Tag Archives: Local News

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି। ତାଙ୍କର ଏହି ସଫଳତା ପାଇଁ ସମଗ୍ର ଜିଲାରୁ ପ୍ରଶଂସାର ସୁଅ ଛୁଟୁଛି। ବିଭିନ୍ନ…

କବିସୂର୍ଯ୍ୟନଗର ଥାନା ହାଜତ ମୃତ୍ୟୁ ମାମଲା: ଗଞ୍ଜାମ ଏସ୍‌ପିଙ୍କ ସହ ଆଲୋଚନା କଲା HRPC ଟିମ, ମିଳିବ CCTV ଫୁଟେଜ

ଛତ୍ରପୁର, ୪।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାରେ ପୋଲିିସର ‘ଥାର୍ଡ ଡିଗ୍ରୀ’ ଯୋଗୁ ଦିବ୍ୟାଙ୍ଗ ସୁଶାନ୍ତଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ମାମଲାରେ ଏବେ ମାନବାଧିକାର ସୁରକ୍ଷା ସେଲ (HRPC) ପକ୍ଷରୁ ତଦନ୍ତ ପ୍ରକ୍ରିୟା ଜୋରଦାର ଚାଲିଛି। ଏହି କ୍ରମରେ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି ହୋଇଛନ୍ତି । ସେ ହେଉଛନ୍ତି ହୀରାକୁଦ ଥାନା ଅନ୍ତର୍ଗତ ଗୁଜାତଳ ଅଞ୍ଚଳର ଗଗନ…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି। ଧମା ଥାନା ଅନ୍ତର୍ଗତ ବଦୁଆପାଲି ଗ୍ରାମ ନିକଟସ୍ଥ ଏକ ବେସରକାରୀ ଆମ୍ବ ତୋଟା(ବଗିଚା)କୁ…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ ପହଞ୍ଚିଛି। ବରଗଡ଼ ଜିଲା କୋଷାଗାରରେ କାର୍ଯ୍ୟରତ କର୍ମଚାରୀମାନେ ମଧ୍ୟ ବୁଧବାରରୁ କଳାବ୍ୟାଜ୍‌ ପରିଧାନ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି । ସେମାନେ ହେଲେ, ଅତାବିରା ଥାନା ଅନ୍ତର୍ଗତ ଗୁର୍ଖାପାଲି ଦେହେରୀପଡ଼ାର…

ଛତ୍ରପୁର ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା: ପପୁ ପମପମଙ୍କ କମେଡି-ମଣ୍ଟୁ ଛୁରିଆଙ୍କ ଗୀତରେ ଝୁମିଲେ ଦର୍ଶକ

ଛତ୍ରପୁର, ୨।୫:(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ମହାଆଡମ୍ବରରେ ଚାଲିଛି ‘ଛତ୍ରପୁର ମହୋତ୍ସବ’। ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ଏବଂ…

ଓଡ଼ିଶାର ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ବଢ଼ିଲା ସଂରକ୍ଷଣ; ST, SC ଓ SEBC ବର୍ଗ ହେବେ ଉପକୃତ, ଜାଣନ୍ତୁ…

ଭୁବନେଶ୍ୱର,୨।୬: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ପାଇଁ ଏକ ବଡ଼ ଖବର। ରାଜ୍ୟର ବିଭିନ୍ନ ବୃତ୍ତିଗତ ଶିକ୍ଷାନୁଷ୍ଠାନ (Professional Educational Institutions) ରେ ନାମଲେଖା ପାଇଁ ସଂରକ୍ଷଣ ପ୍ରତିଶତକୁ ବୃଦ୍ଧି କରାଯାଇଛି। ସରକାରଙ୍କ ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ଅନୁସୂଚିତ ଜନଜାତି (ST), ଅନୁସୂଚିତ…

ଘୋଷଣା ହେଲା କେନ୍ଦୁଝର ଜିଲା ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ଟିମ୍‌: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ?

କେନ୍ଦୁଝର, ୨।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଭାରତୀୟ ଜନତା ପାର୍ଟି (ଭାଜପା) ସଂଖ୍ୟାଲଘୁ ମୋର୍ଚ୍ଚାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ନୂତନ ଜିଲା କମିଟି ଘୋଷଣା କରାଯାଇଛି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ଭାଜପା…

ସ୍ବାସ୍ଥ୍ୟସେବାର ବିକଳ ଚିତ୍ର: ସାଇଁକୁଳ ମେଡିକାଲ ବେଡ୍‌ରେ ଏକାକାର ରୋଗୀ-ବୁଲା କୁକୁର…

ଆନନ୍ଦପୁର, ୧।୬(ସୁଶାନ୍ତ କୁମାର ସାହୁ): ରାଜ୍ୟ ସ୍ବାସ୍ଥ୍ୟସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି, ତାହା ପୁଣି ଖୋଦ ମୁଖ୍ୟମନ୍ତ୍ରୀଙ୍କ ଜିଲା କେନ୍ଦୁଝରରୁ। ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC) ଏବେ ବୁଲା କୁକୁରଙ୍କ ଚରାଭୂଇଁ ପାଲଟିଛି।…

କମରାଘାଟ ଗ୍ରାମରେ ମନରେଗା ଦୁର୍ନୀତି: ରାସ୍ତା କାମ ଶୂନ, କାଗଜପତ୍ରରେ ବିଲ୍ ପାସ୍‌; ଲକ୍ଷ ଲକ୍ଷ ଟଙ୍କା ହରିଲୁଟ୍‌ !

ଥୁଆମୂଳ ରାମପୁର, ୨ା୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା କାର୍ଯ୍ୟାନ୍ୱୟନରେ ବ୍ୟାପକ ଅନିୟମିତତା ହୋଇଥିବା ଖବର ସାମ୍ନାକୁ ଆସିଛି। ସମ୍ପୃକ୍ତ…

ଦିଗପହଣ୍ଡିରେ ୭,୧୩୫ ହିତାଧିକାରୀଙ୍କୁ ମିଳୁନି ଭତ୍ତା: ପ୍ରତିବାଦରେ ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚଙ୍କ ଧାରଣା

ଦିଗପହଣ୍ଡ,୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନସ୍ଥ ୨୫ ଟି ପଞ୍ଚାୟତରେ ଦେଖାଦେଇଛି ଭତ୍ତା ସମସ୍ୟା। ଇନ୍ଦିରାଗାନ୍ଧୀ ଜାତୀୟ ପେନସନ ଯୋଜନାରେ ପଞ୍ଜୀକୃତ ହୋଇଥିବା ପ୍ରାୟ ୭ ହଜାରରୁ ଊଦ୍ଧର୍‌ବ ଦିବ୍ୟାଙ୍ଗ, ବିଧବା ଓ ବାର୍ଦ୍ଧକ୍ୟ ଭତ୍ତା ହିତାଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?