Tag Archives: Local News

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ଆନନ୍ଦପୁର ଉପଖଣ୍ଡ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ ମାଗିବା ବାହାନାରେ ଅତି ଚତୁରତାର ସହ ଛତ୍ରପୁର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର…

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି।…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର): ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ ଭିତରେ ବଡ଼ ଫାଟ ଦେଖାଦେଇଛି। ବିଧାୟକ ଓ ଏମ୍‌ପିଙ୍କ ମଧ୍ୟରେ ଚାଲିଥିବା ଶୀତଳ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହୁ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ବୁବୁନ ସାହୁ ଟପ୍ପର ହୋଇଛନ୍ତି। ସେହିପରି ଶୋଭନା ମହାନ୍ତି ଦ୍ବିତୀୟ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ ଭାଇ ଆଶିଷ ଶର୍ମା ଭଉଣୀଙ୍କ ଚିତାରେ ମୁଖାଗ୍ନି ଦେଇଛନ୍ତି। ଏହା ପୂର୍ବରୁ ଆଜି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ବିରୋଧ କରିଛନ୍ତି। ଯେଉଁମାନେ ଏହି ଘଟଣାରେ ସମ୍ପୃକ୍ତ ତାହାର ତଦନ୍ତକରି ଅଭିଯୁକ୍ତମାନଙ୍କ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି। ମା’ଙ୍କ ଅସ୍ଥାୟୀ ମଣ୍ଡପରେ ଦର୍ଶନ ପାଇଁ ଅବାଳ ବୃଦ୍ଧ ବନିତାଙ୍କ ଅପୂର୍ବ ଭିଡ଼…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି, ହେଲେ ମିଲର୍ସମାନେ ନିୟମିତ ଆସୁ ନାହାନ୍ତି। ଫଳରେ ମଣ୍ଡିରେ ସଂଗୃହୀତ ଧାନ ଅନୁପାତରେ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସେଥିମଧ୍ୟରୁ ବିଜ୍ଞାନ ବିଭାଗରେ ଅଭିଜିତ୍ ସରାଫ ୯୮.୩୪ % ପ୍ରତିଶତ ନମ୍ବର ରଖି…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ ଆଗାମୀ ଅଗଷ୍ଟ ମାସରେ ଆୟୋଜିତ ହେବାକୁ ଯାଉଛି ବିଶେଷ ଲୋକ ଅଦାଲତ ‘ସମାଧାନ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ। ଯାତ୍ରୀଙ୍କ ସୁବିଧା ପାଇଁ ଦିନକୁ ଦୁଇ ଦୁଇ ଥର ଏହି ସେବା ଯୋଗାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri