Tag Archives: Local News

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି କରିବା ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ।…

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି ପଡ଼ିଥିବା ଜଣାପଡିଛି । ଖବର ପାଇ ଡିଏଫ୍ଓ ହିମାଂଶୁ ଶେଖର ମହାନ୍ତି, ରେଞ୍ଜର…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ ତ୍ରିପାଠୀ ଓ ସୁବାଷ ସେଠୀଙ୍କ ଟିମ୍‌ ବାଜିମାତ ମାରିଛନ୍ତି। ଅଭିମନ୍ୟୁ ଜାଲିଙ୍କୁ ହରାଇ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ ଆଦିବାସୀ ସଂପ୍ରଦାୟ ଅନ୍ଧାରରେ ରହୁଛନ୍ତି । ଗାଁରେ ଭୁତ ବୁଲିଛି କହି ରାୟଗଡା…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ପ୍ରସ୍ତୁତି ବୈଠକ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ଉକ୍ତ ସ୍ଥାନରେ ଏକ ପାଠାଗାର କିମ୍ବା ସର୍ବସାଧାରଣଙ୍କ ସୁବିଧାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବଲାଙ୍ଗୀର ଟାଉନ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ୨…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ କାର୍ଯ୍ୟରତ ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା ଲଗାଇଥିବା ଜଣାପଡ଼ିଛି। ଏହା ପୂର୍ବରୁ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର ଧାନ ଚାଷ ପାଇଁ ସାର କିଣାରେ ଶୋଷଣର ସମ୍ମୁଖୀନ ହେବାକୁ ପଡୁଛି ବୋଲି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ବାଇକ ଆରୋହୀଙ୍କ ନାମ ମଳୟ ଚଲାନ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨ ଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମର…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଥାନା ମାମଲା ନଂ.୫୮/୨୬ ଅନୁଯାୟୀ ଜାମିନ ଆବେଦନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri