Tag Archives: Local News

ବଙ୍ଗୋପସାଗରରେ ଲଘୁଚାପ: ମତ୍ସ୍ୟଜୀବୀଙ୍କୁ ୩ ଦିନ ସମୁଦ୍ର ପ୍ରବେଶ ମନା, ଚିନ୍ତାରେ…

ଛତ୍ରପୁର,୨୫ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବ୍ୟାପକ ବର୍ଷା ଏବଂ ପବନ ବୃଦ୍ଧି ପାଇବାର ପୂର୍ବାନୁମାନ କରାଯାଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ଏବଂ…

ହୋଟେଲ୍‌ରେ ଚଢ଼ାଉ: ୧୧.୧୬୫ କିଲୋଗ୍ରାମ ଚନ୍ଦନକାଠ ଜବତ, ଜଣେ ଗିରଫ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନ ବିଭାଗ ପକ୍ଷରୁ ଶନିବାର ଦିନ ଏକ ବଡ଼ଧରଣର ଚଢ଼ାଉ କରାଯାଇ ଧଳା ଚନ୍ଦନ କାଠ ଚୋରା ଚାଲାଣ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ବେଳେ ବନ ବିଭାଗ…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି ଗ୍ରାମର ଅନନ୍ତ ବାରିକଙ୍କ ଘରେ ଏକ ପାଣି ଗରା ଭତରେ ସ୍ୱୟଂ ଜଗନ୍ନାଥଙ୍କ…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି। ଦଳୀୟ ଅବହେଳା ଓ ନର୍ଲା ନିର୍ବାଚନ ମଣ୍ଡଳୀର ବିକାଶକୁ ଆଧାର କରି ଶନିବାର…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ମା’ ସୁଭଦ୍ରାଙ୍କ ଦର୍ପଦଳନ ରଥ ନିକଟରେ ଭକ୍ତ ଜଣଙ୍କ…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା କଂଗ୍ରେସ କମିଟି ପକ୍ଷରୁ ସହରର ଗାନ୍ଧୀଛକଠାରେ ଏକ ବିରାଟ ପ୍ରତିବାଦ ଓ ବିକ୍ଷୋଭ…

ପାରଳାଖେମୁଣ୍ଡି ରାଜପ୍ରାସାଦର ଦୁର୍ଦ୍ଦଶା ଦେଖି ମନ୍ତ୍ରୀଙ୍କ ଉଦ୍‌ବେଗ: ପୁନରୁଦ୍ଧାର ପାଇଁ ଜୋର ଧରିଲା ଦାବି

ପାରଳାଖେମୁଣ୍ଡି, ୨୩ା୭(ଗିରିଧାରୀ ପରିଚ୍ଛା): ରାଜ୍ୟର ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗୁରୁବାର ଗଜପତି ଜିଲା ଗସ୍ତରେ ଆସିଥିବା ବେଳେ ଐତିହ୍ୟବାହୀ ପାରଳାଖେମୁଣ୍ଡି ରାଜପ୍ରାସାଦର ଜରାଜୀର୍ଣ୍ଣ ଅବସ୍ଥା ଦେଖି ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହି ପରିଦର୍ଶନ…

ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ବରଗଡ଼ ପୋଲିସର ଚଢ଼ାଉ: ୧୧୮୦ ବୋତଲ କଫ୍ ସିରପ ଜବତ, ୨ ଗିରଫ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ବ୍ରହ୍ମଚାରୀ ଓଭରବ୍ରିଜ୍ ନିକଟରେ ପୋଲିସ ପକ୍ଷରୁ ଏକ ଚଢ଼ାଉ କରାଯାଇ ବିପୁଳ ପରିମାଣର ବେଆଇନ କଫ୍ ସିରପ ଜବତ କରାଯାଇଛି। ଏହି ମାମଲାରେ ପୋଲିସ ଦିନଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଗିରଫ ହୋଇଥିବା…

ଭଞ୍ଜନଗର ଥାନା ସମ୍ମୁଖରେ ବିଦ୍ୟୁତ୍ ଖୁଣ୍ଟରେ ନିଆଁ: ସଟ୍ ସର୍କିଟ୍ ଯୋଗୁଁ ହୁ ହୁ ହୋଇ ଜଳିଲା ତାର, ଭୟଭୀତ ହେଲେ…

ଭଞ୍ଜନଗର, ୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସମ୍ମୁଖରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ଗୁରୁବାର ସନ୍ଧ୍ୟାରେ ହଠାତ୍ ନିଆଁ ଲାଗିଯାଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ସଟ୍ ସର୍କିଟ୍ ଯୋଗୁ ଖୁଣ୍ଟରେ ଓହଳି ରହିଥିବା ବିଦ୍ୟୁତ୍ ତାରଗୁଡ଼ିକ ହୁ…

ଦିଗପହଣ୍ଡି ଶ୍ରୀ ଗୁଣ୍ଡିଚା ମନ୍ଦିରରେ ନବମୀ ସନ୍ଧ୍ୟା ଦର୍ଶନ: ରାମ-ବଳରାମ ବେଶରେ ଦର୍ଶନ ଦେଲେ ଶ୍ରୀଜିଉ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ଗୁରୁବାର ପବିତ୍ର ନବମୀ ସନ୍ଧ୍ୟା ଦର୍ଶନ ଅବସରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଗୁରୁବାର ଦିନଟି ଶ୍ରୀ ଜଗନ୍ନାଥଙ୍କ ଜନ୍ମବେଦି ନବଦିନାତ୍ମକ ରଥଯାତ୍ରାର ଅନ୍ତିମ ସନ୍ଧ୍ୟା…

ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ, ଯୁକ୍ତ ୨ ନୂତନ ଛାତ୍ରୀଙ୍କୁ ସ୍ବାଗତ

ଭଞ୍ଜନଗର, ,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିସହ ଯୁକ୍ତ ୨ ପ୍ରଥମ ବର୍ଷର ନୂତନ ଛାତ୍ରୀମାନଙ୍କୁ ମଧ୍ୟ କଲେଜ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ଏହି ଅବସରରେ ପୃଥକ୍…

ଶ୍ରୀ ଜଗନ୍ନାଥ ମନ୍ଦିର ଘଣ୍ଟ ଚୋରି କରି ନେଇଥିଲେ, ସିସିଟିଭି ଫୁଟେଜ୍‌ରୁ ଚିହ୍ନଟ କରି ଅଭିଯୁକ୍ତଙ୍କୁ ଗିରଫ, କୋର୍ଟ ଚାଲାଣ ପରେ…

ଦିଗପହଣ୍ଡି, ୨୩ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରୁ ଘଣ୍ଟ ଚୋରି ହୋଇଥିବା ମାମଲାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?