Tag Archives: Local News

ବିକୁଥିଲେ ଗୋ-ମାଂସ, ଗୁପ୍ତ ସୂଚନା ପାଇ ମାଡ଼ି ବସିଲା ପୋଲିସ

ଅତାବିରା, ୧୦ା୩ (ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଟୋପ ଗ୍ରାମରେ ଚଢ଼ାଉ କରି ପୋଲିସ ବିପୁଳ ପରିମାଣର ଗୋ-ମାଂସ ଜବତ କରିବା ସହ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ବ୍ୟକ୍ତି ଜଣକ ସେହି ଗ୍ରାମର କୃଷ୍ଣ…

ସଫଳତାର ସହ ଭଞ୍ଜନଗର ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ଉଦଯାପିତ

ଭଞ୍ଜନଗର, ୧୦/୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରସିଦ୍ଧ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ଦୁଇଦିନ ଧରି ଚାଲିଥିବା ଶିକ୍ଷଣ ସାମଗ୍ରୀ ପ୍ରଦର୍ଶନୀ ମଙ୍ଗଳବାର ଦିନ ସଫଳତାର ସହ ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର…

ଶିକ୍ଷକ ଅଭାବରୁ ଭୁଶୁଡ଼ିଛି ଶିକ୍ଷା ବ୍ୟବସ୍ଥା: ପରୀକ୍ଷା ବର୍ଜନ କରି ବିରିକୋଟ ବିଦ୍ୟାଳୟରେ ତାଲା ପକାଇଲେ ଶତାଧିକ ଅଭିଭାବକ

ଥୁଆମୂଳ ରାମପୁର, ୧୦ା୩ (ଦୁର୍ଗା କୀର୍ତ୍ତି): ସରକାରଙ୍କ “ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ” ନାରା ଏବେ କଳାହାଣ୍ଡି ଜିଲାରେ ପ୍ରହସନ ପାଲଟିଛି। ଶିକ୍ଷା ବ୍ୟବସ୍ଥାର ଚରମ ଅବହେଳାକୁ ପ୍ରତିବାଦ କରି ଥୁଆମୂଳ ରାମପୁର ବ୍ଲକର ବିରିକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ…

ଧରିତ୍ରୀ ପ୍ରଭାବ: ଓ୍ବାର୍ଡ ମେମ୍ବର ଉଆଁସୀଙ୍କ ଘରେ ପହଞ୍ଚିଲା ବ୍ଲକ ପ୍ରଶାସନ, ତ୍ୱରିତ କାର୍ଯ୍ୟାନୁଷ୍ଠାନ ପରେ…

ଥୁଆମୂଳ ରାମପୁର, ୧୦।୩ (ଦୁର୍ଗା କୀର୍ତ୍ତି): ଗଣମାଧ୍ୟମର ଶକ୍ତି ଏବଂ ସାମାଜିକ ଦାୟିତ୍ୱବୋଧର ଆଉ ଏକ ବଡ଼ ଉଦାହରଣ ଦେଖିବାକୁ ମିଳିଛି। ’ଧରିତ୍ରୀ’ ସମେତ ବିଭିନ୍ନ ଦୈନିକ ଖବରକାଗଜରେ ଖବର ପ୍ରକାଶ ପାଇବା ପରେ ଶୋଇଥିବା ପ୍ରଶାସନର ନିଦ ଭାଙ୍ଗିଛି। ଥୁଆମୂଳ…

ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା: ଗୁଣାତ୍ମକ ଶିକ୍ଷାଦାନର ଅଭିବୃଦ୍ଧି…                

ଦିଗପହଣ୍ଡି,୧୦। ୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସନ୍ତୋଷ କୁମାର ମହାପାତ୍ରଙ୍କୁ ମଙ୍ଗଳବାର ଅଖିଳ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘ ଦିଗପହଣ୍ଡି ଶାଖା ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଂଘର ଶାଖା ସମ୍ପାଦକ ସନ୍ତୋଷ…

ବାଇକ୍‌ରେ କରୁଥିଲେ ଗଞ୍ଜେଇ ଚାଲାଣ: ଯୁବକଙ୍କୁ ମାଡ଼ି ବସିଲା ଦିଗପହଣ୍ଡି ଅବକାରୀ ବିଭାଗ, ଖାନତଲାସି ପରେ…

ଦିଗପହଣ୍ଡି, ୧୦।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଅବକାରୀ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ସଫଳତା ମିଳିଛି। ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟା ସମୟରେ ଦିଗପହଣ୍ଡି କୃଷି ଜିଲ୍ଲା କାର୍ଯ୍ୟାଳୟ ନିକଟରୁ ବିପୁଳ ପରିମାଣର…

“ଜଙ୍ଗଲ ନିଆଁକୁ ରୋକିଲେ ହିଁ ପରିବେଶ ସୁରକ୍ଷିତ ରହିବ”

ଭଞ୍ଜନଗର, ୧୦।୩ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ତାରସିଂ ରେଞ୍ଜ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଏକ ବନାଞ୍ଚଳସ୍ତରୀୟ ବନାଗ୍ନି ପ୍ରଶମନ ଓ ପରିଚାଳନା ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା…

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁକୁ ନେଇ କୋରାପୁଟ ଜିଲାରେ ଶୋକାକୁଳ ପରିବେଶ ସହ ତୀବ୍ର…

ଆକ୍ସନ ମୋଡ୍‌ରେ ବରଗଡ଼ ପୋଲିସ: ନିଶା ବେପାରୀଙ୍କ ଆଡ୍ଡା ଉପରେ ମାଡ଼ିଲା ବୁଲଡୋଜର୍‌, ଛାନିଆ ହେଲେଣି…

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢିଚାଲିଥିବା ଅପରାଧିକ କାର୍ଯ୍ୟକଳାପ ଉପରେ ପାଲିସର ଶକ୍ତ ପ୍ରହାର। ସହରରେ ଲୁଟପାଟ, ଛୁରାମାଡ଼ ଏବଂ ହତ୍ୟାକାଣ୍ଡ ଭଳି ଘଟଣା ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଥିବା ବେଳେ, ଏହାର ମୁଖ୍ୟ କାରଣ ସାଜିଥିବା…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ ବିଭାଗରେ ଥିବା ମହିଳା ଶୌଚାଳୟର ପ୍ୟାନ ଭିତରୁ ଏକ ନବଜାତ ଶିଶୁର ମୃତଦେହ…

ରାସ୍ତାକଡ଼ରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ,ପରିଚୟ ଖୋଜୁଛି ପୋଲିସ; ହତ୍ୟା କରି ନା…?

ବେଲଗୁଣ୍ଠା,୧୦।୩(କୃଷ୍ଣଚନ୍ଦ୍ର ପଟ୍ଟନାୟକ):  ଗଞ୍ଜାମ ଜିଲା ଭଞ୍ଜନଗର-ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସମ୍ପୂର୍ଣ୍ଣ ପଚି ଯାଇଥିବାରୁ ମୃତକଙ୍କ ପରିଚୟ ମିଳିପାରି ନାହିଁ। ସୂଚନାନୁଯାୟୀ, ସକାଳେ ଉକ୍ତ ରାସ୍ତା…

ବିନା ସୂଚନା ଫଳକରେ ଚାଲିଛି କୋଟିଏ ଟଙ୍କାର କୋଠା ନିର୍ମାଣ: ନିମ୍ନମାନର କାମ ସହ ଶ୍ରମିକଙ୍କୁ ଶୋଷଣ ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି 

କେସିଙ୍ଗା, ୧୦।୩ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଚାଲିଥିବା ନୂତନ କୋଠା ନିର୍ମାଣକୁ ନେଇ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ବିନା ସୂଚନା ଫଳକରେ କୋଟିଏରୁ ଊର୍ଦ୍ଧ୍ୱ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri