Tag Archives: Local News

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବୃଦ୍ଧଙ୍କର ଶୋଚନୀୟ ମୃତ୍ୟୁ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ ବିଷୋୟୀଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯିବା ଘଟଣାରେ ପୋଲିସକୁ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର ବିଜେପୁର ଥାନା ଅଧିକାରୀଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତ ୩ ତାରିଖରେ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ଗ୍ରାମର ରାଜେନ୍ଦ୍ର…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି ଚୋର। ଗୋଟିଏ ରାତିରେ ହୁମା ବଜାରରୁ ୩ଟି ବାଇକ୍ ଚୋରି ହୋଇଥିବା ଅଭିଯୋଗ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ (OSNELIA) ସଂଘ କଟକ ଜିଲ୍ଲା ସଂଯୋଜକ କେଶବ ଚନ୍ଦ୍ର ସାହୁଙ୍କ ନେତୃତ୍ୱରେ ମହାବିଦ୍ୟାଳୟର…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ସୂଚନା ଦେଇଛନ୍ତି। ନିର୍ବାଚନ ପରିଚାଳନା ପାଇଁ କମିଶନଙ୍କ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଥିବା…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରାଷି ପଞ୍ଚାୟତର ତାରିଣୀପଲ୍ଲୀ ଗ୍ରାମବାସୀ ଓ ପ୍ରାକ୍ତନ ଛାତ୍ରଛାତ୍ରୀ।…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ତଦନ୍ତ ଫାଇଲ ଗଲା କୁଆଡେ, ସ୍ବାମିଜୀଙ୍କ ହତ୍ୟାକାରୀ…

ସିଏମ୍ କିଷାନ ଯୋଜନା: ବରଗଡ଼ର ୧.୭୫ ଲକ୍ଷ ଚାଷୀଙ୍କୁ ମିଳିବ ରବି ସହାୟତା, ସିଧାସଳଖ ବ୍ୟାଙ୍କ ଖାତାକୁ ଗଲା ଟଙ୍କା

ବରଗଡ଼,୪।୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ଚାଷୀମାନଙ୍କ ଆର୍ଥିକ ସମୃଦ୍ଧି ଓ କୃଷି କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ସିଏମ୍‌ କିଷାନ ଯୋଜନା’ର ରବି ୨୦୨୬-୨୭ ଋତୁ ପାଇଁ ସହାୟତା ରାଶି ବଣ୍ଟନ…

୫୨ ବର୍ଷର ମନାନ୍ତର ଭୁଲି ଏକାଠି ହେଲେ ଗୋପପାଲି ଗ୍ରାମବାସୀ: ଯୁବପିଢ଼ିଙ୍କ ଉଦ୍ୟମରେ ଫେରିଲା ଏକତା, ଗଠନ ହେଲା ଗ୍ରାମ୍ୟ କମିଟି

ଅମରପାଲି,୪।୯(ପୀତାମ୍ୱର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ଗୋପପାଲି ଗ୍ରାମରେ ଦୀର୍ଘ ୫୨ ବର୍ଷ ପରେ ଏକତାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ଦୀର୍ଘ ଦଶନ୍ଧି ଧରି ଦୁଇ ଗୋଷ୍ଠୀରେ ବିଭକ୍ତ ହୋଇ ରହିଥିବା ଗ୍ରାମବାସୀ ଶେଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?