ଅବଶିଷ୍ଟ ଜୀବନ ସୁଖ ସମୃଦ୍ଧିରେ କଟୁ; ଏଭଳି କାମନା କରି ପ୍ରଧାନଶିକ୍ଷକଙ୍କୁ…
ଦିଗପହଣ୍ଡି,୨ା୭(ଅଶେଷ ନାଥ ମିଶ୍ର: ଦିଗପହଣ୍ଡି ବ୍ଲକ ଆଙ୍କୋରଡା କ୍ଲଷ୍ଟର କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୀବନ ନନ୍ଦ ଅବସର ଗ୍ରହଣ କରିଛନ୍ତି। ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁନୀତା ସାହୁଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ଦିଗପହଣ୍ଡି…
ବାପାଙ୍କ ସହ ଭୋଜି ଖାଇବାକୁ ଯାଇଥିଲେ, ଦୁଇ ପୁଅଙ୍କ ଖୋଜ ଖବର ମିଳୁନି; କାନ୍ଦି କାନ୍ଦି…
ବୈଶିଙ୍ଗା,୨।୭(ରତନ ଦାଶ): ବାପାଙ୍କ ସହ ଭୋଜି ଖାଇବାକୁ ଯାଇ ଦୁଇ ପୁଅ ନିଖୋଜ। ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ମଗୁସିରିଆ ଗ୍ରାମରେ ଘଟିଥିବା ଚକିତ କଲା ଭଳିି ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାନୁଯାୟୀ, ମଙ୍ଗଳବାର ରାତି…
ଜରତି ଗ୍ରାମ ନିକଟରେ ପାହାଡ଼ରୁ ଖସିଲା ମାଟି ଅତଡ଼ା, ଟ୍ରେନ୍ ଚଳାଚଳ ଠପ୍, ୩ ଏକ୍ସପ୍ରେସ୍ ବାତିଲ ନେଇ…
କୋରାପୁଟ,୨।୭(ଅମିତାଭ ବେହେରା): କୋରାପୁଟ ଜିଲା କିରଣ୍ଡଳ ଲାଇନର ଜରତି ଗ୍ରାମ ନିକଟରେ ଥିବା ପାହାଡରୁ ମାଟି ଅତଡା ଖସିବା ଯୋଗୁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଏହି ରୁଟରେ ସମସ୍ତ ଟ୍ରେନ ଚଳାଚଳ ଠପ ହୋଇଛି। ୩…
ଏକୁଟିଆ ପାଇ ଆଦିବାସୀ ମହିଳାଙ୍କୁ ଜଣଙ୍କ ପରେ ଜଣେ ବଳାତ୍କାର, ୨ ଜଣଙ୍କୁ ବାନ୍ଧି…
ବୈରୀ,୧।୭(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ସମିଆଁ ପଞ୍ଚାୟତର ଭାଲୁଖାଇ ଜଙ୍ଗଲରେ ଜଣେ ଆଦିବାସୀ ମହିଳାଙ୍କୁ ୨ ଜଣ ଦୁର୍ବୃତ୍ତ ବଳାତ୍କାର କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ବୈରୀ ପୋଲିସ ପୀଡ଼ିତାଙ୍କୁ…
ଘର ଖୋଲା ଦେଖି ସବୁ ସୁନାଗହଣା ଲୁଟିନେଇ ଚାଲିଗଲେ ମହିଳା ଭିକାରୀ, ସିସିଟିଭି ଦେଖି…
ରାୟଗଡ଼ା,୧।୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ରାଣିଗୁଡ଼ା ଫାର୍ମ ଦିତୀୟ ଲେନର ମହେଶ କୁମାରଙ୍କ ଘରେ ଦିନ ୧୧ ସମୟରେ ଦିବାଲୋକରେ କଳା କନା ବୁଲାଇଦେଇଛନ୍ତି ଦୃର୍ବୁତ୍ତ। ମହେଶ କୁମାରଙ୍କ ଘରୁ ସୋମବାର ୧୧ଟା ବେଳେ ୭ ଭରି ସୁନା ଚୋରି…
ରାତି ଅଧରେ ଔଷଧ ଦୋକାନରେ ଭଙ୍ଗାରୁଜା, ଉଲଗ୍ନ ହୋଇ ନିଆଁ ଲଗାଇଲେ ଦୁର୍ବୃତ୍ତ
ବୈଶିଙ୍ଗା,୧ା୭(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ବଡଗୁମା ବଜାର ଅଞ୍ଚଳରେ ଥିବା ଏକ ଔଷଧ ଦୋକାନରେ ସୋମବାର ରାତି ଗୋଟାଏ ସମୟରେ ଜଣେ ଦୁର୍ବୃତ୍ତ ଭଙ୍ଗାରୁଜା କରିବା ସହିତ ଉଲଗ୍ନ ହୋଇ ନିଆଁ ଲଗାଇ ବାଇକ୍ ଜାଳି ଦେଇଛନ୍ତି।…
ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ପ୍ରତିବାଦରେ ସମୂହ ଛୁଟିରେ ଗଞ୍ଜାମ ଓଏଏସ୍ ସଂଘ
ଛତ୍ରପୁର,୧ା୭(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଭୁବନେଶ୍ବର ମହାନଗର ନିଗମ (ବିଏମ୍ସି) କାର୍ଯ୍ୟାଳୟରେ ସୋମବାର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାର ପ୍ରତିବାଦ କରି ମଙ୍ଗଳବାର ଗଞ୍ଜାମ ଜିଲା ଓଏଏସ୍ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ କରାଯାଇଛି। ସଂଘ ସଭାପତି ତଥା ଏଡିଏମ ପ୍ରମୋଦ…
ଜଳନ୍ଧର ନାଏକ ହେଲେ କଳାହାଣ୍ଡି ଜିଲା କଂଗ୍ରେସ ସଭାପତି
ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା କଂଗ୍ରେସ କମିଟିର ନୂତନ ସଭାପତି ଭାବେ ଜଳନ୍ଧର ନାଏକଙ୍କୁ ସୋମବାର ପିସିସି ସଭାପତି ଭକ୍ତ ଚରଣ ଦାସ ମନୋନୀତ କରିଛନ୍ତି। ଜିଲା ସଭାପତି ନାଏକ ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରି ଜିଲା ଯୁବ କଂଗ୍ରେସ…
ବାରଣ୍ଡାରେ ଶୋଇଥିବା ବେଳେ ପିଟିପିଟି ହତ୍ୟା କରିଥିଲେ, ସନ୍ତୋଷ ପାତ୍ରଙ୍କୁ କୋର୍ଟ ଚାଲାଣ କଲା…
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଭିଷ୍ମଗିରି ଗ୍ରାମର ଗୋଲାସାହିରେ ଗତ ରବିବାର ରାତିରେ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ତଦନ୍ତକାରୀ ପୋଲିସ ଅଧିକାରୀ ଏସ୍ଆଇ ଜ୍ୟୋତି ରଞ୍ଜନ ବେହେରା ଅଭିଯୁକ୍ତ ଯୁବକ କେ. ସନ୍ତୋଷ ପାତ୍ରଙ୍କୁ ଗିରଫ…
ବସ୍କୁ ଅପେକ୍ଷା କରିଥିଲେ, ପିଟି ଦେଲା ତେଲ ଟ୍ୟାଙ୍କର; ଘଟଣାସ୍ଥଳରେ ଲିୟନ…
ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ତପ୍ତପାଣି ମୁଖ୍ୟ ରାସ୍ତାର ପୋଡ଼ାମାରୀ ଗ୍ରାମ ବନବିଭାଗ କାର୍ଯ୍ୟାଳୟ ସମ୍ମୁଖରେ ଏକ ତେଲ ଟ୍ୟାଙ୍କର ଧକ୍କାରେ ଜଣେ ୩ ବର୍ଷର ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ ଲିୟନ ଗମାଙ୍ଗ। ତାଙ୍କ ଘର ଗଜପତି ଜିଲା ମୋହନା…
ରାତିର ସୁଯୋଗ ନେଇ ଘରେ ପଶି ନାବାଳିକାଙ୍କୁ କରିଥିଲେ ବଳାତ୍କାର, ବ୍ରହ୍ମପୁର ଜେଲ୍କୁ ଗଲେ ମୁରଲୀ
ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମରେ ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବାଳତ୍କାର ଘଟଣାରେ ପୋଲିସ ଅଭିଯୁକ୍ତ ମୁରଲୀ ବେହେରାଙ୍କୁ ଗିରଫ କରି ମଙ୍ଗଳବାର ବ୍ରହ୍ମପୁର ପୋକ୍ସ କୋର୍ଟକୁ ଚାଲାଣ କରିଛନ୍ତି। ଥାନା ମାମଲା…
BMC ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା: ସାମୁହିକ ଛୁଟିରେ ଗଲା ବରଗଡ଼ ଓଏଏସ୍ ସଂଘ
ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନ(BMC)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କ ଉପରେ ସୋମବାର ହୋଇଥିବା ଆକ୍ରମଣକୁ ନେଇ ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି ହୋଇଛି। ଏହି ଘଟଣାର ପ୍ରଭାବ ବରଗଡ଼ ଜିଲାରେ ମଧ୍ୟ ପଡିଛି। ଆକ୍ରମଣ ଘଟଣାକୁ ବରଗଡ଼ ଜିଲା ଓଏଏସ୍…
Archives


