Tag Archives: Local News

କୁମ୍ଭାରକାନି ପମ୍ପରେ ଅସମ୍ଭାଳ ଭିଡ଼: ପୋଲିସ ସାମ୍ନାରେ ନିୟମକୁ ଫୁ’, ବୋତଲ-ଜାର୍‌ରେ ବୋହିନେଲେ…

ଥୁଆମୂଳ ରାମପୁର, ୧୯।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ ଉଗ୍ର ରୂପ ନେଇଛି। ଆଗକୁ ଏହା ଅଧିକ ଭୟଙ୍କର ସ୍ଥିତି ସୃଷ୍ଟି କରିବାର…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡୁଥିବା ଅଭିଯୋଗ ହେଉଛି। ଶନିବାର ଗୋପାଳପୁର ଥାନା ଅଞ୍ଚଳରେ ଏକ…

ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…

ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍‌.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ଦଳର ସଂଗଠନକୁ ଆହୁରି ମଜବୁତ କରିବା ସହ…

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସ୍ଥିତି ସ୍ୱାଭାବିକ ଥିବା ନେଇ ପ୍ରେସ୍‌ମିଟ୍ ଜରିଆରେ ଆଶ୍ୱାସନା…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା ସାଙ୍ଗକୁ ବଜ୍ରପାତର ଶିକାର ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ପ୍ରାଣହାନି ଘଟିଛି।…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି ପୋଲିସ । ପୀଡିତାଙ୍କ ପରିବାରବର୍ଗଙ୍କ ଅଭିଯୋଗ ମୁତାବକ ଅଭିଯୁକ୍ତ ୨୮ବର୍ଷୀୟ ଯୁବକଜଣକ ପୀଡିତାଙ୍କ…

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ତଥା…

ଯାତ୍ରୀଙ୍କ ପକେଟ୍‌କୁ ଝଟ୍‌କା: ରାଜ୍ୟରେ ବଢ଼ିଲା ଘରୋଇ ବସ୍‌ ଭଡ଼ା, ଜାଣନ୍ତୁ କାହା ପାଇଁ କେତେ?

ଭୁବନେଶ୍ୱର,୧୫।୫: ରାଜ୍ୟରେ ଯାତ୍ରୀବାହୀ ଘରୋଇ ବସ ଭଡ଼ା ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ସ୍ବୟଂଚାଳିତ ଭଡ଼ା ବୃଦ୍ଧି ପ୍ରକ୍ରିୟା ଅନୁଯାୟୀ, ବିଭିନ୍ନ ବର୍ଗର ବସ ଭଡ଼ାରେ କିଲୋମିଟର…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ ମେଗା ପାନୀୟଜଳ ପ୍ରକଳ୍ପ ପାଇପ ଫାଟି ଯାଇ ଉକ୍ତ ଗ୍ରାମକୁ ଦୀର୍ଘ ୯ଦିନ…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ ୮ ରେ ବାଇକ (ନଂ. ଓଡ଼ି ୦୭ ସି -୦୯୫୧) ଏବଂ ସ୍କୁଟି…

ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ ମୋଟ ୧୬୦ ଜଣ ଛାତ୍ରୀ ଛାତ୍ରପରୀକ୍ଷା ଦେଇଥିବା ବେଳେ ପାସ୍ ହାର ଶତ…

CBSE ଦ୍ଵାଦଶ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା; ବିଜ୍ଞାନରେ ପ୍ରୀତି ମଞ୍ଜରୀ,କଳାରେ…

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଛାତ୍ରୀ ପ୍ରୀତି ମଞ୍ଜରୀ ମେହେର (ବିଜ୍ଞାନ) ୯୫.୬୦% ନମ୍ବର ରଖି ଜିଲା ଟପ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?