Tag Archives: Local News

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ: ଟଳିପଡ଼ିଲେ ଜଣେ ପ୍ରାର୍ଥୀ, ୭ ଗୁରୁତର…

ଗଜପତି,୨୯।୫(ଗିରିଧାରୀ ପରିଚ୍ଛା): ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।…

୪୩୬ ଟଙ୍କା ଦେଇ ୨ ଲକ୍ଷ ଟଙ୍କାର ମୃତ୍ୟୁ ବୀମାର ଲାଭ ଉଠାଇଲେ ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟା

କେସିଙ୍ଗା,୨୯।୫(ତୁମେଶ୍ବର ସାହୁ): କେନ୍ଦ୍ର ତଥା ରାଜ୍ୟ ସରକାର ଜନସାଧାରଣଙ୍କ ସୁବିଧା ପାଇଁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିଛନ୍ତି l ସେଥିମଧ୍ୟରୁ ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଯୋଜନା ମାଧ୍ୟମରେ ଭାରତସରକାର ସମସ୍ତ ଜନସାଧାରଣ ମାନଙ୍କୁ ୪୩୬ ଟଙ୍କା ବିନିମୟରେ ୨ ଲକ୍ଷ…

ସାବିତ୍ରୀର ଦିନକ ପରେ…ସ୍ବାମୀଙ୍କୁ ପ୍ରଥମେ ଟାଙ୍ଗିଆରେ ହାଣିଲେ, ବଞ୍ଚିଥିବେ ଭାବି ଇଟାରେ ମୁଣ୍ଡକୁ ଛେଚିଲେ ସ୍ତ୍ରୀ

କବିସୂର୍ଯ୍ୟନଗର,୨୮ା୫( କୃପାସିନ୍ଧୁ ସ୍ବାଇଁ)- ବେଗୁନିଆପଡା ଥାନା ଅନ୍ତର୍ଗତ ଗୋପାଳପୁର ଗ୍ରାମରେ ଘଟିଛି ଏକ ହତ୍ୟାକାଣ୍ଡ। ସ୍ବାମୀଙ୍କୁ ଟାଙ୍ଗିଆରେ ହାଣିବା ପରେ ଇଟାରେ ମୁଣ୍ଡକୁ ଛେଚି ମାରିଛନ୍ତି ସ୍ତ୍ରୀ। ଧରା ନ ପଡ଼ିବାକୁ ସେ ମଙ୍ଗଳବାରରୁ ସ୍ବାମୀଙ୍କ ମୃତଦେହ ଘର ଭିତରେ ଲୁଚାଇ…

ଅଣ୍ଡା ନୁହେଁ ଚିକେନ ଖାଇବୁ…ଛତ୍ରପୁର ଉପକାରାଗାରରେ କଏଦୀଙ୍କ ଅନଶନ ପରେ…

ଛତ୍ରପୁର,୨୮ା୫(ଦିଲୀପ ସାମଲ): ଛତ୍ରପୁର ଉପ କାରାଗାରରେ କଏଦୀମାନଙ୍କୁ ନିମ୍ନମାନର ଖାଦ୍ୟ ଦିଆଯାଉଛି, ତେଣୁ ସେମାନେ ଅନଶନ କରିବେ ବୋଲି ଏକ ଅଡିଓ କ୍ଲିପ୍‌ ଭାଇରାଲ ହୋଇଥିଲା। ଏ ନେଇ ଜେଲ ଅଧୀକ୍ଷିକା କେ. ଅବନ୍ତୀ ସିଂଙ୍କୁ ପଚାରିବାରୁ ସେ କହିଛନ୍ତି, ବୁଧବାର…

ଜେଲ ଯିବା ବେଳେ ରାଗରେ ଚିହିଁକି ଉଠିଲେ ପୁଞ୍ଜିଲାଲ, ଆଙ୍ଗୁଠି ଦେଖାଇ…

ବଲାଙ୍ଗୀର, ୨୮।୫(ସୁନିଲ କୁମାର ମହାନ୍ତି)- ସାରା ଦେଶରେ ହଇଚଇ ସୃଷ୍ଟି କରିଥିବା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ରାୟ ବୁଧବାର ପାଟଣାଗଡ଼ ଏଡିଜେ କୋର୍ଟରେ ପ୍ରକାଶ ପାଇଛି। ଏହି ବହୁଚର୍ଚ୍ଚିତ ମାମଲାର ଏକମାତ୍ର ତଥା ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ…

ପତିତ କିସମ ଜମିକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ: ବିବାଦୀୟ ଜମିରେ ନାଲିପତାକା ପୋତିଲା ରାଜସ୍ବ, ପୋଲିସ ବିଭାଗ

ଦାରିଙ୍ଗବାଡ଼ି, ୨୮ା୫(ଅରୁଣ ସାହୁ): ଦାରିଙ୍ଗବାଡ଼ି ତହସିଲ ଅଧୀନ ତରବାଡ଼ି ଗ୍ରାମରେ ଏକ ସରକାରୀ ଜମିକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ ମଧ୍ୟରେ ବିବାଦ ସହ ଗଣ୍ଡଗୋଳ ପରିସ୍ଥିତି ଦେଖାଯାଇଛି। ଏହାର ସମାଧାନ ପାଇଁ ବୁଧବାର ଦାରିଙ୍ଗବାଡ଼ି ତହସିଲଦାର ଶରତ ଶବର ଏବଂ…

ସମ୍ପାଦକଙ୍କୁ ବହିଷ୍କାର ଦାବି ଘଟଣା, ବିପୁଳିଙ୍ଗି ସେବା ସମବାୟ ସମିତିରେ ତଦନ୍ତ

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ) : ଛତ୍ରପୁର ବ୍ଲକ ବିପୁଳିଙ୍ଗି ସେବା ସମବାୟ ସମିତିରେ ଚଳିତବର୍ଷ ଧାନକିଣାରେ ବ୍ୟାପକ ଦୁର୍ନୀତି ହୋଇଛି । ସମବାୟ ସମିତି ସମ୍ପାଦକ ନିଜ ପରିବାର ନାମରେ ଟୋକନ ଆଣି ନିଜ ଧାନ ବିକ୍ରି କରିବା ସହିତ ଚାଷୀଙ୍କ ଧାନ…

ଲଗାଣ ବର୍ଷା ସତ୍ତ୍ୱେ ପିଚୁ ଢ଼ାଳି ଚାଲିଛି ରାସ୍ତା କାମ, ବିରୋଧ କରିବାରୁ ନାଲିଆଖି ଦେଖାଇଲେ ଠିକାଦାର

ପାରଳାଖେମୁଣ୍ଡି,୨୭।୫(ଗିରିଧାରୀ ପରିଛା): ଗଜପତି ପୂର୍ତ୍ତ ବିଭାଗର ଯନ୍ତ୍ରୀ, ଠିକାଦାର, କର୍ମଚାରୀ ଆଦିଙ୍କ କାମ ଉପରେ କୌଣସି ପ୍ରକାରର ଲଗାମ ନାହିଁ । ଯାହାର ସଦ୍ୟ ଚିତ୍ର ଦେଖିବାକୁ ମିଳିଛି ପିଚୁ ରାସ୍ତା ତିଆରିରେ ହେଉଥିବା ବ୍ୟାପକ ଅନିୟମିତତାରେ। ସୂଚନାନୁଯାୟୀ, ଜିଲାରେ ରାସ୍ତା…

ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଜବତ, ୨୨ଜଣଙ୍କୁ ବାନ୍ଧିଲା…

କୋରାପୁଟ,୨୭।୫(ଅମିତାଭ ବେହେରା): କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଜବତ ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…

ବ୍ରେକ୍‌ଫେଲ୍‌ ହେବା ପରେ ଓଲଟି ପଡ଼ିଲା ଟ୍ରକ୍‌; ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ, ୩ ଆହତ…

ମୋହନା,୨୭।୫( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡି ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମିନି ଟ୍ରକ ଦୁର୍ଘଟଣା ଗ୍ରସ୍ତ ହେବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଆହତ ହୋଇଛନ୍ତି ।…

ଘରକୁ ଫେରିପାରିଲେନି ବାପୁ, ମଲ୍କାନି ଘାଟିରେ ବାଇକ୍‌ ଧକ୍କା ଦେବା ପରେ…

ଖଜୁରୀପଡ଼ା,୨୭ା୫( ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ସୀମାନ୍ତରେ ଥିବା ମଲ୍କାନି ଘାଟି ବେଡ଼ଦାପଦର ଛକରେ ମଙ୍ଗଳବାର ସନ୍ଧ୍ୟାରେ ୨ ବାଇକ ମୁହାମୁହିଁ ଧକ୍କା ହେବାରୁ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ହେମନ୍ତ ଭୋଇ (…

ଗଞ୍ଜାମ ବ୍ଲକରେ ଶକ୍ତି ପ୍ରଦର୍ଶନ କଲା ବିଜେଡି; ବିଡିଓଙ୍କୁ ଭେଟି…

ଗଞ୍ଜାମ,୨୭ା୫(ବିଦ୍ୟାଧର ସାହୁ)-ଗଞ୍ଜାମ ବ୍ଲକରେ ପଞ୍ଚାୟତସ୍ତରରେ ହେଉଥିବା ଉନ୍ନୟନ ମୂଳକ କାର୍ଯ୍ୟ ଜନପ୍ରତିନିଧିଙ୍କ ଗୋଚରରେ ହେଉନାହିଁ । ଏଥିସହ ବିଭିନ୍ନ ଯୋଜନାର ହିତାଧିକାରୀ ଚୟନ ଏବଂ ଉନ୍ନୟନ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହେଉଛି ବୋଲି ବିଜେଡି ନେତାମାନେ ଅଭିଯୋଗ କରିଛନ୍ତି। ମଙ୍ଗଳବାର ପୂର୍ବତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri