Tag Archives: Local News

ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ: ତଥ୍ୟରେ ତାଳମେଳ ନ ଥିବାରୁ ବଢୁଛି ଉତ୍ତେଜନା, ବାହୁନି କାନ୍ଦୁଛନ୍ତି ମା’  

ପଟ୍ଟାଙ୍ଗି/ସୁନାବେଡା, ୧୦।୩ (ଶରତ କୁମାର ଧଳ/କୃତ୍ତିବାସ ପ୍ରଧାନ): ଜବାହାର ନବୋଦୟ ବିଦ୍ୟାଳୟର ତିନି ଛାତ୍ରଙ୍କ ମୃତ୍ୟୁ ଘଟଣାର ମାତ୍ର ତିନି ଦିନ ପରେ ପୁଣି ଜଣେ ଆଶ୍ରମ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁକୁ ନେଇ କୋରାପୁଟ ଜିଲାରେ ଶୋକାକୁଳ ପରିବେଶ ସହ ତୀବ୍ର…

ଆକ୍ସନ ମୋଡ୍‌ରେ ବରଗଡ଼ ପୋଲିସ: ନିଶା ବେପାରୀଙ୍କ ଆଡ୍ଡା ଉପରେ ମାଡ଼ିଲା ବୁଲଡୋଜର୍‌, ଛାନିଆ ହେଲେଣି…

ବରଗଡ଼, ୧୦।୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବଢିଚାଲିଥିବା ଅପରାଧିକ କାର୍ଯ୍ୟକଳାପ ଉପରେ ପାଲିସର ଶକ୍ତ ପ୍ରହାର। ସହରରେ ଲୁଟପାଟ, ଛୁରାମାଡ଼ ଏବଂ ହତ୍ୟାକାଣ୍ଡ ଭଳି ଘଟଣା ସାଧାରଣ ଲୋକଙ୍କ ନିଦ ହଜାଇ ଦେଇଥିବା ବେଳେ, ଏହାର ମୁଖ୍ୟ କାରଣ ସାଜିଥିବା…

ରାଉରକେଲା IGHରେ ଅଭାବନୀୟ ଘଟଣା: ଟଏଲେଟ୍‌ ପ୍ୟାନ୍‌ ଭିତରୁ ନବଜାତକର ମୃତଦେହ ଉଦ୍ଧାର, ବଢ଼ିଲା ଚର୍ଚ୍ଚା

ରାଉରକେଲା, ୧୦।୩ (ସଂଗୀତା ଜେନା): ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲ (IGH) ପରିସରରେ ଏକ ହୃଦୟ ବିଦାରକ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ହସ୍ପିଟାଲର ଜରୁରୀକାଳୀନ ବିଭାଗରେ ଥିବା ମହିଳା ଶୌଚାଳୟର ପ୍ୟାନ ଭିତରୁ ଏକ ନବଜାତ ଶିଶୁର ମୃତଦେହ…

ରାସ୍ତାକଡ଼ରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ,ପରିଚୟ ଖୋଜୁଛି ପୋଲିସ; ହତ୍ୟା କରି ନା…?

ବେଲଗୁଣ୍ଠା,୧୦।୩(କୃଷ୍ଣଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ଭଞ୍ଜନଗର-ବେଲଗୁଣ୍ଠା ମୁଖ୍ୟ ରାସ୍ତାର ନୂଆଗାଁ ନିକଟରୁ ମଙ୍ଗଳବାର ପୂର୍ବାହ୍ନରେ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ସମ୍ପୂର୍ଣ୍ଣ ପଚି ଯାଇଥିବାରୁ ମୃତକଙ୍କ ପରିଚୟ ମିଳିପାରି ନାହିଁ। ସୂଚନାନୁଯାୟୀ, ସକାଳେ ଉକ୍ତ ରାସ୍ତା…

ବିନା ସୂଚନା ଫଳକରେ ଚାଲିଛି କୋଟିଏ ଟଙ୍କାର କୋଠା ନିର୍ମାଣ: ନିମ୍ନମାନର କାମ ସହ ଶ୍ରମିକଙ୍କୁ ଶୋଷଣ ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି 

କେସିଙ୍ଗା, ୧୦।୩ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଚାଲିଥିବା ନୂତନ କୋଠା ନିର୍ମାଣକୁ ନେଇ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ସରକାରୀ ନିୟମକୁ ଜଳାଞ୍ଜଳି ଦେଇ ବିନା ସୂଚନା ଫଳକରେ କୋଟିଏରୁ ଊର୍ଦ୍ଧ୍ୱ…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ପୁରୁଷୋତ୍ତମ ମହାନ୍ତ। ସୂଚନାନୁଯାୟୀ, ଦେବେନ୍ଦ୍ର…

ଘରକୁ ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ଅଜଣା ଗାଡ଼ି: ଚାଲିଗଲା ୨୨ ବର୍ଷୀୟ ଯୁବକଙ୍କ ଜୀବନ

ଦାରିଙ୍ଗବାଡି, ୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅନ୍ତର୍ଗତ ଶ୍ରାନିକେତା ପଞ୍ଚାୟତର ସିର୍ସାମାହାଠାରେ ଏକ ଦୁର୍ଘଟଣା ଘଟିଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କର ଅକାଳ ବିୟୋଗ…

ଭଞ୍ଜନଗରରେ ବଢୁଛି ତାତି, ଘୁମୁସର ବନଖଣ୍ଡର ୩ ଜଙ୍ଗଲରେ ନିଆଁ; ବଢିଲା ବନ ବିଭାଗର ଚିନ୍ତା

ଭଞ୍ଜନଗର,୫।୩(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ୩ ଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗିଥିଲା। ସେଗୁଡିକ ହେଲା ଭଞ୍ଜନଗର ସହର ଗାନ୍ଧୀ କୈଳାସ ପାହାଡ, କୁଲାଡ ଉପର ବାଗଦେବୀ ପାହାଡ ଏବଂ ଘୋଗଡ ଜଙ୍ଗଲ। ସେଥିମଧ୍ୟରୁ…

ପୁରୁଷୋତ୍ତମପୁରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ, ଦଳୀୟ ନେତୃବୃନ୍ଦ…

ପୁରୁଷୋତ୍ତମପୁର, ୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଓ ନଗର ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପୁରୁଷୋତ୍ତମପୁରର ପାଣ୍ଡିଆ ଛକ ନିକଟରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ…

ଅରଖପୁର ଗୁଳିକାଣ୍ଡ: ଅଭିଯୋଗକାରୀ ହିଁ ନିଜେ ସୂତ୍ରଧର, ରଚିଥିଲେ ହାଇ-ଭୋଲଟେଜ୍‌ ନାଟକ, ପର୍ଦ୍ଦାଫାଶ କଲା…

ପୁରୁଷୋତ୍ତମପୁର, ୫।୩ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ଚାଞ୍ଚଲ୍ୟ ଖେଳାଇଥିବା ଗୁଳିକାଣ୍ଡ ଘଟଣାର ରହସ୍ୟ ଉପରୁ ପରଦା ହଟାଇଛି ପୋଲିସ। ଯେଉଁ ଯୁବକ ଜଣକ ଗୁଳିମାଡ଼ର ଶିକାର ହୋଇଥିବା ଅଭିଯୋଗ କରିଥିଲେ, ସେ ନିଜେ…

ଜଗନ୍ନାଥ ମନ୍ଦିରରୁ ଚୋରି: ରୂପା ଅଳଙ୍କାର ସହ ପୂଜା ସାମଗ୍ରୀ ଗାଏବ,ଗ୍ରାମବାସୀଙ୍କ ମଧ୍ୟରେ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଗର୍ଜନ ଗ୍ରାମରେ ଥିବା ଜଗନ୍ନାଥ ମନ୍ଦିରରୁ ରୂପା ଅଳଙ୍କାର ସହ ଅନ୍ୟାନ୍ୟ ପୂଜା ସାମଗ୍ରୀ ଚୋରି ହୋଇଥିବା ଅଭିଯୋଗ ହୋଇଛି। ମନ୍ଦିରରେ ଚୋରି ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଆସନ୍ତୋଷ…

ବାଇକ୍‌ଙ୍କୁ ଧକ୍କା ଦେଇ ଚାଲି ଗଲା ଅଜଣା ଗାଡ଼ି, ଆରୋହୀଙ୍କ ମୃତ୍ୟୁ ପରେ ବଢିଲା ଉତ୍ତେଜନା, ବହୁ ସଂଖ୍ୟକ…

ବଲାଙ୍ଗୀର, ୩।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସଦର ବ୍ଲକ କୁସଙ୍ଗ ନିକଟ ସାଲେକଦମଠାରେ ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମଙ୍ଗଳବାର ସାରେ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ସାଲେକଦମ ଗ୍ରାମର ମନୋଜ ପାଣ୍ଡେ (୨୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?