Tag Archives: Local News

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ସଜେଇ ହେଉଛି ମଦନ ମୋହନ ପୀଠ, ନୌବିହାର ପାଇଁ…

ଗଞ୍ଜାମ,୧୫।୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀ ଶ୍ରୀ ମଦନ ମୋହନ ଗୋପାଳ ସ୍ବାମୀଙ୍କ ପୀଠରେ ଚଳିତ ମାସ ୨୦ରୁ ଐତିହାସିକ ଚନ୍ଦନ ଯାତ୍ରା ଆରମ୍ଭ ହେବ l ଏହି ଯାତ୍ରା ଏପ୍ରିଲ ୨୦ ରୁ ଆରମ୍ଭ…

ଗଛରୁ ଡ଼ାଳ ହାଣୁଥିଲେ, ଅସାବଧାନତା ଯୋଗୁ ଖସି ପଡ଼ି ଚାଲିଗଲା…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ପଞ୍ଚାୟତ ବନମାଳୀ ଗ୍ରାମରେ ବୁଧବାର ସକାଳେ ଗଛରୁ ଖସି ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି।ମୃତକ ଜଣକ ହେଲେ ଗ୍ରାମର ଗଣେଶ ସାହୁ(୬୩)। ଗଣେଶ ଘର ନିକଟରେ ଥିବା ଗଛରୁ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଆୟୋଜିତ ସଭାରେ ସିପିଆଇ ଗଞ୍ଜାମ ଜିଲା ପରିଷଦ ସଦସ୍ୟ ଅଳକ…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ହୃଦୟରେ ଥିବା ଶିଶୁ ଉଦ୍ୟାନରେ ଲାଇଟ୍ କାର୍ଯ୍ୟ କରୁ ନ ଥିବା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି): ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ ନିକଟରେ। ସୂଚନା ମୁତାବକ, ଡୁମ୍ବେରବାହାଲ ଗାଁର ରମାକାନ୍ତ ନାଏକ ନିଜ ସ୍ତ୍ରୀ ଓ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି ଭବ୍ୟ ଓ ଆକର୍ଷଣୀୟ ଭାବେ ପାଳିତ ହୋଇଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ଉପେନ୍ଦ୍ର ନାଇକ(୫୦) ଏବଂ ତାଙ୍କ ଭଣଜା କ୍ଷେତ୍ରମଣି ନାଇକ(୩୦) ଗୁରୁତର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଜଣେ ରୋଗୀଙ୍କ ପାଇଁ ପ୍ରତିଟି ମୁହୂର୍ତ୍ତ ମୂଲ୍ୟବାନ ହୋଇଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି ୨ ଜଣ ଜୁୁଆଡ଼ିଙ୍କୁ ଗିରଫ କରିଥିବା ବେଳେ ପୂର୍ବରୁ ସୂଚନା ପାଇ ବହୁ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି ଯୁବକ ନାଳ ନିକଟକୁ ଶୌଚ କରିବାକୁ ଯିବା ବେଳେ ଏକ ମୃତଦେହ ପଡ଼ି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର ଜଣେ ଯୁବତୀ ୨୦୨୧ ମସିହାରେ ସମ୍ବଲପୁର ଜିଲା ଭୋଜପୁର ଗ୍ରାମ ବସଷ୍ଟାଣ୍ଡ ଠାରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?