ଦିଗପହଣ୍ଡି-କେ. ନୂଆଗାଁ ଥାନାରେ ଯୋଗଦେଲେ ନୂଆ ଆଇଆଇସି: ଅପରାଧ ଦମନ ସହ ଆଇନ ଶୃଙ୍ଖଳା ନିୟନ୍ତ୍ରଣ ଦିଗରେ…
ଦିଗପହଣ୍ଡି, ୨୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନାରେ ନୂତନ ଆଇଆଇସି ଭାବେ ମଙ୍ଗଳବାର ସାରେ କିଶୋର କୁମାର ସାମଲ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ କେ. ନୂଆଗାଁ ଥାନାରେ ଅବସ୍ଥାପିତ ଥିଲେ। ପୂର୍ବରୁ ଦିଗପହଣ୍ଡି ଥାନାରେ ଅବସ୍ଥାପିତ…
ବନ୍ଧୁକ ଦେଖାଇ ନବବଧୂଙ୍କୁ ଅପହରଣ ଘଟଣା: ଧରାପଡ଼ିଲେ ଅଭିଯୁକ୍ତ, ସମ୍ବଲପୁରର ଭଡ଼ା ଘରୁ ମହିଳାଙ୍କୁ…
ବଲାଙ୍ଗୀର/ତରଭା,୨୪।୨(ସୁନୀଲ ମହାନ୍ତି/ମାନଭଞ୍ଜନ ମିଶ୍ର): ବହୁଚର୍ଚ୍ଚିତ ବନ୍ଧୁକ ଦେଖାଇ ନବବଧୂ ଅପହରଣ ଘଟଣାର ପର୍ଦ୍ଦାଫାଶ କରିଛି ତରଭା ପୋଲିସ। ସୋନପୁର ଏସ୍ପି ନାରାୟଣ ନାୟକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି । ନବବଧୂକୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ସହ ଅଭିଯୁକ୍ତ…
୪ ବର୍ଷ ତଳେ ହୋଇଥିଲା ପୋଷ୍ଟିଂ, ଭଡ଼ା ଘରୁ ଉଦ୍ଧାର ହେଲା ପୋଷ୍ଟମ୍ୟାନଙ୍କ ମୃତଦେହ
ପାତ୍ରପୁର,୨୧।୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଗୋଠଗାଁ ପୋଷ୍ଟମ୍ୟାନଙ୍କ ମୃତଦେହକୁ ତାଙ୍କ ଭଡାଘରୁ ଉଦ୍ଧାର କରାଯାଇଛି। ମୃତ ପୋଷ୍ଟମ୍ୟାନ ଜଣଙ୍କ ହେଲେ ଗଜପତି ଜିଲା ରାମଗିରି ବ୍ଲକ ଗୁଡ଼ିସାହିର ଅର୍ଜୁନ ରଇତଙ୍କ ପୁଅ ଗିରିଧାରୀ ରଇତ(୨୭)। ବାଲ୍ୟ ବିବାହ…
ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…
ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ ଶିଶୁ ବାଟିକା ଚାକିରି ପାଇଁ କୋର୍ସ କରି ମଧ୍ୟ ଚାକିରି ନ ହେବାରୁ…
ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ
ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ସ୍ପେଶାଲ ବିଚାରପତି ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସ ଟିମ ୩ ଟି…
ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍ ପରେ ଚହଳ, ଥାନାରେ…
ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ ପ୍ରବର୍ତ୍ତାଉଥିବା ଅଡିଓ ଭାଇରାଲ୍ ହେବା ପରେ ଚହଳ ପଡ଼ିଛି। ଏନେଇ ଗତ ୧୭…
କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…
ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା ଦୌରାଜଜ୍ ପ୍ରଦୀପ ସାମଲ ଏହି ମାମଲାର ବିଚାର କରି ୮ ଅଭିଯୁକ୍ତଙ୍କୁ ଦୋଷୀ…
ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…
ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ ପଦ୍ମ ଧରିଛନ୍ତି । ବ୍ଲକ ଅଧ୍ୟକ୍ଷାଙ୍କ ସହିତ ଭଟାଙ୍ଗପଦର ସମିତିସଭ୍ୟ ରୂପେନ୍ଦ୍ର ଛତ୍ରିଆ,…
ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍
ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରିଛି। ଖୋଦ୍ ଏସପି ପି. ଏସ୍ ମୀନାଙ୍କ ନେତୃତ୍ୱରେ…
ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…
ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର ସ୍ଥିତ ଜିଲାପରିଷଦ କାର୍ଯ୍ୟାଳୟକୁ ବଦଳି କରିଛନ୍ତି। ଏପିଓ ଦୀର୍ଘଦିନ ହେଲା ସରକାରୀ କାର୍ଯ୍ୟରେ…
ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ
କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା। ଏହାପରେ ବିଭାଗୀୟ ତତ୍ପରତା ପ୍ରକାଶ ପାଇଥିଲା। ବ୍ଲକର ୭ ପ୍ରାଥମିକ କୃଷି…
ଥୁଆମୂଳ ରାମପୁର ବ୍ଲକରେ ମାଟ୍ରିକ ପରୀକ୍ଷା ଆରମ୍ଭ: ଅନୁପସ୍ଥିତ ରହିଲେ୨୯ ପରୀକ୍ଷାର୍ଥୀ…
ଥୁଆମୂଳ ରାମପୁର, ୧୯ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ୬ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାରଠାରୁ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଥିବାବେଳେ କଡ଼ା ପୋଲିସ ମୁତୟନ…
Archives


