‘ଲୋକ ସଭା, ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦିଆଯାଉ’
ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଛି । ଗତ ୨ବର୍ଷ ମଧ୍ୟରେ ଓଡିଶା ନାରୀ ନିର୍ଯାତନା କ୍ଷେତ୍ରରେ ଦେଶରେ ଏକ ନମ୍ବର ହୋଇଛି । ଅନ୍ୟପଟେ ୨୦୨୩ ମସିହାରୁ ପାର୍ଲ୍ୟାମେଣ୍ଟରେ ଗୃହୀତ ମହିଳା ସଂରକ୍ଷଣ ବିଲକୁ କେନ୍ଦ୍ର ସରକାର…
୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…
ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ ୨୫ରୁ ୩୦ ଦିନ ପର୍ଯ୍ୟନ୍ତ ଚାଲିଥାଏ। ମାତ୍ର ପାର୍ବଣ ଋତୁ, ଶୀତଦିନ…
ସତରେ କଣ ଛାତରେ ଚୂନ କିମ୍ବା ଧଳା ରଙ୍ଗ ଲଗାଇଲେ ଗରମ କମିଥାଏ? ଜାଣନ୍ତୁ ଏହା ପଛର…
ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଗରମ ଯୋଗୁ ଲୋକେ ହାହୁତାଶ ହେଉଛନ୍ତି। ଏଭଳି ସ୍ଥିତିରେ ଘରକୁ ଭିତରୁ ଥଣ୍ଡା ରଖିବା ପାଇଁ ଲୋକେ ବିଭିନ୍ନ ଉପାୟ ଆପଣାଉଛନ୍ତି। ଏସବୁ ମଧ୍ୟରେ ଛାତ ଉପରେ ଚୂନ କିମ୍ବା ଧଳା ରଙ୍ଗର…
ବିମାନ ଯାତ୍ରୀଙ୍କୁ ଝଟ୍କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ
ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି। ବାୟୁ ସୀମା କଟକଣା ସହ ବିମାନ ଇନ୍ଧନ ଦର ବୃଦ୍ଧି କାରଣରୁ ବାହାର…
ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ
କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି। ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ପତ୍ର ସଂଖ୍ୟା ୧୪୧୦୫/ଏଚ୍/ତା୧୯.୫.୨୦୨୬…
ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି
ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ ସହ ଏକ ବଡ଼ ଧରଣର ଆନ୍ଦୋଳନ କରାଯିବ। ପାଟଣାଗଡ଼ ବିଜୁ ଜନତା ଦଳ…
୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…
ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ ସମଗ୍ର ଅଞ୍ଚଳ ଉତ୍ସବମୁଖର ହୋଇପଡ଼ିଛି। ବୁଧବାର ଏହି ଭବ୍ୟ ଯାତ୍ରାର ୨୪ତମ ଦିନ…
ବରଗଡ଼ ଧନୁଯାତ୍ରା ତୋରଣ ଭଙ୍ଗା ଘଟଣା: ଜନପ୍ରିୟ ସରକାରକୁ ବଦନାମ କରିବାକୁ ଚାଲିଛି ଚକ୍ରାନ୍ତ,ବରଗଡ଼ ଏମପି…
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା ସବୁଠି ଏବେ ଚର୍ଚ୍ଚାର ବିଷୟ ହୋଇଛି। ଏହି ଘଟଣାର ତୁରନ୍ତ ଭିଜିଲାନ୍ସ ତଦନ୍ତ କରିବା ପାଇଁ ବରଗଡ଼ ଲୋକ ସଭା MP ପ୍ରଦୀପ ପୁରୋହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି…
OAS ପରୀକ୍ଷାରେ ବରଗଡ଼ ପୁଅଙ୍କ ବାଜିମାତ୍: ଅଧ୍ୟାପକଙ୍କ ପୁଅ ରାଜ୍ୟରେ ୩ୟ, ମନ୍ଦିର ସେବକଙ୍କ ପୁଅ…
ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକସେବା ଆୟୋଗ(ଓପିଏସି) ପରିଚାଳିତ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍)ରେ ବରଗଡ଼ ଜିଲାର ୨ ଜଣ ସଫଳତା ଅର୍ଜନ କରିଛନ୍ତି। ବରଗଡ଼ କଲେଜ ରୋଡ୍ ବାସିନ୍ଦା ତଥା ଭଟଲି ଦଧିବାମନ କଲେଜର ଅବସରପ୍ରାପ୍ତ ଓଡ଼ିଆ ପ୍ରାଧ୍ୟାପକ ସୁରେଶ କୁମାର ସାହୁଙ୍କ…
ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…
ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି ମୁନ୍ଦେ ପାଇଁ ଲୋକେ ନାହିଁ ନଥିବା ହଇରାଣ ହେଉଥିବା ବେଳେ ଏବେ ସେମାନଙ୍କ…
କଂଗ୍ରେସର ବଡ଼ ନିଷ୍ପତ୍ତି: ୧୭ କର୍ମୀଙ୍କ ନିଲମ୍ବନ ପ୍ରତ୍ୟାହାର, ଚିଠି ଲେଖିଲେ ରାଜ୍ୟ ସଭାପତି
ଦାରିଙ୍ଗବାଡି, ୨୬।୫ (ଅରୁଣ ସାହୁ): କନ୍ଧମାଳ ଜିଲା ପ୍ରଦେଶ କଂଗ୍ରେସ କମିଟିର ଜିଲ୍ଲା ସଭାପତି ଚନ୍ଦ୍ରଶେଖର ପରିଡା ଗତ କିଛି ଦିନ ପୁର୍ବରୁ ଦାରିଙ୍ଗବାଡି ଏବଂ ରାଇକିଆ ବ୍ଲକର ମୋଟ ୧୭ ଜଣ ଦଳୀୟ କର୍ମୀ ଓ ନେତାଙ୍କୁ କୌଣସି କାରଣରୁ…
କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ
କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ କଳାହାଣ୍ଡି ଜିଲା କେସିଙ୍ଗା ସହର ଗୌରୀଶଙ୍କର ମନ୍ଦିର ଗଳିର ଝିଅ…

