Tag Archives: Local News

ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଦୁର୍ନୀତି’ ବିରୋଧରେ ଜନଗର୍ଜନ: ଭିଜିଲାନ୍ସ ତଦନ୍ତ ସହ ସମ୍ପତ୍ତି ବାଜ୍ୟାପ୍ତି ପାଇଁ…

ଥୁଆମୂଳ ରାମପୁର, ୧୨ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀମାନଙ୍କ ବ୍ୟାପକ ଦୁର୍ନୀତି ଓ ସରକାରୀ ଅର୍ଥର ହରିଲୁଟ୍ ବିରୋଧରେ ସ୍ଥାନୀୟ ସଚେତନ ନାଗରିକ ମଞ୍ଚ ପକ୍ଷରୁ ମଙ୍ଗଳବାର ପୁଣିଥରେ ବ୍ଲକ କାର୍ଯ୍ୟାଳୟ ଘେରାଉ…

‘ସେବାରେ ସମର୍ପଣ ମନୋଭାବ ରଖିବାକୁ ଆହ୍ବାନ’

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ମାହେଶ୍ୱରୀ ନର୍ସିଂ କଲେଜର ବାର୍ଷିକ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇ ଯାଇଛି । ଆନ୍ତର୍ଜାତୀୟ ନର୍ସିଂ ଦିବସ ଅବସରରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଟାଉନ ହଲ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ନର୍ସିଂ ଛାତ୍ରୀଛାତ୍ରମାନଙ୍କ ଶପଥ ପାଠ…

କାମ ସାରି ଫେରୁଥିଲେ, ବାଇକ୍‌ରୁ ଖସି ପଡ଼ି ଚାଲିଗଲା ମହିଳାଙ୍କ ଜୀବନ

କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନଂ ଜାତୀୟ ରାଜପଥର କୋକସରା ଥାନା ମୋଟେର ପେଟ୍ରୋଲ ପମ୍ପ ନିକଟରେ ବାଇକରୁ ଖସିପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇଛି। ମୃତ ମହିଳା ଜୟପାଟଣାର ହେମାବାଇ କୈବର୍ତ୍ତ (୫୫ ବର୍ଷ) ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ,…

ଆମପାଣିଠାରେ ଅବକାରୀ ପୋଲିସର ଚଢ଼ାଉ: ୧୮ ଲିଟର ଦେଶୀ ହାତରନ୍ଧା ମଦ, ଜଣେ ଗିରଫ

କୋକସରା,୧୨।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅବକାରୀ ଥାନା ଓଆଇସି ଗୁପ୍ତେଶ୍ୱର ପୁଟେଲଙ୍କ ନେତୃତ୍ୱରେ ମଙ୍ଗଳବାର ଆମପାଣିଠାରେ ଚଢ଼ାଉ କରି ଜଣକୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ହେଲେ ଆମପାଣିର ରିକ୍ଷୀରାମ ମାଝୀ। ତାଙ୍କଠାରୁ ୧୮ ଲିଟର ଦେଶୀ ହାତରନ୍ଧା…

କଳାହାଣ୍ଡି ଜିଲା ଗସ୍ତରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ

ଭବାନୀପାଟଣା, ୧୨।୫(ଉତ୍ତମ କୁମାର ଦାଶ): ସୂଚନା ଓ ଲୋକସମ୍ପର୍କ ବିଭାଗ ଦକ୍ଷିଣାଞ୍ଚଳ ଉପନିର୍ଦ୍ଦେଶକ ବସନ୍ତ କୁମାର ପ୍ରଧାନ ମଙ୍ଗଳବାର କଳାହାଣ୍ଡି ଜିଲା ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି। ଗସ୍ତର ପ୍ରଥମ ପର୍ଯ୍ୟାୟରେ ପ୍ରଧାନ ଭବାନୀପାଟଣାସ୍ଥିତ ଜିଲା ସୂଚନା ଓ…

ଦୁଃଖ ଦେଲା କାଳବୈଶାଖୀ: ଧାନ ଭିଜିଲା, ଗଛ ଭାଙ୍ଗିଲା

ବରଗଡ଼,୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଶନିବାର ପ୍ରବଳ ଝଡବତାସ ସହିତ ବର୍ଷା ହୋଇଛି । ଏହାର ପ୍ରଭାବରେ ଧାନ ଫସଲ ପ୍ରଭାବିତ ହୋଇଛି। ବିଭିନ୍ନ ସ୍ଥାନରେ ଅମଳ ଧାନ ଭିଜି ଯାଇଛି। ସେହିପରି କ୍ଷେତରେ ଧାନ ଫସଲ ଜମିରେ ଶୋଇ ପଡିଛି।ଅମଳ…

ବାଲିଅନ୍ତା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ, ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ…

ଭୁବନେଶ୍ୱର, ୯।୫(ସୁନିତ୍‌ ମିଶ୍ର):ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଘଟଣାର ଠିକ୍‌ ଓ ପୁଙ୍ଖାନୁପୁଙ୍ଖ ତଦନ୍ତ କରି ଦୋଷୀମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର ରୋଗୀଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ନେବାକୁ ଡାକ୍ତର ପରାମର୍ଶ ଦେଇଥିବା ବେଳେ…

ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’

ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ କେତେ ପ୍ରହସନମୂଳକ, ତାହାର ଜ୍ଵଳନ୍ତ ଉଦାହରଣ ସାଜିଛି କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରକୁ ଘର ଲଗାଯାଇଥିବା ପାନୀୟ ଜଳ ମିଟରଗୁଡ଼ିକୁ ଦୁର୍ବୃତ୍ତମାନେ କାଟି ନେଇ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ ଯାଉଥିବା ବେଳେ ଆନନ୍ଦପୁର ପୋଲିସ ଚଢ଼ାଉ କରି ଅପହୃତ ବ୍ୟକ୍ତିଙ୍କୁ ଉଦ୍ଧାର କରିବା…

ବମକୋଇ ଠାକୁରାଣୀ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼; ପଦ୍ମଶ୍ରୀ ସିମାଞ୍ଚଳ ପାତ୍ରଙ୍କୁ ସମ୍ବର୍ଦ୍ଧିତ କଲା ଯାତ୍ରା କମିଟି

ଦିଗପହଣ୍ଡି, ୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଆରାଧ୍ୟ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ପ୍ରସିଦ୍ଧ ଯାତ୍ରା ମହୋତ୍ସବ ଏବେ ଶୀର୍ଷରେ। ଶନିବାର ଯାତ୍ରାର ଦ୍ୱିତୀୟ ଦିନରେ ମା’ଙ୍କ ଦର୍ଶନ ପାଇଁ ଯାତ୍ରାପୀଠରେ ଶ୍ରଦ୍ଧାଳୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?