ଆଦେଶ ସତ୍ତ୍ୱେ କୋର୍ଟରେ ହେଉ ନ ଥିଲେ ହାଜର, ୱାରେଣ୍ଟିଙ୍କୁ ଗିରଫ କଲା…
ଦିଗପହଣ୍ଡି, ୯|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟିଙ୍କୁ ଗୁରୁବାର ପାଟପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଚ୍ଚନ ବିଷୋୟୀ (୩୦)। ମିଳିଥିବା ସୂଚନା…
ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ
ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି ମହାନ କାର୍ଯ୍ୟକୁ ସାଧାରଣରେ ପ୍ରଶଂସା କରାଯାଇଛି। ଘଟଣାରୁ ପ୍ରକାଶ ଯେ, ମଙ୍ଗଳବାର ରାତିରେ…
ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…
ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା ଶିଶୁ ସୁରକ୍ଷା ବିଭାଗ, ଶ୍ରମ ବିଭାଗ ଏବଂ ଆରପିଏଫ୍ (RPF) ପୋଲିସର ମିଳିତ…
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ ରିଂ ରୋଡ୍ ନିର୍ମାଣ କାର୍ଯ୍ୟ ଶେଷ ନ ହେଉଣୁ, ଗତ କିଛି ଦିନର…
ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …
ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଭାସ୍କର ଚରଣ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବ୍ରାହ୍ମଣୀଗାଁ ବନାଞ୍ଚଳ…
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିରେ ଏଣିକି ଏହାକୁ ‘ଶହୀଦ ମାଧୋ ସିଂହ କଲେଜ’ ନାମରେ…
ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ
ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର ଜଣେ ମେଟ୍ରନ୍ ଏବଂ ଦୁଇ ଜଣ ଏଲସିସିଏ (LCCA) ମହିଳା କର୍ମଚାରୀଙ୍କୁ ପ୍ରଧାନ…
ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…
ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ ‘ତାମ୍ପରା ହ୍ରଦ’ ମହାବିପଦର ଦ୍ୱାରଦେଶରେ ପହଞ୍ଚିଛି। ତାମ୍ପରା ହ୍ରଦ ଏବଂ ବିଶାଳ ବଙ୍ଗୋପସାଗର…
ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…
ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା ବାଟରେ, ତା’ ପୁଣି ଜଙ୍ଗଲ ରାସ୍ତାରେ ଅଚଳ ହୋଇପଡ଼ିଛି ୧୦୮ ଆମ୍ବୁଲାନ୍ସ। ଏଭଳି…
ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ
ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ଦାରିଙ୍ଗବାଡି ମଣ୍ଡଳ ସଭାପତି ମିଟୁ…
ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍
ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଦିଗପହଣ୍ଡି ଏନଏସି…
ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ
ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟଠାରେ ଏକ ବିଶାଳ ଗଣଘେରାଉ ଅନୁଷ୍ଠିତ ହୋଇଯାଇଛି।…

