ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା…
ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ଗତ ଶନିବାର(୧୦ ତାରିଖ)ରେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା…
ଜି.ଉଦୟଗିରି ନଗର-ବ୍ଲକ ବିଜେଡି ସଭାପତି ହେଲେ ଅନୀଲ କୁମାର, ଲିଙ୍ଗରାଜ
ଜି.ଉଦୟଗିରି,୧୬।୧(ଚିନ୍ମୟ କୁମାର ସେଠୀ): ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କନ୍ଧମାଳ ଜିଲାରେ ବିଭିନ୍ନ ବ୍ଲକ ଓ ଏନ୍ଏସିରେ ଥିବା ସଂଗଠନକୁ ମଜଭୁତ କରିବା ନିମନ୍ତେ ସଭାପତି ମାନଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ ଜି.ଉଦୟଗିରି ନଗର ସଭାପତି…
କଣ୍ଟେଇକୋଳି ନାଳରେ ସ୍ଲୁଇସ କମ୍ ୱିଅର୍ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ
ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ନିମଖଣ୍ଡିପେଣ୍ଠ ପଞ୍ଚାୟତ ପନାଡ ଗ୍ରାମ ନିକଟସ୍ଥ କଣ୍ଟେଇକୋଳି ନାଳରେ ରାଜ୍ୟ ଜଳସମ୍ପଦ ବିଭାଗ ଅଧିନସ୍ଥ ବ୍ରହ୍ମପୁର ଜଳ ନିକାସ ବିଭାଜନ( ଡ୍ରେନେଜ) ଡିଭିଜନ କାର୍ଯ୍ୟାଳୟ ପକ୍ଷରୁ ସ୍ଲୁଇସ କମ ୱିଅର୍ ପ୍ରକଳ୍ପ…
ଧର୍ମଶାଳା ପାଖର ଛକ ନିକଟରେ ଦୁର୍ଘଟଣା: ଧକ୍କା ଦେଇ ଚାଲିଗଲା ଅଜଣା ଗାଡ଼ି; ୫ରୁ ଅଧିକ…
ଧର୍ମଶାଳା,୧୬।୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ପାଖର ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ୫ରୁ ଅଧିକ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମଇଁଷିଗୁଡ଼ିକ ଚରି ସାରି…
ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଯାଇଥିଲେ ଜେଲ, ଜାମିନରେ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ; ପୁଣି ଥରେ ଅଭିଯୁକ୍ତ ସ୍ବାମୀ…
ଦିଗପହଣ୍ଡି, ୧୬।୧(ଅଶେଷ ନାଥ ମିଶ୍ର): ୬ ମାସ ପୂର୍ବେ ବଡ଼ ଝିଅଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜେଲ ଯାଇଥିଲେ। ଜେଲରୁ ଫେରି ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ। ଅଭିଯୁକ୍ତ ସ୍ବାମୀ ପୁଣି ଗଲେ ଜେଲ। ଏଭଳି ଏକ ଅଭାବନୀୟ ଘଟଣା ଗଞ୍ଜାମ ଜିଲା…
ଦାୟିତ୍ବ ଗ୍ରହଣ କଲେ ରାଇକିଆ ନୂତନ ଥାନା ଅଧିକାରୀ
ରାଇକିଆ,୧୫।୧(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ଥାନାର ନୂତନ ଅଧିକାରୀ ଭାବେ ଏ. ଏ ସ୍ବର୍ଣ୍ଣଲତା ପାତ୍ର ଦାୟିତ୍ବ ଗ୍ରହଣ କରିଛନ୍ତି । ପୂର୍ବରୁ ଥାନା ଅଧିକାରୀ ସୁରେଶ ତ୍ରିପାଠୀଙ୍କ ବଦଳି ପରେ ସବଇନ୍ସପେକ୍ଟର ଆଶୁତୋଷ ପାଇକରାୟ ଚାର୍ଜରେ ରହିଥିଲେ ।…
ଗୁମ୍ମା ସ୍ବାସ୍ଥ୍ୟକେନ୍ଦ୍ରରେ ମିଳିଲାନି ମହାପ୍ରୟାଣ ଗାଡ଼ି: ବାଇକ୍ରେ ବୁହାହେଲା ମୃତଦେହ
ଗଜପତି,୧୫।୧(ଗିରିଧାରୀ ପରିଚ୍ଛା): ରାଜ୍ୟରେ ସ୍ବାସ୍ଥ୍ୟ ସେବାର ବିକାଶ ନେଇ ସରକାର ଡିଣ୍ଡିମ ପିଟୁଥିବା ବେଳେ ଗଜପତି ଜିଲା ଗୁମ୍ମା ବ୍ଲକରୁ ଏକ ଅତ୍ୟନ୍ତ ସ୍ପର୍ଶକାତର ତଥା ଦୁଃଖଦାୟକ ଚିତ୍ର ସାମ୍ନାକୁ ଆସିଛି। ଗୁମ୍ମା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମୃତଦେହକୁ ସମ୍ମାନ ମିଳିବା ତ…
ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଗଣିତ ଶିକ୍ଷକ
ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ ): ଖୋର୍ଦ୍ଧାର ଏକ ସରକାରୀ ଇଂଲିଶ ମିଡିୟମ ସ୍କୁଲର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗୁରୁବାର ଆଦର୍ଶ ଥାନା ପୋଲିସ ଜଣେ ଶିକ୍ଷକଙ୍କୁ ଗିରଫ କରିଛି। ସେ ହେଲେ ଗଣିତ ଶିକ୍ଷକ ଢେଙ୍କାନାଳ ଜିଲା…
ନବୀନଙ୍କ ଆକ୍ସନକୁ ନେଇ ବିଜୟ କହିଲେ- ମୁଁ ହତବାକ୍…
ଭୁବନେଶ୍ୱର,୧୫।୧: ଦଳୀୟ ବିଶୃଙ୍ଖଳାକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଡ଼ କାର୍ଯ୍ୟାନୁଷ୍ଠାନ ନେଇ ୨ ବିଧାୟକଙ୍କୁ ଦଳରୁ ସସ୍ପେଣ୍ଡ କରିଛନ୍ତି। ସେମାନଙ୍କ ମଧ୍ୟରେ ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ତଥା ବିଧାୟକ ଅରବିନ୍ଦ ରହିଛନ୍ତି। ଏହା ଜଣାପଡ଼ିବା ପରେ…
ନୂଆପଡ଼ା ପରେ ଆରମ୍ଭ ହେଲା ବିଜେଡିର ରାଜ୍ୟ ସଭା ଡିଲ୍; ନବୀନଙ୍କ ଆକ୍ସନ ପରେ ଏଭଳି କହି ଚର୍ଚ୍ଚାରେ…
ଭୁବନେଶ୍ୱର,୧୫।୧: ନୂଆପଡ଼ା ପରେ ଆରମ୍ଭ ହେଲା ବିଜେଡିର ରାଜ୍ୟ ସଭା ଡିଲ। ସମଝଦାର କୋ ଇଶାରା କାଫି ହୈ। ବିଜେଡିର ୨ ବିଧାୟକଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ନେଇ ଏମିତି କିଛି କହି ଚର୍ଚ୍ଚାକୁ ଆସିଛନ୍ତି ଶ୍ରୀମୟୀ ମିଶ୍ର। ଯଦିଓ ସେ ଡିଲ୍…
ଅଜାତିରେ ବାହା ହେଲା ଝିଅ, ବାପାଙ୍କ ମୃତଦେହ ପାଖ ମାଡ଼ିଲେନି ଗ୍ରାମବାସୀ, ୯ ଘଣ୍ଟା ଯାଏ…
ଜଗନ୍ନାଥ ପ୍ରସାଦ,୧୫ା୧(ବିଭୁ ପ୍ରସାଦ ପଟ୍ଟନାୟକ)- ଝିଅ ଅନ୍ୟ ଜାତିରେ ବାହା ହୋଇଗଲା ବୋଲି ଜାତିପ୍ରଥାକୁ ନେଇ ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଦେଖାଦେଇଛି ଏକ ଭିନ୍ନ ଚିତ୍ର। ବାପାଙ୍କ ମୃତ୍ୟୁ ପରେ ତାଙ୍କ ମୃତଦେହକୁ ସତ୍କାର କରିବାକୁ କେହି ଗ୍ରାମବାସୀ ଆସିଲେନି। ଏପରି…
ବଡ଼ ଧରଣର ଡକାୟତି ଲାଗି କରିଥିଲେ ଯୋଜନା, ପଣ୍ଡ କରିଦେଲା ଅଡ଼ବା ପୋଲିସ, ୭ ଅପରାଧୀଙ୍କୁ…
ମୋହନା,୧୫ା୧(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସ ଗୁରୁବାର ମଧ୍ୟାହ୍ନରେ ଅପରାଧୀମାନଙ୍କ ଏକ ବଡଧରଣର ଡକାୟତି ଉଦ୍ୟମକୁ ପଣ୍ଡ କରିଦେଇଛି। ଏଥିରେ ସମ୍ପୃକ୍ତ ୭ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଚିକୁ ବିଷୋୟୀ(୨୬),ଜିଗର ନାୟକ(୨୫), ସାଗର ନାୟକ(୧୯),ଲିକୁନୁ ସେଠୀ(୨୪), ମିଲନ…
Archives


