Tag Archives: Local News

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ଶନିବାର ରାତି ପ୍ରାୟ ୧୧ଟା ୩୧ ମିନିଟ ସମୟରେ ହଠାତ ପୃଥିବୀ ପୃଷ୍ଠ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ ଏକ ଟ୍ରାକ୍ଟର ଟ୍ୟାଙ୍କର ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଜଣେ ଯୁବକଙ୍କର ମୃତ୍ୟୁ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର ଶୁଭାରମ୍ଭ ହୋଇଛି। ଛତ୍ରପୁର ବ୍ଲକ ଅନ୍ତର୍ଗତ ଅଗସ୍ତି ନୂଆଗାଁ ପଞ୍ଚାୟତର ସାନନୋଳିଆନୂଆଗାଁ ସ୍ଥିତ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ କରାଯିବା ସହ ଚାଳକଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସୂଚନା ଅନୁସାରେ,…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ ପୋଲ ଉପରୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ନଦୀ ତଳକୁ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଦୀର୍ଘ ଦିନର ଫେରାର ପରେ ମୁଖ୍ୟ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା ସମୟରେ ବିଶୃଙ୍ଖଳାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ ଓ…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ସ୍ଥାନୀୟ ସମଲେଶ୍ଵରୀ ଉଚ୍ଚ ବିଦ୍ୟାଳୟ, ଅମ୍ବାପାଲିଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ପରିଷଦ…

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିସହିତ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ଓ ‘ବିକଶିତ…

ଥୁଆମୁଳ ରାମପୁର ବିଦ୍ୟାଳୟରେ ଶିଶୁ ବାଟିକା ‘ପ୍ରବେଶ ଉତ୍ସବ’ ଓ ‘ଖଡ଼ିଛୁଆଁ’ କାର୍ଯ୍ୟକ୍ରମ,ଶିକ୍ଷା ପ୍ରତି…

ଥୁଆମୁଳ ରାମପୁର, ୪ା୪ (ଦୁର୍ଗା କୀର୍ତ୍ତି): ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଗୁଣାତ୍ମକ ଶିକ୍ଷାକୁ ପ୍ରାଧାନ୍ୟ ଦେଇ ସରକାରଙ୍କ ନୂତନ ଶିକ୍ଷାନୀତି-୨୦୨୦ ଅନୁଯାୟୀ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ‘ଶିଶୁ ବାଟିକା’ ଶିକ୍ଷାର ଶୁଭାରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲା ଥୁଆମୁଳ…

‘ଶିକ୍ଷା ସଚେତନତା ରଥ’ ଉଦ୍‌ଘାଟନ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୪ା୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମଗ୍ର ଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଶନିବାର ଏକ ‘ଶିକ୍ଷା ସଚେତନତା ରଥ’ର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଏହି…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି ୧୩ ଦିନରେ ପହଞ୍ଚିଛି। ଗତ ମାସ ୨୨ ତାରିଖରୁ ଆରମ୍ଭ ହୋଇଥିବା ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?