Tag Archives: Local News

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ ବିଶେଷଜ୍ଞ ଡାକ୍ତର ଅଜିତ କୁମାର ଦାସଙ୍କ ସରକାରୀ କ୍ୱାର୍ଟରରେ ପଶି ୪ ଜଣ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳପୁରରୁ ସହିଦ ପୀଠ ମଧ୍ୟଭାଗରେ ଥିବା ସହିଦ ମଣ୍ଡପ,…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଏହି ହାଇଭୋଲ୍ଟେଜ୍ ମ୍ୟାଚରେ ଅରୁଣପୁରକୁ ପରାସ୍ତ କରି ଅଙ୍ଗାରଗାଁ ଦଳ ଫାଇନାଲରେ ପ୍ରବେଶ…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍ ପାର୍ଟି ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ, ଚତୁର୍ଥ ଦିନରେ ନବବଧୂ…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକ…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର ଓ ଯୁବ ବିଜେଡି ପକ୍ଷରୁ ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ କରାଯାଇ ଜିଲାପାଳଙ୍କ କାର୍ଯ୍ୟାଳୟ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮ କିମି ଉଚ୍ଚତାରେ ଏହା ସକ୍ରିୟ ରହିଛି। ତେବେ ପାଗ ଅନୂକୂଳ ଥିବାରୁ ଲଘୁଚାପ…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ (ବିଜେଡି)ର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ଭେଟିଛନ୍ତି। ଜିଲାର ବାଂଶପାଳ, ତେଲକୋଇ ଓ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଚାଲିଥିବା ପଦଯାତ୍ରା ଓ ଆନ୍ଦୋଳନକୁ ନେଇ ଶାସକ ଭାଜପା ଏବଂ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ ଏକ ବଡ଼ ଧରଣର ଜିଲାବ୍ୟାପୀ ସ୍ୱତନ୍ତ୍ର ଅଭିଯାନ ଚାଲିଥିଲା। ଗତ ଜୁଲାଇ ୧…

ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…

ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଚ୍ଚନ ବିଷୋୟୀ (୩୦)। ମିଳିଥିବା ସୂଚନା…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି ମହାନ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?