ୍ବର୍ଣ୍ଣ ସହ ୪୦ ପଦକ ଜିତିଲେ ଭଞ୍ଜନଗର ଛାତ୍ରୀଛାତ୍ର
ଭଞ୍ଜନଗର,୧୧।୧୧(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ତାଇକୋଣ୍ଡ ଏକାଡେମୀର ପ୍ରତିଯୋଗୀମାନେ ଗୋଟିଏ ପରେ ଗୋଟିଏ ପ୍ରତିଯୋଗିତାରେ ଭାଗ ନେଇ ସଫଳତାର ସହ ପଦକ ବିଜୟୀ ହେଉଛନ୍ତି। ଯାହାକି ଭଞ୍ଜନଗର ଟାଇକୋଣ୍ଡ ପ୍ରତିଯୋଗୀମାନଙ୍କ ପାଇଁ ଖୁସି ଖବର। ଏହିଭଳି ପରିସ୍ଥିତିରେ ଗତ ୮…
ଭଞ୍ଜନଗର ବାଇପାସ ରାସ୍ତାରେ ବାଇକ୍କୁ ଧକ୍କା ଦେଲା କାର୍, ହାବିଲଦାର ଗୁରୁତର
ଭଞ୍ଜନଗର,୧୧।୧୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହର ବାଇପାସ ରାସ୍ତାରେ ମଙ୍ଗଳବାର ସାଂରେ ଏକ ବାଇକ ସହ କାରର ଧକ୍କା ହୋଇଛି। ଏଥିରେ ବାଇକ ଚାଳକ ଲଣ୍ଡେଇସାହିର ଅବସରପ୍ରାପ୍ତ ହାବିଲଦାର ଜଗବନ୍ଧୁ ସ୍ବାଇଁ (୬୩) ଗୁରୁତର ହୋଇଛନ୍ତି। ଆହତ ଜଗବନ୍ଧୁଙ୍କୁ କାର ଚାଳକ…
୧୫ରୁ ବରଗଡ଼ ଧନୁଯାତ୍ରା କଳାକାର ଚୟନ: ନୂଆ କଳାକାରଙ୍କୁ ସୁଯୋଗ
ବରଗଡ଼,୧୧।୧୧(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡ଼ିସେମ୍ବର ମାସ ୨୪ତାରିଖରୁ ଆରମ୍ଭ ହେବ । ଦୀର୍ଘ ୧୧ଦିନ ବ୍ୟାପୀ ଆସନ୍ତା ୨୦୨୬ ମସିହା ଜାନୁଆରୀ ମାସ ୩ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ତେବେ ଏଥର…
ଦିଗପହଣ୍ଡିରେ ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ: ଏତଲା ପରେ ୩ ଯୁବକଙ୍କୁ ଅଟକ ରଖି…
ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ କିଛିଦିନର ନୀରବତା ପରେ ପୁଣି ଅସାମାଜିକ ତତ୍ତ୍ୱଙ୍କ ଆତଙ୍କରାଜ ଦେଖାଦେଇଛି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦିଗପହଣ୍ଡି ବସଷ୍ଟାଣ୍ଡ – ପୁଞ୍ଜିକଂୟା ଛକ ମୁଖ୍ୟରାସ୍ତା କଡ଼ରେ ଥିବା ମାଛ ଦୋକାନରେ…
‘ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ମୁଖ୍ୟ ଲକ୍ଷ୍ୟ’
ଦାରିଙ୍ଗବାଡି, ୧୧।୧୧ (ଅରୁଣ ସାହୁ):କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ମଙ୍ଗଳବାର ବ୍ଲକସ୍ତରୀୟ ସର୍ଗିଫୁଲ ମହୋତ୍ସବ ଉଦଯାପିତ ହୋଇଯାଇଛି। ଏଥିରେ ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବିଶ୍ୱଜିତ ଜାଲିଙ୍କ ତତ୍ୱାବଧାନରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଉମାଶଙ୍କର ସାମନ୍ତରାୟଙ୍କ…
ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ, ଜାଣନ୍ତୁ…
ଭୁବନେଶ୍ୱର,୯।୧୧: ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ସେ ସାମିଲ ହେବେ। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ…
ହାତୀ ଆକ୍ରମଣରେ ୫ ବର୍ଷର ଶିଶୁର ମୃତ୍ୟୁ ଘଟଣା: ସହାୟତାର ହାତ ବଢ଼ାଇଲେ ସମାଜସେବୀ
ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଦକ୍ଷିଣ ବନଖଣ୍ଡ ଲାଞ୍ଜିଗଡ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡIଗୁଡା ଗ୍ରାମରେ ଗତ ୩ ତାରିଖ ସୋମବାର ସକାଳେ ଦୁଇ ନାବାଳକ ଭାଇଙ୍କୁ ହାତୀ ଆକ୍ରମଣ କରିଥିଲା। ଏଥିରେ ବଡଭାଇ…
ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା
ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି l ବକୃତା ପ୍ରତିଯୋଗିତାରେ ଯୁକ୍ତ ଦୁଇ ବିଜ୍ଞାନ…
ବ୍ରହ୍ମପୁର ଯାଉଥିବା ବେଳେ ବସ୍ ସହ ବାଇକ୍ର ମୁହାଁମୁହିଁ ଧକ୍କା: ଚାଲିଗଲା ପ୍ରକାଶଙ୍କ ଜୀବନ, ଗୁରୁତର ଛାତ୍ରୀ…
ବ୍ରାହ୍ମଣୀଗାଁ,୭।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନାସ୍ଥିତ ବଡ଼ଶଙ୍ଖଠାରେ ମର୍ମନ୍ତୁଦ ଦୁର୍ଘଟଣା। ବସ ଓ ବାଇକ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର। ମୃତକ ଜଣକ ହେଲେ କିନାରୀଗାଁର ପ୍ରକାଶ ବଡ଼ାଇକ(୩୯ )। ସେହିଭଳି ଗୁରୁତର ଛାତ୍ରୀ ଜଣକ…
ଝିରିପାଣି ପଞ୍ଚାୟତରେ ହାତୀ ଆତଙ୍କ: ଘର ଭାଙ୍ଗିଲା, ବର୍ତ୍ତିଗଲେ ପରିବାର ଲୋକ…
ତୁମୁଡିବନ୍ଧ,୭।୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବେଲଘର ବନାଞ୍ଚଳ ଝିରିପାଣି ପଞ୍ଚାୟତରେ ଜଙ୍ଗଲୀ ହାତୀଙ୍କ ପ୍ରାଦୁର୍ଭାବ ବଢି ଚାଲିଛି l କଳାହାଣ୍ଡି ଜିଲାର ହାତୀପଲ ଆସି ଭଣ୍ଡାରଙ୍ଗୀ ଓ ଝିରିପାଣି ପଞ୍ଚାୟତର ଫସଲ ନଷ୍ଟ ସହ ଘରଦାର ବାଙ୍ଗିଥିବା…
Archives


