Tag Archives: Local News

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର ଜଣେ ଯୁବତୀ ୨୦୨୧ ମସିହାରେ ସମ୍ବଲପୁର ଜିଲା ଭୋଜପୁର ଗ୍ରାମ ବସଷ୍ଟାଣ୍ଡ ଠାରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ଏପର୍ଯ୍ୟନ୍ତ ଜିଲାର ଅନେକ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ ଜୋନ ଜିଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନଙ୍କୁ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ ସଙ୍କଟ ଯୋଗୁ କୋରାପୁଟ ଜିଲାର ଛୋଟ ହୋଟେଲ ଏବଂ ଫାଷ୍ଟ ଫୁଡ୍‌ ବ୍ୟବସାୟୀମାନେ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଦକ୍ଷିଣ ବନଖଣ୍ଡରୁ ବିପୁଳ ପରିମାଣର ରଥ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର ତୀବ୍ର ହୋଇଛି। ବିଗତ ଦୁଇ ବର୍ଷ ଧରି ବ୍ଲକ ଓ ଏନ୍‌ଏସି ପ୍ରଶାସନ…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁଯାୟୀ, ସୁନିତା…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ବୁଧବାର ଅପରାହ୍ନରୁ ନିଖୋଜ ଥିବା ଜଣାପଡିଛି । ସେ ସନ୍ଧ୍ୟା…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମଦନପୁର ରାମପୁର ରାଜପରିବାର ସଦସ୍ୟ ତଥା ଯୁବନେତା ନୀଳମାଧବ ସିଂଦେଓ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ କରିଛି। ସେମାନେ ହେଲେ, ହରିଆନା ରାଜ୍ୟ ନୁହୁ ଜିଲାର ମୂଳ ବାସିନ୍ଦା ତଥା…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର ବ୍ଲକର ଶାଗବାରୀ ଗ୍ରାମରେ ପୋଲିସ ଉପରେ ଆକ୍ରମଣ କରିଛନ୍ତି ଗ୍ରାମବାସୀ। ପୋଲିସ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?