ଚାର ଫଳ ଗୋଟାଇବାକୁ ଜଙ୍ଗଲକୁ ଯାଇଥିଲେ, ଭାଲୁର ଅତର୍କିତ ଆକ୍ରମଣରେ ଗୁରୁତର…
ବଲାଙ୍ଗୀର,୯।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ଗୁଡିଘାଟ ପଞ୍ଚାୟତର କୁଟୁନିଝରନ ଗାଁରେ ଭାଲୁ ଆକ୍ରମଣରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କୁଟୁନିଝରନ ଗାଁର କର ନାଗ (୩୪ ) ଓ ରାଣୀସିଲେଟ ଗାଁର…
ଦିଗପହଣ୍ଡି କୋର୍ଟରେ ରାଷ୍ଟ୍ରୀୟ ଲୋକ ଅଦାଲତ: ୫୭ ମାମଲାର ଫଇସଲା
ଦିଗପହଣ୍ଡି,୯|୫(ଅଶେଷ ନାଥ ମିଶ୍ର) ରାଜ୍ୟ ଆଇନ ସେବା ପ୍ରାଧିକରଣ କର୍ତ୍ତୃପକ୍ଷ ଙ୍କ ଆନୁକୂଲ୍ୟରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ଶନିବାର ସ୍ଥାନୀୟ କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି।କମିଟି ଅଧ୍ଯକ୍ଷା ତଥା ସିଭିଲ କୋର୍ଟ ସିନିୟର…
ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ
ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ ଦିନରେ ଏହା ଆହୁରି ଘନୀଭୂତ ହୋଇ ୧୨/ ୧୩ ତାରିଖ ବେଳକୁ ଲଘୁଚାପର…
ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’
ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ, ପ୍ରତ୍ୟେକ ଯୁଦ୍ଧ କେବଳ ଖଣ୍ଡା ବା ଅସ୍ତ୍ର ଦ୍ୱାରା ଜିତିହୁଏ ନାହିଁ। ଅନେକ…
କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ
ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ ପାଲଟିଛି। ଦଶକ ଦଶକ ଧରି ଜଳ, ଜଙ୍ଗଲ ଓ ଜମି ସହ ଯୋଡ଼ି…
ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ
ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ ବୁଧବାର ନୂଆପଡ଼ା ଫାଣ୍ଡି ଅଧିକାରୀ ସୁବାସ ବାୟକ ପ୍ରକୃତ ମାଲିକଙ୍କୁ ଫେରାଇଥିବା ଜଣାପଡିଛି।…
ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…
ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି ଚାଳକ ରିଆମାଳ ଥାନା ମହେନ୍ଦ୍ରପୁର ଗ୍ରାମର କାର୍ତ୍ତିକ ଓରାମଙ୍କୁ ହତ୍ୟା କରାଯାଇଥିବା ଦେବଗଡ଼…
ଗଛକଟାକୁ ନେଇ ବିଦ୍ୟୁତ କାଟ୍, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…
ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ ଓ ପୋଲିସ ମୁହାଁମୁହିଁ ହେବା ଫଳରେ ପୁରା ଥାନା ରଣକ୍ଷେତ୍ର ପାଲଟିଛି । ମିଳିଥିବା ସୁଚନା ମୁତାବକ, କରଞ୍ଜକଟା…
ଘର ସିଡି ପାହାଚରୁ ଖସିପଡ଼ିଲେ, ଚାଲିଗଲା ଆଇଟିଆଇ ଛାତ୍ରଙ୍କ ଜୀବନ
ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିର ଆଦିତ୍ୟ ମହାରଣା (୧୭) ଘର ଛାତ ସିଡ଼ି ପାହାଚରୁ ଖସି ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ନିମନ୍ତେ ପ୍ରଥମେ…
ଡିଜିଟାଲ ଇଣ୍ଡିଆ ନାରା ପ୍ରହସନ: ନେଟୱର୍କ ପାଇଁ ଗଛ ଉପରେ ମଞ୍ଚା, ବିପଦସଙ୍କୁଳ ଅବସ୍ଥାରେ ପାଠ ପଢୁଛନ୍ତି କୋମଳମତି ଶିଶୁ
ଥୁଆମୂଳ ରାମପୁର,୫।୫ (ଦୁର୍ଗା କୀର୍ତ୍ତି): ସମଗ୍ର ଦେଶରେ ଡିଜିଟାଲ ବିପ୍ଳବ ଓ ୫-ଜି ସେବାର ଜୟଗାନ କରାଯାଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରୁ ଆସିଛି ଏକ ଦୁଃଖଦ ତଥା ଚିନ୍ତାଜନକ ଚିତ୍ର। ବ୍ଲକ ମୁଖ୍ୟାଳୟଠାରୁ ପ୍ରାୟ ୭୦ କିଲୋମିଟର…
ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ପ୍ରୋଭିଜନାଲ ପେନସନ ପ୍ରଦାନ କର…
ହାଟଡିହୀ/ଛେନାପଦୀ,୫।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ନରହରି ନାୟକଙ୍କୁ ପ୍ରୋଭିଜନାଲ ପେନସନ ପ୍ରଦାନ କରିବା ପାଇଁ ମାନ୍ୟବର ଓଡିଶା ହାଇକୋର୍ଟ ଚଳିତ ମାସ ଗତ ୧ ତାରିଖରେ କେନ୍ଦୁଝର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।…
ଥୁଆମୂଳ ରାମପୁରରେ ଯନ୍ତ୍ରୀଙ୍କ ‘ଜାଲ୍’ ବିଲ୍ ଆତ୍ମସାତ ଚିଠା : ବିନା କାମରେ କୋଟି କୋଟି ଟଙ୍କା ଲୁଟ୍, ଭିଜିଲାନ୍ସ ତଦନ୍ତ ଦାବି
ଥୁଆମୂଳ ରାମପୁର, ୫ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସରକାରୀ ଯୋଜନାର କାର୍ଯ୍ୟାନ୍ୱୟନକୁ ନେଇ ସାଂଘାତିକ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିଛି। ବ୍ଲକର କିଛି କନିଷ୍ଠ ଯନ୍ତ୍ରୀଙ୍କ ମନମୁଖୀ କାର୍ଯ୍ୟକଳାପ ଏବଂ ସରକାରୀ ଅର୍ଥର ଅପବ୍ୟବହାରକୁ ନେଇ…

