ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …
ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଏକ ବ୍ଲକ ସ୍ତରୀୟ କୃଷକ ସମ୍ବାଦର ‘କ୍ଷେତ ବଚାଓ…
କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍
ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍) ଘାଟି ନିକଟରେ ଫ୍ଲାଏ ଆସ୍ ବୋଝେଇ ଏକ ହାଇୱା ଗାଡ଼ି ଓଲଟି ପଡ଼ିଛି।…
ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ
ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଘଟଣାର ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ…
ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…
ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ ମାମଲା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ଯୁବକ ଉକ୍ତ ଯୁବତୀଙ୍କୁ…
୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…
ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ଏବଂ କେନ୍ଦ୍ରାଞ୍ଚଳ IGଙ୍କୁ ଚିଠି ଲେଖି ଗୁହାରି…
ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…
ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ସହ ଜଣେ…
ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ
ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଓ…
ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,
କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ ସହଯୋଗୀ ଏକ୍ସପୋଜରଙ୍କୁ ଦୁର୍ବ୍ୟବହାର ଓ ମାରଣାତ୍ମକ ଆକ୍ରମଣ କରାଯାଇଛି। ଏହି ଘଟଣାଟି କଲ୍ୟାଣସିଂହପୁର…
ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…
ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ ଲୋହରାଯୋର ଗ୍ରାମରେ ଚଳିତ ବର୍ଷ ଅପୂର୍ବ…
ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ
ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର ବିଶିଷ୍ଟ କ୍ରିକେଟ ଟୁର୍ନାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବାବା ବାଲୀ ଲୋକନାଥ…
ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’
ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ ଆୟୋଜିତ ଏକ ଜାତୀୟ ସ୍ତରୀୟ ଏନଜିଓ ସମ୍ମିଳନୀରେ ରକ୍ତଦାନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…
ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…
ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯ ଓ ୨୦ ତାରିଖରେ ବାବା ଖଣ୍ଡୁଆ ବୁଢ଼ା ଏବଂ ମା’ ଡୋକରୀ ବୁଢ଼ୀଙ୍କ…
Archives


