Tag Archives: Local News

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ ଆକ୍ରମଣରେ ଜଣେ ଯୁବକଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ମୃତକ ଜଣକ ଅନୁଗୁଳ ଜିଲା…

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିଲା। ତେବେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରଭାବ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି। ଘାଟି ଅତିକ୍ରମ କରିବା ସମୟରେ ଏକ ମକା ବୋଝେଇ ଟ୍ରକ୍‌ର ବ୍ରେକ୍ ଫେଲ୍…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି। ଗ୍ୟାସ ସିଲିଣ୍ଡର ଲିକେଜ୍ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ନେଇ ଅଗ୍ନିଶମ ବିଭାଗ…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ମଙ୍ଗଳବାର ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ସରପଞ୍ଚ ମିନତୀ ସେଠୀଙ୍କ…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତି ନାୟକ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ତଥା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏହି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼ ଉପହାର ମିଳିଛି। ମାତ୍ର ୧୫ ବର୍ଷ ୭୧ ଦିନ ବୟସରେ ବୈଭବଙ୍କୁ ଭାରତୀୟ…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ ଟଙ୍କା ରୋଜଗାର କରିଥିଲେ। ଏହି ଟଙ୍କାରେ ବିଳାସବେସନ ସାମଗ୍ରୀ କିଣିବା ଠାରୁ ଆରମ୍ଭ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି ସ୍ଥିତିରେ ପାନୀୟ ଜଳ ପାଇଁ ଲୋକେ ବିଭିନ୍ନ ସ୍ଥାନରେ ଡହକବିକଳ ହେଉଛନ୍ତି। ଏହି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଛନ୍ତି। ବ୍ଲିଚିଂ ପାଉଡରରୁ ନିର୍ଗତ ତୀବ୍ର ଗ୍ୟାସ ଯୋଗୁଁ ସେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?