Tag Archives: Local News

ବାଇକ୍‌କୁ ଧକ୍କା ଦେଇ ଚାଲିଗଲା ଟ୍ରାକ୍ଟର; ଘଟଣାସ୍ଥଳରେ ଚାଲିଗଲା ବାଇକ୍‌ରେ…

ବଞ୍ଚୋ,୨୭।୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ବାଙ୍ଖିଡ଼ି ନିକଟରେ ମଙ୍ଗଳବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରାକ୍ଟର ଏକ ବାଇକକୁ ଧକ୍କା ଦେବା ଫଳରେ ବାଇକରେ ଥିବା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପ୍ରତିଶ୍ରୁତି ପାଳନ କରୁନି ଉତ୍କଳ ଆଲୁମିନା: ୦.୦୧% ଶେୟାର ଦାବିରେ ବିସ୍ଥାପିତ, ପ୍ରଭାବିତଙ୍କ ଧାରଣା

ରାୟଗଡ଼ା/ଟିକିରି,୨୭।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ୍ଲ କୁମାର ବେହେରା)- ବକ୍ସାଇଟ ଖଣି ପାଇଁ ରାୟଗଡ଼ା ଜିଲାର କାଶୀପୁର ବ୍ଲକ ବିଶ୍ୱରେ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। ବ୍ଲକ୍‌ରେ ରହିଥିବା ବାଫଳିମାଳି, ଶାଶୁବୋହୂମାଳି, ସିଜିମାଳି, କୋଡ଼ିଙ୍ଗାମାଳି ସମେତ ପ୍ରାୟ ପର୍ବତମାଳାରେ ରହିଛି ମୂଲ୍ୟବାନ୍‌ ବକ୍ସାଇଟ।…

ଗୋକୋଲମା: ଶେଷ ହେଲା ମା’ ମାଣିକେଶ୍ୱରୀ ଓ ବାବା ଅଗ୍ନି ଭୈରବଙ୍କ ମାଘ ଝାମୁ ଯାତ୍ରା…

ଥୁଆମୂଳ ରାମପୁର,୨୭।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗୋକୋଲମା ବଙ୍ଗଳା ପଡ଼ାଠାରେ ପାରମ୍ପରିକ ରୀତିନୀତି ଅନୁଯାୟୀ ମାଘ ଝାମୁ ଯାତ୍ରା ମହାସମାରୋହରେ ସମ୍ପନ୍ନ ହୋଇଯାଇଛି। ମାଘ ଶୁକ୍ଳ ପକ୍ଷ ନବମୀ ତିଥି ମଙ୍ଗଳବାର ଅବସରରେ…

ଡକରବାଡ଼ି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ବନ୍ଦ ଘଟଣା: ସମସ୍ତ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ, ଦରମା ବନ୍ଦ… 

ଦାରିଙ୍ଗବାଡ଼ି, ୨୭।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡ଼ି ପଞ୍ଚାୟତ ଡକରବାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ବିନା ନୋଟିସରେ ତାଲା ପକାଇ ବନ୍ଦ ରଖିବା ଓ ଛାତ୍ରୀଛାତ୍ର ବହୁ ସମୟ ବିଦ୍ୟାଳୟ ବାହାରେ ଅପେକ୍ଷା କରି ଭୋକ ଉପାସରେ…

ଆସନ୍ତା ୩ରେ ଜିଲାପାଳ ଅଫିସ ଘେରାଉ କରିବ ବିଜେଡି: କାର୍ଯ୍ୟକାରିଣୀ ବୈଠକରେ…

ଭବାନୀପାଟଣା, ୨୭।୧ (ଉତ୍ତମ କୁମାର ଦାଶ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ମଙ୍ଗଳବାର ଭବାନୀପାଟଣା ବ୍ଲକ ମେଦିନୀପୁର ସ୍ଥିତ ଏକ ଫାର୍ମ ହାଉସ ଠାରେ କଳାହାଣ୍ଡି ବିଜେଡିର ପରିବର୍ଦ୍ଧିତ ଜିଲା କାର୍ଯ୍ୟକାରିଣୀ…

ବଡ଼ ବୟାନ ଦେଲେ ବାବୁ: ଅପେକ୍ଷା କରନ୍ତୁ; ଅଙ୍କ ବିଗିଡ଼ିବ, ଚତୁର୍ଥ ସିଟ୍‌ ଭାଜପାକୁ ଯିବ…

ଭୁବନେଶ୍ୱର,୨୫।୧: ରାଜ୍ୟ ସଭା ନିର୍ବାଚନକୁ ନେଇ ଭାଜପା ବିଧାୟକ ବାବୁ ସିଂଙ୍କ ବିସ୍ଫୋରକ ବୟାନ। ନବୀନଙ୍କ ଉପରୁ MLAମାନଙ୍କ ଆସ୍ଥା ତୁଟିଲାଣି। ଅଙ୍କ ବିଗିଡ଼ିବ। ଅପେକ୍ଷା କରନ୍ତୁ ଚତୁର୍ଥ ସିଟ୍‌ ଭାଜପାକୁ ଯାଇପାରେ ବୋଲି ସେ କହିଛନ୍ତି। ଏହାକୁ ନେଇ ରାଜନୀତି…

ବରଗଡ଼ରେ ପୁଣି ବିପୁଳ ପରିମାଣର କଫସିରଫ୍‌ ଜବତ, ୬ଜଣଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ

ବରଗଡ଼,୨୪।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଟାଉନ ଥାନା ପୋଲିସ ଶନିବାର ପୁଣି ବିପୁଳ ପରିମାଣରେ କଫସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ, ବରଗଡ଼ ଟାଉନ ଥାନା ବରଡ଼ୋଲ ଗ୍ରାମର ସତ୍ୟବାନ ପ୍ରଧାନ(୪୨), ବିକ୍ରମ…

ହ୍ୟାଣ୍ଡବ୍ରେକ୍‌ ଦେଇ ନ ଥିଲେ, ଖାତକୁ ଖସି ଗଛରେ ଅଟକିଲା ପର୍ଯ୍ୟଟକଙ୍କ କାର୍‌; ମହିଳା ପର୍ଯ୍ୟଟକ…

ଦାରିଙ୍ଗବାଡି, ୨୪।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କିରିକୁଟି ପଞ୍ଚାୟତ ପର୍ଯ୍ୟଟନକ୍ଷେତ୍ର ଲଭର୍ସ ପଏଣ୍ଟରେ ଶନିବାର ସାରେ ଏକ ଅଘଟଣ ଘଟିଛି। ପାର୍କିଂ କରାଯାଇଥିବା କାରଟି ଡଡୁବାଡା ନଦୀ ଖାତକୁ ଗଡି ଯାଇ ଏକ ଗଛରେ ଅଟକି…

ଶେଷ ପର୍ଯ୍ୟାୟରେ ‘ତୁ ବୋଧେ ମୋ ଭାଗ୍ୟରେ ନାହୁଁ’

ଗଞ୍ଜାମ,୨୪।୧(ବିଦ୍ୟାଧର ସାହ): ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆସନ୍ତା ୨୬ ଓ ୨୮ ଦୁଇଦିନ ଧରି ସାମାଜିକ ନାଟକ ମଞ୍ଚସ୍ଥ ହେବ l ଏଥିପାଇଁ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ…

ଗୁଡ଼ି ଗାରେଡି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା କରି ହାତଗୋଡ଼ ବାନ୍ଧି ନଦୀରେ ଫିଙ୍ଗିଥିଲେ, ୬ ଜଣଙ୍କୁ ବାନ୍ଧିଲା… 

ରାୟଗଡ଼ା,୨୪।୧(ଆଶିଷ ରଞ୍ଜନ ପଣ୍ଡା/ପ୍ରଫୁଲ କୁମାର ବେହେରା)- ବକ୍ସାଇଟ ପାଇଁ ବିଶ୍ୱ ପ୍ରସିଦ୍ଧ ରାୟଗଡ଼ା ଜିଲାର କାଶୀପୁର ବ୍ଲକ । ହେଲେ ଆଜିବି ସେଠାକାର ବାସିନ୍ଦା ଗୁଣିଗାରେଡି ଭଳି ଅନ୍ଧବିଶ୍ୱାସରେ ପଡ଼ି ହତ୍ୟା କରିବାକୁ ପଛାଉ ନାହାନ୍ତି । ଏଭଳି ଏକ ଘଟଣାକ୍ରମରେ…

ରାୟ ଶୁଣାଇଲେ ଜୁନାଗଡ଼ JMFC କୋର୍ଟ, ମଦ ବ୍ୟବସାୟୀଙ୍କୁ ୩ ବର୍ଷ ଜେଲଦଣ୍ଡ ସହ….

ଭବାନୀପାଟଣା,୨୪।୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ସିଭିଲ ଜର୍ଜ(ଜେଏମ୍‌ଏଫ୍‌ସି) ବିଚାରପତି ଦିପେନ୍ଦ୍ର ସିଂହ ରାଠୋର ଶନିବାର ଏକ ବେଆଇନ ମଦ ଜବତ ମାମଲାର ରାୟ ଶୁଣାଇଛନ୍ତି। ଏହି ମାମଲାର ସମସ୍ତ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି ଜୁନାଗଡ଼ ଥାନା ଦାସିଗାଁର…

ବାହାଘର ଭୋଜି ଖାଇ ବାଇକ୍‌ରେ ଫେରୁଥିଲେ, ଭୟଙ୍କର ଦୁର୍ଘଟଣାରେ ଚାଲିଗଲା ଅବକାରୀ କର୍ମଚାରୀଙ୍କ ସହ…

କୋକସରା,୨୪।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ସୁନାମାଲ ଗାଁ ଭାଲୁପଡା ନିକଟରେ ଘଟିଥିବା ବାଇକ ଦୁର୍ଘଟଣାରେ ଜଣେ ଅବକାରୀ କର୍ମଚାରୀ ସହିତ ଅନ୍ୟ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତକମାନେ ବରାଡଙ୍ଗା ପଞ୍ଚାୟତ କେନ୍ଦୁଡଙ୍ଗରୀ ଗ୍ରାମର ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?