Tag Archives: Local News

୧୮ ମାସରେ ଉତ୍ତମ ଚମତ୍କାରୀ ପାଠ, ଅନର୍ଗଳ ଭାବେ କହୁଛନ୍ତି…

ମୋହନା,୧୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ସହରରେ ରହୁଥିବା ସାମାଜସେବୀ ତଥା ପ୍ରକୃତି ବନ୍ଧୁ, ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଜିତେନ୍ଦ୍ର କୁମାର ବେହେରାଙ୍କ ୧୮ ମାସର ପୁଅ ଉତ୍ତମ କୁମାର ବେହେରା ଖୁବ କମ୍‌ ବୟସରେ ନିଜ…

ଆସିଲା ବି.ଏଡ୍‌ ପ୍ରବେଶିକା ପରୀକ୍ଷା ଫଳ, ୨୬ରୁ ନାମଲେଖା;ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୧୩ା୬(ସୁଚିସ୍ମିତା ସାହୁ): ଦୁଇବର୍ଷିଆ ବି.ଏଡ୍‌, ବି.ଏଚ୍‌.ଏଡ୍‌ ଓ ଏମ୍‌.ଏଡ୍‌ରେ ନାମଲେଖାଇବା ଲାଗି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତବର୍ଷ ଏହି ତିନି ବିଭାଗରେ ମୋଟ ୨୭୫୦ଟି ସିଟ୍‌ ରହିଛି। ଏଥିରେ ନାମଲେଖାଇବା ପାଇଁ ୧ଲକ୍ଷ ୨୯ ହଜାର ୭୧୨ଜଣ…

ନୀଳକଣ୍ଠେଶ୍ୱର ଶୈବପୀଠକୁ ସଫେଇ କଲା ଗୃରୁକୃପା ସେବା ସମିତି

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗୁରୁକୃପା ସେବା ସମିତି ପକ୍ଷରୁ ସ୍ଥାନୀୟ କମା ପଡ଼ିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶର ଶୈବପୀଠକୁ ସଫେଇ କରାଯାଇଛି। ଶୈବପୀଠ ପରିସରରେ ଥିବା ଅଳିଆ ଆବର୍ଜ୍ଜନା ଏବଂ ମନ୍ଦିର ଗର୍ଭ ଗୃହ ସଫେଇ କରାଯାଇଛି।…

ଏଣିକି ଆଧାର କାର୍ଡ ନ ଥିଲେ ବି ସ୍କୁଲରେ ନାମଲେଖାଇ ହେବ, ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୧୦ା୬(ସୁଚିସ୍ମିତା ସାହୁ): ଚଳିତ ବର୍ଷରୁ ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ କରାଯାଇଥିଲା। କିନ୍ତୁ ଏବେ ସେଥିରେ କୋହଳ କରାଯାଇଛି। ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ, ସେମାନେ ମଧ୍ୟ ଆଡ୍‌ମିଶନ କରିପାରିବେ। ପରବର୍ତ୍ତୀ ସମୟରେ ପିଲାମାନେ ସ୍କୁଲରେ ନିଜ…

ଦର୍ଶକଙ୍କୁ ବିଭୋର କଲା ‘ଜଗା ଖୋଜୁଛି ତା ଭାଗ୍ୟ ଜାତକ’

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମରେ ଶ୍ରୀ ସିଦ୍ଧବୀର ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ଉପଲକ୍ଷେ ଆୟୋଜିତ ଆଧ୍ୟାତ୍ମିକ ମହୋତ୍ସବ ରେ ହସ କାନ୍ଦଭରା ଶ୍ରେଷ୍ଠ ସାମାଜିକ ନାଟକ ‘ଜଗା ଖୋଜୁଛି ତା ଭାଗ୍ୟ ଜାତକ’ ଅପେରା…

ଦିଗପହଣ୍ଡିରେ ସ୍ନାନ ପୂର୍ଣ୍ଣିମା, ଗଜାନନ ବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ବୁଧବାର ଦିଗପହଣ୍ଡି ରାଜବାଟି ପରିସରରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ବିଜେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ରଙ୍କ ସମେତ ସାନଦାଣ୍ଡ ସାହି ସ୍ଥିତ ଶ୍ରୀ ଦଧିବାମନ ଜଗନ୍ନାଥ , ରାଣିସାହି ଛକରେ ବିଜେ ଶ୍ରୀପତିତପାବନ ଜଗନ୍ନାଥ…

ବଟି ମାଗୁଥିଲେ, ନ ଦେବାରୁ ମା’-ପୁଅଙ୍କୁ ପନିକିରେ ହାଣିଲେ

ଦିଗପହଣ୍ଡି,୧୧।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସାନରେଡିକା ସାହିର ରଞ୍ଜନ ପାଢ଼ୀ ଏବଂ ତାଙ୍କ ମା ନର୍ମଦା ପାଢ଼ୀଙ୍କୁ ଏସ.ରାଜୀବ ରେଡ୍ଡୀ ପନିକିରେ ହାଣି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏନେଇ ଏତଲା ହେବାପରେ…

ବ୍ରାହ୍ମଣୀଗାଁକୁ ବ୍ଲକ ଗଠନ ଦାବି ଜୋର ଧରିଲା

ଦାରିଙ୍ଗବାଡି, ୧୧।୬ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ବ୍ରାହ୍ମଣୀଗାଁ ଥାନା ଅଞ୍ଚଳକୁ ନୂତନ ବ୍ଲକ ଭାବେ ଘୋଷଣା କରାଯିବାକୁ ଦାବି ଜୋର ଧରିଛି। ଏନେଇ ବୁଧବାର ବ୍ରାହ୍ମଣୀଗାଁ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ଆଞ୍ଚଳିକ ବ୍ଲକ ଗଠନ ଅଭିଯାନ ଏବଂ…

ବ୍ରହ୍ମପୁର-ଫୁଲବାଣୀ ମଧ୍ୟରେ ରେଳ ଲାଇନ୍‌ ଦାବି: ଆଜି ପ୍ରସ୍ତୁତି ବୈଠକ, ୧୩ରେ ଭଞ୍ଜନଗରରେ ଶୋଭାଯାତ୍ରା

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)- ଦକ୍ଷିଣ ଓଡ଼ିଶା ରେଳ ଏବଂ ଉନ୍ନୟନ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବ୍ରହ୍ମପୁର ଫୁଲବାଣୀ ରେଳ ଲାଇନ ଦାବି ନେଇ ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ପଥପ୍ରାନ୍ତ ସଭା ଏବଂ ଶୋଭାଯାତ୍ରା କରାଯାଉଛି। ଏନେଇ ଏକ…

ଛିଡ଼ିଲା ଦଉଡ଼ି, ଛେଳି ପାଇଁ ୩ ଘଣ୍ଟା ଧରି କୂଅରେ ଫସି ରହିଲେ, ଉଦ୍ଧାର ପରେ ସଂଘର୍ଷ କାହାଣୀ କହିଲେ ଲୁଦି…

ଦାରିଙ୍ଗବାଡି, ୧୦।୬ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଶିବ ମନ୍ଦିରର କୂଅରେ ଏକ ଛେଳି ପଡିଯାଇଥିଲା। ପରେ ତାକୁ ଉଦ୍ଧାର କରିବାକୁ ଯାଇ ୩ ଘଣ୍ଟା ଧରି ଉକ୍ତ କୂଅରେ ଜଣେ ଯୁବକ ଫସିଯାଇଥିଲେ। ତାଙ୍କୁ…

କୋରାପୁଟରେ ୬ ରୋଗୀଙ୍କ ମୃତ୍ୟୁ ଘଟଣା: ମେଡିକାଲ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ, କଂଗ୍ରେସ ପକ୍ଷରୁ ପ୍ରତିବାଦ

କୋରାପୁଟ,୫।୬(ଅମିତାଭ ବେହେରା): କୋରାପୁଟ ମେଡିକାଲରେ ୬ ରୋଗୀଙ୍କ ମୃତ୍ୟୁ ଘଟଣାର ଅନୁଧ୍ୟାନ କରିବା ନେଇ ଗୁରବାର ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ କୋରାପୁଟ ମେଡିକାଲରେ ପହଞ୍ଚିଛନ୍ତି। ମନ୍ତ୍ରୀ ମେଡିକାଲ କଲେଜର ସର୍ଜରୀ ୱାର୍ଡ ପରିଦର୍ଶନ କରିଥିବା ଜଣାପଡ଼ିଛି। ଏହି ଗ୍ରସ୍ତ…

ବିଶ୍ରାମାଗାରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଦିଗପହଣ୍ଡି,୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଗାଁ ଛକରେ ଥିବା ଯାତ୍ରୀ ବିଶ୍ରାମାଗାରକୁ ଧକ୍କା ଦେଇ ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗସ୍ତ ହୋଇଛି। ଦୁର୍ଘଟଣାରେ ଖୋର୍ଦ୍ଧା ଜିଲା ଜଙ୍କିଆ ଗ୍ରାମର ଗାଡ଼ି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri