Tag Archives: Local News

କେନ୍ଦୁଝର ଜିଲାପାଳଙ୍କୁ ହାଇକୋର୍ଟଙ୍କ ନୋଟିସ: ଚାକିରିରୁ ବେନିୟମ ବିଦା ଅଭିଯୋଗ, ଆବେଦନ କଲେ ପୁନଃ ବିଚାର ପାଇଁ ନିର୍ଦ୍ଦେଶ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର,୨୩।୪(ନରେଶ ଚନ୍ଦ୍ର ପଟ୍ଟନାୟକ, ଶୁଭକାନ୍ତ ନାୟକ, ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଖଣିଜ ପ୍ରତିଷ୍ଠାନ (DMF) କାର୍ଯ୍ୟାଳୟର ଜଣେ କର୍ମଚାରୀଙ୍କୁ ଚାକିରିରୁ ବିଦା କରିବା ଘଟଣାରେ ମାନ୍ୟବର ଓଡ଼ିଶା ହାଇକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ କୋର୍ଟ…

ଗଞ୍ଜାମରେ ବଢ଼ିଲା ସ୍କୁଲ ଛୁଟି: ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଜିଲା ପ୍ରଶାସନର ବଡ଼ ନିଷ୍ପତ୍ତି

ଛତ୍ରପୁର,୨୩।୪(ଦିଲ୍ଲୀପ ସାମଲ): ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ଛୁଟି ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପିଲାମାନଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି ଖନନକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ନେଇଛି। ଉପ-ଜିଲ୍ଲା ମାଜିଷ୍ଟ୍ରେଟଙ୍କ ଆଦେଶ ଅନୁଯାୟୀ…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜିଲାର ସମସ୍ତ ସ୍କୁଲ, କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ଅଙ୍ଗନୱାଡ଼ି…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା…

ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ ୨୦ ଜଣଙ୍କୁ ଗିରଫ କରିଛି। କେନ୍ଦୁଝର ଏସ୍‌ପି ନୀତିନ କୁଶଲ ଦାଗୁଡୁଙ୍କ ନିର୍ଦ୍ଦେଶ…

ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ…

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଜିଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ଆସନ୍ତା ୨୫…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ ସାଂଘାତିକ ମାମଲା ଦିଗପହଣ୍ଡି ଅଞ୍ଚଳରୁ ଆସିଛି। ଅମିନ ଚାକିରି ପ୍ରଲୋଭନ ଦେଖାଇ ଜଣେ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା ବେଳେ ୨ବର୍ଷର ଶିଶୁ କନ୍ୟା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସୂଚନାନୁଯାୟୀ, ଏକ…

ଭଞ୍ଜନଗର ଡିଏଭିର ଶତପ୍ରତିଶତ ସଫଳତା: ସାଇ ସ୍ୱରିତ ସେଠୀ ବିଦ୍ୟାଳୟ ଟପ୍ପର

ଭଞ୍ଜନଗର,୧୬।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଡିଏଭି ପିଟିଏସଆର ପବ୍ଲିକ ସ୍କୁଲର ଛାତ୍ରୀଛାତ୍ର ମାନେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାରେ ଭଲ ପ୍ରଦର୍ଶନ କରିଛନ୍ତି। ଗତକାଲି ପ୍ରକାଶିତ ପରୀକ୍ଷା ଫଳ ରେ ବିଦ୍ୟାଳୟର ସମସ୍ତ ୪୫ ଛାତ୍ରୀ ଛାତ୍ର ପାସ୍ ହୋଇଛନ୍ତି ।…

ଦଶମ ପରୀକ୍ଷାରେ ଚମକିଲେ ୟୁରୋ ସ୍କୁଲ ଛାତ୍ରୀଛାତ୍ର, ପ୍ରଥମ ଶ୍ରେଣୀରେ ୨୭; ୯୦ ପ୍ରତିଶତରୁ ଅଧିକ…

ଛତ୍ରପୁର,୧୫।୪(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁର ‘ଦି ନ୍ୟୁ ଏଜ୍ ୟୁରୋ ସ୍କୁଲ’ ଛାତ୍ରୀଛାତ୍ରଙ୍କ ଦଶମ ଶ୍ରେଣୀ ପରୀକ୍ଷାରେ ଫଳାଫଳରେ ସଫଳତା ହାସଲ କରିଛନ୍ତି । ଆଜି ଦଶମ ଶ୍ରେଣୀ ସିବିଏସ୍‌ଇ ବୋର୍ଡ ପରୀକ୍ଷାର ଫଳାଫଳ ପ୍ରକାଶ ପାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?