Tag Archives: Local News

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଶନିବାର ଗିରଫ କରିଛି। ସେଠୀଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ ଉପରେ ଚାଲିଥିବା…

ରାମଜୀ ଡିଗ୍ରୀ କଲେଜରେ ଯୋଗ ଶିବିର: ମାନସିକ ସୁସ୍ଥତା ପାଇଁ…

ଦିଗପହଣ୍ଡି, ୨୦|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ ଏକ ଯୋଗ ଶିବିର ଓ ସଚେତନତା ସଭା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ରବିବାର ପାଳିତ ହେବାକୁ ଥିବା…

ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଏକ ବ୍ଲକ ସ୍ତରୀୟ କୃଷକ ସମ୍ବାଦର ‘କ୍ଷେତ ବଚାଓ…

କୁଚେଇଯୋର ନିକଟରେ ଓଲଟିଲା ଫ୍ଲାଏ ଆସ୍ ବୋଝେଇ ହାଇୱା: କ୍ୟାବିନ୍‌ରେ ଚାପି ହୋଇ ଡ୍ରାଇଭରଙ୍କ ମୃତ୍ୟୁ, ଯାତାୟାତ ଠପ୍

ଲାଞ୍ଜିଗଡ଼,୧୯।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭବାନୀପାଟଣାରୁ ବିଶାଖାପାଟଣାକୁ ସଂଯୋଗ କରୁଥିବା ୬ ନମ୍ବର ଜାତୀୟ ରାଜପଥର କୁଚେଇଯୋର (ଡେଙ୍ଗେନ୍) ଘାଟି ନିକଟରେ ଫ୍ଲାଏ ଆସ୍ ବୋଝେଇ ଏକ ହାଇୱା ଗାଡ଼ି ଓଲଟି ପଡ଼ିଛି।…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଘଟଣାର ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ ମାମଲା ସାମ୍ନାକୁ ଆସିଛି। ଲିଫ୍ଟ ଦେବା ବାହାନାରେ ଜଣେ ଯୁବକ ଉକ୍ତ ଯୁବତୀଙ୍କୁ…

୭ ଦିନରେ କାର୍ଯ୍ୟାନୁଷ୍ଠାନ ନ ହେଲେ SP ଅଫିସ ଆଗରେ ଧାରଣା ଦେବି: DGP-IGଙ୍କୁ ଚିଠି ଲେଖି ଚେତାବନୀ ଦେଲେ ଚାମେଲି…

ମହାକାଳପଡ଼ା,୧୮।୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନ୍ୟାୟ ପାଇଁ ଏବେ ପୋଲିସର ବରିଷ୍ଠ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି ଚାମେଲି। ବିଡିଓଙ୍କ କାର୍ଯ୍ୟାଳୟରେ ଅସଦାଚରଣ ସହ ଧମକ ଦିଆଯାଇଥିବା ନେଇ ସେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ଏବଂ କେନ୍ଦ୍ରାଞ୍ଚଳ IGଙ୍କୁ ଚିଠି ଲେଖି ଗୁହାରି…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା ପାଇଁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ସହ ଜଣେ…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଖରାଛୁଟି ଅବଧିକୁ ବୃଦ୍ଧି କରାଯାଇଛି। ପ୍ରବଳ ଗ୍ରୀଷ୍ମପ୍ରବାହ ଓ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ ସହଯୋଗୀ ଏକ୍ସପୋଜରଙ୍କୁ ଦୁର୍ବ୍ୟବହାର ଓ ମାରଣାତ୍ମକ ଆକ୍ରମଣ କରାଯାଇଛି। ଏହି ଘଟଣାଟି କଲ୍ୟାଣସିଂହପୁର…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତ ଅନ୍ତର୍ଗତ ଲୋହରାଯୋର ଗ୍ରାମରେ ଚଳିତ ବର୍ଷ ଅପୂର୍ବ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର ବିଶିଷ୍ଟ କ୍ରିକେଟ ଟୁର୍ନାମେଣ୍ଟ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ବାବା ବାଲୀ ଲୋକନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?